Browsing Tag

bhubaneswar news

ପୁରୀ ସଦର ବ୍ଲକ୍‌ରେ ଅହିଂସା ରଥର ବିଭିନ୍ନ ଶିକ୍ଷାନୁଷ୍ଠାନ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ସଦର ବ୍ଲକ୍‌ରେ ଗତକାଲି ଅହିଂସା ରଥ ବିଭିନ୍ନ ଶିକ୍ଷାନୁଷ୍ଠାନ ଗସ୍ତ କରିଛି । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନେ ପାରମ୍ପରିକ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ । ସେହିପରି ସ୍ଥାନୀୟ ଜନସାଧାରଣ ତ୍ରିରଙ୍ଗା ଶୋଭାଯାତ୍ରାରେ ରଥକୁ ସ୍ୱାଗତ…
Read More...

ଅନୁଗୁଳ ଜିଲ୍ଲାରେ ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଐତିହାସିକ ଅହିଂସା ରଥ ଗତକାଲି ପ୍ରବେଶ କରିଛି ଅନୁଗୁଳ ଜିଲ୍ଲାରେ । ଜିଲ୍ଲାର ଆଠମଲ୍ଲିକ, ବଅଁରପାଳ ହାଇସ୍କୁଲ, ପାଲଲହଡା ବ୍ଲକର ବିଭିନ୍ନ ଅଞ୍ଚଳ ତଥା ଅନୁଗୁଳ ସହର ସ୍ଥିତ ବାଜି ରାଉତ ଛାତ୍ରାବାସ ପହଞ୍ଚିଥିଲା । ଜିଲ୍ଲାର ବିଭିନ୍ନ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୨୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୫୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ ଜଣ…
Read More...

ବନ୍ୟା ପ୍ରଭାବିତ ଅଞ୍ଚଳରେ ହିତାଧିକାରୀଙ୍କୁ ସହାୟତା ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ହିତାଧିକାରୀଙ୍କୁ ମାଗଣା ପଲିଥିନ୍ ସିଟ୍ ଏବଂ ଅନ୍ୟାନ୍ୟ ରିଲିଫ୍ ସାମଗ୍ରୀ ବଣ୍ଟନ କରାଯାଇଛି । ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବା ସହ ସମସ୍ତ ସହାୟତା ପ୍ରଦାନ କରାଯାଉଛି । ଏନେଇ…
Read More...

ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇ ରନ୍ଧା ଖାଦ୍ୟ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ଆଶ୍ରୟସ୍ଥଳରେ ଥିବା ଗ୍ରାମବାସୀଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…
Read More...

ବନ୍ୟା ପ୍ରଭାବିତ ଲୋକଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଶାସନ ସଚିବ, ଜଗତସିଂହପୁର ଜିଲ୍ଲାପାଳ ଏବଂ ପାରାଦୀପ ବିଧାୟକ ପ୍ରମୁଖ କୁଜଙ୍ଗ ବ୍ଲକର ବିଭିନ୍ନ ବନ୍ୟାଞ୍ଚଳ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ରାଜ୍ୟ…
Read More...

ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କଲେ ଅନୁଗୋଳ ଜିଲ୍ଲାପାଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନୁଗୋଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ…
Read More...

ଗାନ୍ଧିଜୀଙ୍କ ଦର୍ଶନ ପାଇଁ ଥିଲା ଅହେତୁକ ଉତ୍କଣ୍ଠା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗାନ୍ଧିଜୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ସମୟରେ ତାଙ୍କର ଝଲକ ଟିକେ ପାଇବା ପାଇଁ ଲୋକମାନଙ୍କ ମଧ୍ୟରେ ଦେଖା ଦେଇଥିଲା ଅହେତୁକ ଉତ୍କଣ୍ଠା । ସୁଦୂର ଗାଁ ଗଣ୍ଡାରୁ ଲୋକମାନେ ନିଜ ପରିବାରକୁ ଧରି ଛୁଟିଥିଲେ କଟକକୁ । ଭୋକ ଉପାସରେ ଅପେକ୍ଷା କରି ରହିଥିଲେ କେବଳ…
Read More...

ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ପାଇକା ନଦୀ ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲା କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ,…
Read More...

ଏଏସ୍‌ଓ ଲିଖିତ ପରୀକ୍ଷା ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ୨୧ ଅଗଷ୍ଟ, ୨୦୨୨ରେ ହେବାକୁ ଥିବା 'ଏଏସ୍‌ଓ ଲିଖିତ ପରୀକ୍ଷା' ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା । ପରୀକ୍ଷାର ପରବର୍ତ୍ତୀ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯିବ ।…
Read More...