Browsing Tag

bhubaneswar news

ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ : ୧୧ରୁ ଆବେଦନ, ୨୫ ସୁଦ୍ଧା ଶେଷ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟ ଗୁଡିକରେ ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ୟୁଜି ପାଠ୍ୟକ୍ରମରେ ନାମଲେଖା ଲାଗି ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଯୁକ୍ତ ୩ ଡିଗ୍ରୀ ପାଠ୍ୟକ୍ରମ ସମେତ ସମସ୍ତ ସେଲ୍ଫ ଫାଇନାନ୍ସିଂ(ଡିଗ୍ରୀ) ଓ…
Read More...

ଚଳିତ ବର୍ଷ ସ୍ୱାଧୀନତା ଦିବସରେ ଆୟୋଜିତ ପରେଡ୍‌ରେ ଭାଗ ନେବେନି ସ୍କୁଲ ଛାତ୍ରଛାତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ସ୍ୱାଧୀନତା ଦିବସରେ ଆୟୋଜିତ ପରେଡ୍‌ରେ ଭାଗ ନେବେନି ସ୍କୁଲ ଛାତ୍ରଛାତ୍ରୀ । କେବଳ ଓଏସ୍‌ଏପି, ଓଡ୍ରାଫ୍‌ ଓ ବିଏସ୍‌ଏଫ ପରେଡ୍‌ରେ ସାମିଲ ହେବେ । ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ପ୍ରଦର୍ଶନୀ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୮୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୪୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୮୫ ଜଣ…
Read More...

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଗତକାଲି ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିବା ପରେ ଆଜି ଶ୍ରୀ ଶାହା ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ପରେ କଟକ ଗସ୍ତରେ ଯାଇ ଓଡିଆ ବଜାରସ୍ଥିତ ନେତାଜୀ ସୁଭାସ ଚନ୍ଦ୍ର…
Read More...

ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ୩୮% ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍ ଅପ୍ ଭତ୍ତା ୩୮% ବଢାଇଛନ୍ତି । ବର୍ତ୍ତମାନ ମାସିକ ₹୯,୦୦୦ରୁ ଏହା ₹୧୨,୪୮୦କୁ ବୃଦ୍ଧି ହୋଇଥିବା ବେଳେ ପୂର୍ବରୁ ପ୍ରଦାନ କରାଯାଉଥିବା ଅନ୍ୟାନ୍ୟ ଭତ୍ତା…
Read More...

ଜାତୀୟ ହସ୍ତତନ୍ତ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାତୀୟ ହସ୍ତତନ୍ତ ଦିବସ ଅବସରରେ HTH Odisha ପକ୍ଷରୁ ରାଜ୍ୟସ୍ତରୀୟ 'ଜାତୀୟ ହସ୍ତତନ୍ତ ଦିବସ' ପାଳନ କରାଯାଇଛି । ଏଥିରେ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ନିରବିଚ୍ଛିନ୍ନ ଭାବରେ ହସ୍ତଶିଳ୍ପ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୫୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୯୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୧ ଜଣ…
Read More...

ଆତ୍ମହତ୍ୟା କରିଦେଲେ ନବବଧୂ, ନିର୍ଯାତନା ଦିଆଯାଉଥିବା ନେଇ ଥାନାରେ ଅଭିଯୋଗ କଲେ ତାଙ୍କ ଭାଇ

ଭୁବନେଶ୍ୱର : ଶଶୁର ଘର ନିର୍ଯାତନା ସହି ନପାରି ଆତ୍ମହତ୍ୟା କରିଦେଲେ ନବବଧୂ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ତାଙ୍କ ଭାଇ । ତେବେ ଏପରି ଏକ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଜିଜିପି କାଲୋନୀରେ । ମୃତକ ଜଣକ ହେଲେ ନିଆଳିର ପ୍ରଜ୍ଞା ପାରିମିତା ସ୍ୱାଇଁ । ଖବର…
Read More...

ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ସେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭର୍ନିଂ କାଉନସିଲ ବୈଠକରେ ଯୋଗଦେବେ । ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା,…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୫୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...