Browsing Tag

bhubaneswar news

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୧୫ ଅଗଷ୍ଟ, ୨୦୨୨ଠାରୁ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଓଡ଼ିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରୁ ଆରମ୍ଭ ହେବ ଅଂହିସା ରଥ…
Read More...

୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପୂର୍ବାହ୍ନ ୯ ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର ଫଟୋଚିତ୍ର…
Read More...

ରାଜ୍ୟସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ସମାରୋହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହର ସିଧାପ୍ରସାରଣ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମରେ ଦେଖିପାରିବେ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଲାଇଭ୍ କମନ୍ ଫିଡ୍ ପ୍ରଦାନ ବ୍ୟବସ୍ଥା କରାଯାଇଛି । ଏଥି ସହିତ ବିଭାଗର ୟୁଟ୍ୟୁବ୍ ଚାନେଲ୍‌ରେ ମଧ୍ୟ…
Read More...

ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ନେଇ ପରିକ୍ରମା କରିବ ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ରାଜ୍ୟରେ ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ନେଇ ପରିକ୍ରମା କରିବ ଅହିଂସା ରଥ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ । ଅକ୍ଟୋବର ୨ ତାରିଖ ଅର୍ଥାତ୍ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଏହି…
Read More...

ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଅଭ୍ୟାସ ପରେଡ୍ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ୨୦୨୨ ସମାରୋହ ଉପଲକ୍ଷେ ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଅଭ୍ୟାସ ପରେଡ୍ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସୁରଜ୍ ପୁରସ୍କାର ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଅଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ (ଅଙ୍ଗ ଦାନ ନିମନ୍ତେ ପ୍ରଦତ୍ତ) ସୁରଜ୍ ପୁରସ୍କାର ପ୍ରଦାନ…
Read More...

ହାତ ତିଆରି ତ୍ରିରଙ୍ଗା ପ୍ରଦାନ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମିଶନ୍ ଶକ୍ତି ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହର ଘର୍ ତ୍ରିରଙ୍ଗା ଅଭିଯାନକୁ ଅଧିକ ବ୍ୟାପକ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରିବାର ଦାୟିତ୍ୱ ପ୍ରଦାନ କରିଥିଲେ ମିଶନ୍ ଶକ୍ତିକୁ । ଗତକାଲି ଏସ୍ଏଚ୍‌ଜିଙ୍କ ଏକ ପ୍ରତିନିଧିଦଳ ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ତ୍ରିରଙ୍ଗା…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୪୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭୮୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୮ ଜଣ…
Read More...

ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ 'ଦେଓ ଓ ସୁବର୍ଣ୍ଣରେଖା' ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହା ସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର…
Read More...

ବଲାଙ୍ଗିରରେ ହେବ ଭୂତଳ ପାଇପ୍ ଜଳସେଚନ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥିତ ଲୋଏର ସୁକତେଲ ପ୍ରକଳ୍ପରୁ ଭୂତଳ ପାଇପ୍ ଜଳସେଚନ ବ୍ୟବସ୍ଥା ପାଇଁ କ୍ୟାବିନେଟ ବୈଠକରେ ₹୧,୦୦୬.୯୨ କୋଟିର ପ୍ରକଳ୍ପ ମଞ୍ଜୁର ହୋଇଛି । ଏହା ୨୭,୦୦୦ ହେକ୍ଟର ଚାଷଜମିକୁ ଜଳ ଯୋଗାଇବା ସହ ବଲାଙ୍ଗିର ସହରବାସୀଙ୍କ ପାନୀୟଜଳ ଆବଶ୍ୟକତା ପୂରଣ…
Read More...