Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୮ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ ଜଣ…
Read More...

ଆଜି ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନ ୫ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ କୃଷି, ରାଜସ୍ୱ, ସାଧାରଣ ପ୍ରଶାସନ ଭଳି ପ୍ରାୟ ୮ଟି ବିଭାଗର…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪୦୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...

ସାରା ରାଜ୍ୟରେ ମାଗଣାରେ ତ୍ରିରଙ୍ଗା ବାଣ୍ଟିବେ ମିଶନ ଶକ୍ତି ଗୋଷ୍ଠୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ସାରା ଦେଶରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯାଉଛି । ଏଥିପାଇଁ ଦେଶବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖାଦେଇଛି । ସରକାରୀ ଓ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । କେନ୍ଦ୍ର ସରକାର ହର୍‌ ଘର ତ୍ରିରଙ୍ଗା…
Read More...

ବାଇକ୍‌ ଲୁଟେରା ଗ୍ୟାଙ୍ଗକୁ ଧରିଲା ପୋଲିସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍‌ତାଇ ଓ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍‌ ପୋଲିସ । ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍‌, ଟଙ୍କା ଆଦି ଲୁଟ୍‌ ଓ ବାଇକ୍‌ ଚୋରି…
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସରକାରୀ ଯୋଜନାର ଶୁଭାରମ୍ଭ କରିବା ଲାଗି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିବେ । ଏହି ଗସ୍ତ କାଳରେ ସେ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ…
Read More...

ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଗୁରୁବାରଠାରୁ ସାମ୍ସ ପୋର୍ଟାଲ ଜରିଆରେ ନାମଲେଖା ପାଇଁ ଆବେଦନ କରାଯାଉଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ…
Read More...

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ବଣ୍ଟନ

ଭୁବନେଶ୍ୱର : ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ । ୧ରୁ ୧୯ ବର୍ଷ ବୟସ୍କ ପିଲାଙ୍କୁ ଏହି ଔଷଧ ବଣ୍ଟାଯିବ । ୧୨ରେ କୌଣସି କାରଣବଶତଃ ଏହି ଔଷଧ ଖାଇ ପାରୁ ନ ଥିବା ପିଲାଙ୍କୁ ୧୯ ତାରିଖରେ ଆଉଥରେ ବଣ୍ଟନ…
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କେଉଁଝର ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗତକାଲି କେଉଁଝର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ଏବଂ ଅଧିକାରୀମାନଙ୍କ ସହ ବିଭିନ୍ନ ପ୍ରକଳ୍ପର ସ୍ଥିତି ସମ୍ପର୍କରେ ଆଲୋଚନା କରିବା ସହ ୨୦୨୩ ମାର୍ଚ୍ଚ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୩୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬୮୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୧ ଜଣ…
Read More...