ରାଜ୍ୟରେ ବଢିବ ଗ୍ରୀଷ୍ମପ୍ରବାହ : ୪୩ ଡିଗ୍ରୀ ଛୁଇଁପାରେ ପାରଦ
ଭୁବନେଶ୍ୱର : ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ । ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରୀ ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର!-->…
Read More...
Read More...