Browsing Tag

bhubaneswar news

ଦେଶପ୍ରେମର ବାର୍ତ୍ତା ପହଁଚାଇବା ଲକ୍ଷ୍ୟରେ ସମଗ୍ର ରାଜ୍ୟ ପରିକ୍ରମା କରୁଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ ପୁନଃ ସ୍ମୃତିଚାରଣ କରି ଲୋକଙ୍କ ନିକଟରେ ଦେଶପ୍ରେମର ବାର୍ତ୍ତା ପହଁଚାଇବା ଲକ୍ଷ୍ୟରେ ସମଗ୍ର ରାଜ୍ୟ ପରିକ୍ରମା କରୁଛି ଅହିଂସା ରଥ । ଗତକାଲି ନୟାଗଡ ଏବଂ ଅନୁଗୋଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଅହିଂସା ବାର୍ତ୍ତା ପ୍ରଚାର…
Read More...

ଲଘୁଚାପଜନିତ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍ତର ଓଡିଶାରେ ଲଘୁଚାପଜନିତ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ବାଲେଶ୍ୱର ଜିଲ୍ଲାରେ ଏନ୍‌ଡିଆର୍‌ଏଫ୍‌ ଏବଂ ଓଡ୍ରାଫର ୨ଟି ଲେଖାଏଁ ଟିମ୍ ଏବଂ ମୟୁରଭଞ୍ଜ ଜିଲ୍ଲାରେ…
Read More...

ବନ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଯୁକ୍ତ ଦୁଇ ନାମଲେଖା ଅବଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ ଅବଧିକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୦ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏନେଇ ରାଜ୍ୟ ସୂଚନା…
Read More...

ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଗୁଡିକରେ ୩୩୪ ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟ ଗୁଡ଼ିକରେ ୩୩୪ ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ ହେବେ । ଆସନ୍ତା ୨୫ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାଷୀ ମାଧ୍ୟମରେ ନବ ନିଯୁକ୍ତ ଶିକ୍ଷକ ଓ ଅଣଶିକ୍ଷକମାନଙ୍କୁ…
Read More...

ପରିକ୍ରମାର ୬ଷ୍ଠ ଦିବସରେ ନୟାଗଡ ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପରିକ୍ରମାର ୬ଷ୍ଠ ଦିବସରେ ଗତକାଲି ନୟାଗଡ ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ । ଜିଲ୍ଲା ପ୍ରଶାସନ ପକ୍ଷରୁ ରଥକୁ ସ୍ୱାଗତ କରାଯାଇଛି । ପୂର୍ବାହ୍ନରେ ରଣପୁର ବ୍ଲକର ଚମ୍ପାପେଡି, ଗୋପାଳପୁର, ମଝିଆଖଣ୍ଡ ଇତ୍ୟାଦି ଗ୍ରାମ ପଞ୍ଚାୟତର ପରିକ୍ରମା କରିଛି ।…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୮୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ ଜଣ…
Read More...

ଓଡିଶା ଟେନିସ ବଲ୍ କ୍ରିକେଟ୍ ଦଳକୁ ସମ୍ବର୍ଦ୍ଧନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଚେନ୍ନାଇଠାରେ ଅନୁଷ୍ଠିତ ହୋଇଥିବା ୨୭ତମ ଜାତୀୟ ସବ୍ ଜୁନିୟର ଟେନିସ୍ ବଲ୍ କ୍ରିକେଟ୍ ଚାମ୍ପିଅନସିପ୍‌ରେ ଓଡ଼ିଶା ତୃତୀୟ ସ୍ଥାନ ସହିତ ବ୍ରୋଞ୍ଜ ପଦକ ହାସଲ କରିଛି । ଓଡ଼ିଆ ଦଳ ଗତକାଲି ପ୍ରତ୍ୟାବର୍ତ୍ତନ କରିଛି । ବ୍ରୋଞ୍ଜ ପଦକ ବିଜୟୀ ଓଡିଶା ଦଳରେ ସାମିଲ…
Read More...

ମହାତ୍ମା ଗାନ୍ଧୀଙ୍କ ଉଦବୋଧନର ଫଟୋଚିତ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୧୯୨୧ ମସିହା ମାର୍ଚ୍ଚ ୨୩ ତାରିଖରେ ଓଡ଼ିଶା ଆଗମନ କରିବା ଅବସରରେ କଟକ କାଠଯୋଡି ନଦୀ ପଠାରେ ଅନୁଷ୍ଠିତ ସାଧାରଣ ସଭାରେ ମହାତ୍ମା ଗାନ୍ଧୀଙ୍କ ଉଦବୋଧନର ଫଟୋଚିତ୍ର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ କରାଯାଇଛି । ଏହି ଫଟୋଚିତ୍ରରେ…
Read More...

ଅହିଂସା ରଥ ପରିକ୍ରମା ଅଭିଯାନର ୪ର୍ଥ ଦିବସରେ ବିଭିନ୍ନ ବିଦ୍ୟାଳୟରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ଅଭିଯାନର ୪ର୍ଥ ଦିବସରେ ପୁରୀ ଏବଂ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ରଥଗୁଡିକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରାପ୍ତ ହୋଇଛି । ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ନୃତ୍ୟ ପରିବେଷଣ କରିଥିବା ବେଳେ ଅଞ୍ଚଳବାସୀ ସାଂସ୍କୃତିକ…
Read More...

ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାଣୀଧନ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାଣୀଧନ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ହିତାଧିକାରୀଙ୍କୁ ଗୋଖାଦ୍ୟ ବଣ୍ଟନ କରାଯାଉଛି । ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ପ୍ରାଣୀସଂପଦ ସ୍ୱାସ୍ଥ୍ୟର ଯତ୍ନ…
Read More...