Browsing Tag

bhubaneswar news

ରଥଯାତ୍ରାରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ପାଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ପାଦନ କରାଯାଇଛି । ଡିଡି ଓଡିଆ ସହଯୋଗରେ ସ୍ନାନଯାତ୍ରାଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମର
Read More...

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି ନିଗମ ଲିଃ, ଓଡିଶା କାଜୁ ଉନ୍ନୟନ ନିଗମ ଲିଃ ଏବଂ ଓଡିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ବଲାଙ୍ଗିର ଜିଲ୍ଲାରେ ୫

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୨୬୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୧ ଜଣ
Read More...

ଭିଜିଲାନ୍ସ ଜାଲରେ ପଡ଼ିଗଲେ ଜେ.ଇ ସଂଘମିତ୍ରା ସାହୁ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅଫିସରେ କାର୍ୟ୍ୟରତ ଜୁନିଅର ଇଞ୍ଜିନିୟର ଇଂ.ସଂଘମିତ୍ରା ସାହୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଗଲେ । ଏଠାରେ ସୂଚନାଯୋଗ୍ୟ ଯେ, ବିଲ କରାଇଦେବା ପାଇଁ ସେ ପୂର୍ବରୁ ଲାଞ୍ଚ ମାଗିଥିଲେ । ମ୍ୟାଡ଼ମ୍ ପାଞ୍ଚ ହଜାର
Read More...

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ

ଭୁବନେଶ୍ୱର, (ସମୀର ରଞ୍ଜନ) : ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ । ଗୃହରେ ୧୦ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ । ୧୪ରୁ ୨୯ ତାରିଖ ଭିତରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା ହେବ । ଯେଉଁ ବିଭାଗର ଗୃହରେ ଆଲୋଚନା ହୋଇ ନପାରିବ, ୨୯
Read More...

ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ହ୍ରାସ ୮ ପ୍ରତିଶତ ରଖାଯାଇଛି । ଏହି ଋଣ ୬୦-୪୦
Read More...

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସ୍ଥିତିରେ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ନିଶ୍ଚୟ ମାସ୍କ ପିନ୍ଧନ୍ତୁ । ସମସ୍ତଙ୍କ ସୁରକ୍ଷା ପାଇଁ ସାମାଜିକ ଦୂରତା ରକ୍ଷା, ସାବୁନ ଓ ପାଣିରେ ହାତ ଭଲ କରି ଧୋଇବା ସହ କୋଭିଡ-୧୯ ନିୟମର କଡ଼ା ଅନୁପାଳନ କରନ୍ତୁ । ସତର୍କ ହୁଅନ୍ତୁ,
Read More...

ବଡ଼ବାହାଲୀ ଛକର ଦୁର୍ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ : ଘୋଷଣା କଲେ ସହାୟତା ରାଶି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏଥିସହିତ ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୮୭୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୬ ଜଣ
Read More...

‘ରୂପାୟନ’ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବନମହୋତ୍ସବ ପାଳିତ

ଭୁବନେଶ୍ୱର : 'ରୂପାୟନ' ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ଭୁବନେଶ୍ୱର ପଟିଆସ୍ଥିତ କୌସ୍ତଭ କଜେଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀରେ ଲୋକମାନେ ଅମ୍ଲଜାନ ଅଭାବରୁ ମୃତ୍ୟୁବରଣ କରିଥିବା ବେଳେ 'ରୂପାୟନ' ପରିବାର ବୃକ୍ଷ ହିଁ ଜୀବନ ଭଳି ବାର୍ତ୍ତାକୁ
Read More...