Browsing Tag

bhubaneswar news

ଏସ୍‌ସିବି ମେଡିକାଲ କଲେଜରେ ବିଶେଷଜ୍ଞମାନଙ୍କୁ ନେଇ କମିଟି ଗଠନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏସ୍‌ସିବି ମେଡିକାଲ କଲେଜରେ ବିଶେଷଜ୍ଞମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି । ପ୍ରତ୍ୟେକ ଜିଲ୍ଲାରୁ ମେଡିସିନ୍, ପେଡିଆଟ୍ରିକ୍, ସ୍କ୍ରିନ୍ ଆଣ୍ଡ୍ ଭିଡି ଡକ୍ଟର ଏବଂ ଏଡସ୍ କଣ୍ଟ୍ରୋଲ ସୋସାଇଟି ଅଧିନସ୍ଥ ସମସ୍ତ ଜିଲ୍ଲାସ୍ତରର ଅଧିକାରୀଙ୍କୁ ମଙ୍କିପକ୍ସ…
Read More...

ସ୍ୱାସ୍ଥ୍ୟସେବା ଯୋଗାଇବା ଦିଗରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲୋକମାନଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ଦିଗରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । କିମ୍ସ ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ କ୍ୟାନ୍ସର ସେଣ୍ଟର ଉଦ୍‌ଘାଟନ କରି ଆର୍ଥିକ ଅନଗ୍ରସର ଓ ସାଧାରଣ ବର୍ଗର ରୋଗୀ ସ୍ୱଳ୍ପ ଖର୍ଚ୍ଚରେ ଉତ୍ତମ ସେବା…
Read More...

‘ଇ-ବସ୍’ ଓ ‘ଇ-ରିକ୍ସା’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସହରାଞ୍ଚଳରେ ଲୋକମାନଙ୍କ ଗମନାଗମନ ସେବାକୁ ଆହୁରି ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ 'ଇ-ବସ୍' ଓ 'ଇ-ରିକ୍ସା'ର ଲୋକାର୍ପଣ କରିଛନ୍ତି । ମହିଳାମାନଙ୍କ ଭାଗିଦାରିତାକୁ ପ୍ରାଥମିକତା ଦେଇ ପ୍ରାରମ୍ଭିକ ଭାବେ ୧୦ଟି ବସ୍ ଓ ୫୦ଟି…
Read More...

ହ୍ୱାଟ୍‌ସଆପ୍‌ରେ ନକଲି ଆକାଉଣ୍ଟ ପ୍ରତି ସାବଧାନ : ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାଇବର୍ ଠକମାନେ ଏବେ ହ୍ୱାଟ୍‌ସଆପ୍‌ ଜରିଆରେ ବରିଷ୍ଠ ଅଧିକାରୀ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନକଲି ଆକାଉଣ୍ଟ ଖୋଲୁଥିବା ଦୃଷ୍ଟିଗୋଚର ହୋଇଅଛି । ଏଭଳି ଆକାଉଣ୍ଟ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ, ଆବଶ୍ୟକ ସ୍ଥଳେ ପୋଲିସ୍‌କୁ ସୂଚନା ଦିଅନ୍ତୁ ।…
Read More...

ମଙ୍କିପକ୍ସ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମଙ୍କିପକ୍ସ ମୁକାବିଲା ପାଇଁ କଟକ ଏସ୍‌ସିବିରେ ନୋଡାଲ ସେଣ୍ଟର ଖୋଲାଯାଇଛି । ଏଥିପାଇଁ ସଂକ୍ରମଣ ରୋଗ ବିଭାଗରେ ଦୁଇଟି ବେଡ଼ ସହ ୨ଟି ଆଇସୋଲେସନ କ୍ୟାବିନ ପ୍ରସ୍ତୁତ ରଖାଯାଇଛି । ସେହିପରି ମେଡିସିନ ବିଭାଗ ଆଇସିୟୁରେ ୪ଟି ବେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ…
Read More...

ଆରମ୍ଭ ହେବ ‘ଇ-ବସ୍’ ଓ ‘ଇ-ରିକ୍ସା’ ସେବା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପରିବେଶ ଅନୁକୂଳ ଗମନାଗମନ ବ୍ୟବସ୍ଥା ସହ ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଇ-ବସ୍’ ଓ ‘ଇ-ରିକ୍ସା’ ସେବାର ଶୁଭାରମ୍ଭ କରିବାକୁ ଯାଉଛନ୍ତି । ଭୁବନେଶ୍ୱରରେ ପ୍ରଥମେ ଆରମ୍ଭ ହେଉଥିବା ଏହି ସୁବିଧା ଲୋକଙ୍କ ଗମନାଗମନକୁ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୮୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬୩୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୫ ଜଣ…
Read More...

ଜିଏସ୍‌ଟି ଅଧିକାରୀଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ଜିଏସ୍‌ଟି ଅଧିକାରୀମାନଙ୍କ ଲାଗି ଇନଷ୍ଟିଚ୍ୟୁଟ୍ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ଅଫ୍ ଇଣ୍ଡିଆ (ଆଇସିଏଆଇ) ଭୁବନେଶ୍ୱର ଶାଖା କାର୍ଯ୍ୟାଳୟରେ ଏକ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଇସିଏଆଇର ଜିଏସ୍‌ଟି ଓ ପରୋକ୍ଷ ଟିକସ କମିଟି…
Read More...

୩୧ରେ ରାଜ୍ୟସ୍ତରୀୟ ମହିଳା ପାଇକ ଆଖଡ଼ା ସମାବେଶ

ଭୁବନେଶ୍ୱର : ଆସନ୍ତା ୩୧ ତାରିଖ ଦିନ ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ମହିଳା ପାଇକ ଆଖଡ଼ା ସମାବେଶ, ଶୋଭାଯାତ୍ରା, ବିଜୟ ଉତ୍ସବ ଓ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହେବ । ଏନେଇ ହୋଟେଲ କେଶରୀଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ରାଜ୍ୟ ପାଇକ ଆଖଡ଼ା ମହାସଂଘ ପକ୍ଷରୁ ସୂଚନା…
Read More...

୫ରେ ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ 'ଆଜାଦି କା ଅମୃତ ମହୋତ୍ସବ'ର ଜାତୀୟ କମିଟି ବୈଠକରେ ସେ ଯୋଗଦେବେ । ଏହା ସହ ନୀତି ଆୟୋଗ ପରିଚାଳନା…
Read More...