Browsing Tag

bhubaneswar news

ଆସନ୍ତା କାଲିଠାରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ : ୩୦ରେ ପାରିତ ହେବ ବ୍ୟୟମଞ୍ଜୁରି ବିଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା କାଲି ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । ଆସନ୍ତା କାଲି ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପିତ ହେବ । ୧୪-୨୯ ତାରିଖ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା ହେବ । ଯେଉଁ ବିଭାଗ ଗୃହରେ ଆଲୋଚନା ହୋଇନପାରିବ ୨୯
Read More...

୩ ଲକ୍ଷ ୬୦ ହଜାର ଟଙ୍କା ଲୁଟ୍ ଅଭିଯୋଗ

ଭୁବନେଶ୍ବର, (କେପିଏନ୍‌ଏସ୍‌) : ଇସ୍ପାତ ସହର ରାଉରକେଲାରେ କଳା ପଲସରରେ ଆସି ଦୁର୍ବୃତ୍ତମାନେ ତିନି ଲକ୍ଷ ୬୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଗାନ୍ଧୀ ରୋଡ଼ର ବ୍ୟବସାୟୀ ଅମିତ ଗୁପ୍ତା ସିଭିଲ ଟାଉନ ସିପି ସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ଆକାଉଣ୍ଟରୁ ତିନି ଲକ୍ଷ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୯ ଜଣ
Read More...

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ାର କାର୍ଯ୍ୟରତ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ନାଁରେ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରୁଥିବା
Read More...

ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୨୧ ତାରିଖରେ ‘ଓଡ଼ିଶା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ କୃଷି ବିଭାଗର ସହଯୋଗରେ ଏମ୍‌ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ ଜୁଲାଇ ୨୧ ତାରିଖରେ 'ଓଡ଼ିଶା ଫୁଡ୍ ପ୍ରୋ-୨୦୨୨' ଆୟୋଜନ କରାଯିବ । ଏହା ପୁଞ୍ଜି ନିବେଶକ, ଉତ୍ପାଦକ,
Read More...

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ଖୁବ୍‌ ଶୀଘ୍ର ସାନି ନିର୍ଦ୍ଦେଶନାମା ପ୍ରକାଶ ପାଇବ : ସମୀର ଦାଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାମ୍ବାଦିକମାନଙ୍କୁ ବିଦ୍ୟାଳୟ ପ୍ରବେଶ କଟକଣା ନେଇ ଜାରି ନର୍ଦ୍ଦେଶନାମା ପ୍ରତ୍ୟାହୃତ ଦାବୀରେ ଆଜି ଉତ୍କଳ ସାମ୍ବାଦିକ ସଂଘର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ
Read More...

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୌସୁମୀ ବର୍ଷା ଆରମ୍ଭ ହେବା ସହ ଡାଇରିଆ, ଜଣ୍ଡିସ୍ ଏବଂ ଟାଇଫଏଡ୍ ଭଳି ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା ରହିଥାଏ । ଏଥିପାଇଁ ଅଧିକ ସତର୍କ ରୁହନ୍ତୁ । ତଟକା ଖାଦ୍ୟ ଖାଆନ୍ତୁ ଓ ଫୁଟାପାଣି ଅଥବା ହାଲୋଜେନ୍ ବଟିକା ପଡିଥିବା ପାଣି ପିଅନ୍ତୁ । ଖାଇବା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୭୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩୬୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ ଜଣ
Read More...

ସହକାରୀ ଗ୍ରନ୍ଥାଧ୍ୟକ୍ଷ ଅମିୟ ଧଳଙ୍କୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ସ୍ୱତନ୍ତ୍ର ଦାୟିତ୍ୱ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ନିକଟ ରାଜ୍ୟ ଗ୍ରନ୍ଥାଗାରରେ ଅବସ୍ଥାପିତ ହୋଇଥିବା ଗଞ୍ଜାମ ଜିଲ୍ଲା ପାଠାଗାରର ଅବସରପ୍ରାପ୍ତ ସହକାରୀ ଗ୍ରନ୍ଥାଗାରୀକ ଅମିୟ କୁମାର ଧଳଙ୍କୁ ପୁଣି ଏକ ନୂତନ ଦାୟିତ୍ୱ ମିଳିଛି । ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତିଷ୍ଠାନ
Read More...

ବିଶିଷ୍ଟ ପାଲା ଗାୟକଙ୍କ ପରଲୋକ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଖୋର୍ଦ୍ଧା ସବ୍‌ଡିଭିଜନ ଅନ୍ତର୍ଗତ ବୋଲଗଡ଼ ବ୍ଲକ ବୋରିକ-ନୂଆଗାଁର ବିଶିଷ୍ଟ ପାଲା ଗାୟକ ଆନନ୍ଦ ଚନ୍ଦ୍ର ବେହେରାଙ୍କ ଗତକାଲି ପରଲୋକ ଘଟିଛି । ସେ ଜଣେ ସୁଦକ୍ଷ କଳାକାର ଭାବେ ସୁପରିଚିତ ଥିଲେ । ତାଙ୍କର ସୁଲଳିତ କଣ୍ଠର ଯାଦୁରେ ଦର୍ଶକଙ୍କୁ ସେ
Read More...