Browsing Tag

bhubaneswar news

ବିଭିନ୍ନ ବିଭାଗ ପକ୍ଷରୁ ବାତ୍ୟା ପରିଚାଳନା ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଆଲୋଚନା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର
Read More...

ଗ୍ରୀଷ୍ମ ପ୍ରବାହ ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର : ଆଗାମୀ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସାଧାରଣଙ୍କ ଜୀବନ ଓ ଜୀବିକାର ସୁରକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି ସହିତ ବ୍ୟାପକ ଜନସଚେତନତାକୁ ପ୍ରାଧାନ୍ୟ ଦିଆଯାଉଛି । ସ୍ୱାସ୍ଥ୍ୟ ଓ ପରିବାର
Read More...

ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ : ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ…

ଭୁବନେଶ୍ୱର : ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ । ଏହି ଅବସରରେ ବିଜେଡି ଦଳ ତରଫରୁ ମଧୂବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ବିଜେଡି ନେତା ଓ କର୍ମୀ । ଏହି ଅବସରରେ ବିଜେଡି ନେତା କହିଛନ୍ତି ଯେ, ମଧୁବାବୁ ହେଉଛନ୍ତି ଉତ୍କଳ ପ୍ରଦେଶ ଗଠନର ମହାନ
Read More...

ଅଜା ଘରକୁ ଆସି ନିଖୋଜ ହୋଇଥିଲେ ୪ ବର୍ଷ ଶିଶୁକନ୍ୟା : ନିର୍ମାଣାଧୀନ ଘରୁ ମିଳିଲା ମୃତଦେହ

ଭୁବନେଶ୍ୱର : ରାଜ୍ୟରେ ବଢୁଛି ମହିଳା ବିରୋଧୀ ଅପରାଧ । ବିପଦରେ ଶିଶୁ, ନାବାଳିକା, ଯୁବତୀଙ୍କ ଜୀବନ । ପ୍ରତିଦିନ ନାବାଳିକା, ଶିଶୁକନ୍ୟା ଦୁଷ୍କର୍ମ ଖବର ସାମ୍ନାକୁ ଆସୁଛି । ଗଞ୍ଜାମରେ କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା ପରି ଆସିଛି ସଂଗୀନ ଅଭିଯୋଗ । ଦୁନିଆକୁ ଭଲରେ ଚିହ୍ନିବା ପୂର୍ବରୁ
Read More...

ରାଜଧାନୀର ୨ଟି ରେଳ ଷ୍ଟେସନ୍ ନିକଟ ଟ୍ରେନ ଲାଇନରୁ ଦୁଇଟି ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଭୁବନେଶ୍ୱରରେ ଅଘଟଣ । ରାଜଧାନୀର ଦୁଇଟି ରେଳ ଷ୍ଟେସନ୍ ନିକଟ ଟ୍ରେନ ଲାଇନରୁ ଦୁଇଟି ମୃତଦେହ ଉଦ୍ଧାର । ଗୋଟିଏ ମୃତଦେହ ବାଣୀବିହାର ନିକଟ ରେଳ ଧାରଣାରୁ ମିଳିଥିବା ବେଳେ ଅନ୍ୟ ଏକ ମୃତଦେହ ଲିଙ୍ଗରାଜ ରେଳ ଧାରଣାରେ ପଡିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ମୃତକଙ୍କ ପରିଚୟ
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗ ନବ ନିଯୁକ୍ତ ନିର୍ଦ୍ଦେଶକଙ୍କୁ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଘର ସ୍ୱାଗତ…

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗରେ ଜଣେ ବିଶିଷ୍ଟ ସଂସ୍କୃତି ସମ୍ପନ୍ନ ବ୍ୟକ୍ତିତ୍ୱ ଦେବ ପ୍ରସାଦ ଦାଶ ନିଯୁକ୍ତ ହୋଇଥିବା ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଗଠନ ପକ୍ଷରୁ ଏକ ପ୍ରତିନିଧିଦଳ ବିଭାଗର ରାଜ୍ୟ କାର୍ଯ୍ୟାଳୟ
Read More...

ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ ଘଟଣାରେ ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ହସ୍ତକ୍ଷେପ

ଜିଲ୍ଲାପାଳ, ପୁଲିସ ଅଧିକ୍ଷକ ଏବଂ ଭାରତୀୟ ଇସ୍ପାତ ପ୍ରାଧିକରଣ ଠାରୁ ମାଗିଲେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରୀୟ ଅନୁସୂଚିତ ଜନଜାତି ଆୟୋଗ ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ଖବର ଆଧାରରେ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ବରକାନି ଗାଁରେ ୧୯ ଏପ୍ରିଲ ୨୦୨୫ରେ
Read More...

ପହଲଗାମ୍‌ ଆତଙ୍କୀ ହମ୍‌ଲାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର : ଶ୍ରୀନଗରରେ ପହଞ୍ଚିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପହଲଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅପରାଜିତା । ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ମୃତ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି
Read More...

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍‌) ରେଙ୍ଗାଲି, ବାଲିଆପାଳ ଓ ଲେଫ୍ରିପଡା

ଭୁବନେଶ୍ୱର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି । ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ
Read More...

ମିଶନ ଶକ୍ତି କାଫେରୁ ଚୋରି, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ରାଜଧାନୀ ଉପକଣ୍ଠ ବାଲିପାଟଣା ବ୍ଳକ୍ ପରିସରରେ ଥିବା ମିଶନ ଶକ୍ତି କାଫେରୁ ଚୋରି । କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟି ନେଇଛନ୍ତି ଦୁବୃତ୍ତ । କାଫେରେ ଥିବା ଗ୍ରାଇଣ୍ଡର, ସିଲିଣ୍ଡର, ଟପ୍ , ଅନ୍ୟାନ୍ୟ ଜିନିଷ ସହ କାଫେରେ ଥିବା ରାସନ ସାମଗ୍ରୀ ଚୋରି ହୋଇଛି ।
Read More...