Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୭୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୨୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୭ ଜଣ
Read More...

୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଗାମୀ ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ପାଣି ପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ସୂଚନା ମିଳିଛି । ତେବେ ଅରେଞ୍ଜ ୱାର୍ଣ୍ଣିଂରେ ଥିବା ୭ଟି ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବରଗଡ଼,
Read More...

ଜିଏସ୍‌ଟି ଭୁବନେଶ୍ୱର ଜୋନର ନୂତନ ମୁଖ୍ୟ କମିଶନର ଭାବେ ଯୋଗ ଦେଲେ ବିଜୟ କୁମାର କର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଜିଏସ୍‌ଟି ଭୁବନେଶ୍ୱର ଜୋନର ନୂତନ ମୁଖ୍ୟ କମିଶନର ଭାବେ ଯୋଗ ଦେଲେ ୧୯୮୯ ବ୍ୟାଚର ଆଇଆର୍‌ଏସ୍‌ ଅଧିକାରୀ ବିଜୟ କୁମାର କର । ଶ୍ରୀ କର ନୂତନ ମୁଖ୍ୟ କମିଶନର, ଜିଏସଟି, ସେଣ୍ଟ୍ରାଲ ଏକ୍ସାଇଜ ଓ କଷ୍ଟମ୍ସ, ଭୁବନେଶ୍ୱର ଜୋନ ଭାବେ ଯୋଗ ଦେଇଛନ୍ତି ।
Read More...

ଝାଡ଼ଖଣ୍ଡର ଚକ୍ରଧରପୁରଠାରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଝାଡ଼ଖଣ୍ଡର ଚକ୍ରଧରପୁରଠାରେ ଓଡ଼ିଆ ଭାଇଭଉଣୀମାନଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ରଥଯାତ୍ରା ବିଶେଷାଙ୍କ ପ୍ରଦାନ କରାଯାଇଛି । ଏଥିସହିତ ବିଭାଗୀୟ ଅଧିକାରୀଙ୍କ
Read More...

ରାଜ୍ୟ ସରକାରଙ୍କ ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ସହିତ ପିଲାଙ୍କ ସ୍ୱାସ୍ଥ୍ୟର ସୁରକ୍ଷା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ସହିତ ପିଲାଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ନିମନ୍ତେ ପଦକ୍ଷେପ ଗ୍ରହଣ କରିଛନ୍ତି । ସ୍କୁଲ ପିଲାଙ୍କୁ ଉତ୍ତମମାନର ମଧ୍ୟାହ୍ନ ଭୋଜନ ସୁପରିଚାଳନା ପାଇଁ ଏସ୍‌ଏମ୍‌ଇ ଓଡିଶା ଓଡ଼ିଶା ପକ୍ଷରୁ
Read More...

ଓଜେଇଇ ପରୀକ୍ଷା ଶେଷ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଜେଇଇ ପରୀକ୍ଷା ଶେଷ ହୋଇଥିବା ଜଣାପଡିଛି । ବିଭିନ୍ନ ପାଠ୍ୟକ୍ରମ ଲାଗି ୫୮ ହଜାର ଛାତ୍ରଛାତ୍ରୀ ପଞ୍ଜିକରଣ କରିଥିବାରୁ ୮୨.୫% ପିଲା ପରୀକ୍ଷା ଦେଇଛନ୍ତି । ୨୦୨୧ରେ ଅନୁଷ୍ଠିତ ପରୀକ୍ଷାରେ ଉପସ୍ଥାନ ମାତ୍ର ୭୫% ରହିଥିଲା । ଏଥର ବହୁ ସଂଖ୍ୟରେ ଛାତ୍ରଛାତ୍ରୀ
Read More...

ଖରିଫ ଋତୁରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ବିହନ, ସାର ଓ କୀଟନାଶକ ଯୋଗାଣ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଖରିଫ ଋତୁରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ବିହନ, ସାର ଓ କୀଟନାଶକ ଯୋଗାଣ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ସେହିପରି ପ୍ୟାକ୍ସ୍/ଲ୍ୟାମ୍ପସ୍ ଗୁଡିକରେ ବିହନ ଓ ସାର ପର୍ଯ୍ୟାପ୍ତ ପରିମାଣରେ ମହଜୁଦ
Read More...

ରଥଯାତ୍ରା୨୦୨୨ ନିମନ୍ତେ ଜନସାଧାରଣଙ୍କ ପାଇଁ ସ୍ୱାସ୍ଥ୍ୟ ମାର୍ଗଦର୍ଶିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା୨୦୨୨ ନିମନ୍ତେ ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ମାର୍ଗଦର୍ଶିକା ଜାରି କରିଛନ୍ତି । ଜ୍ୱର, ଥଣ୍ଡାକାଶ ଆଦି ହେଉଥିବା ବ୍ୟକ୍ତି ଆଦୌ ଜନଗହଳିକୁ ଯାଆନ୍ତୁ ନାହିଁ । ମାସ୍କ ପିନ୍ଧିବା, ହାତ ଭଲ ଭାବରେ ସାବୁନରେ ଧୋଇବା ଭଳି କୋଭିଡ୍ ନିୟମ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୭୯୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୦ ଜଣ
Read More...

୨୦୨୩ ହକି ପୁରୁଷ ବିଶ୍ୱକପ୍‌ର ପୂର୍ବ ପ୍ରସ୍ତୁତି : ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ୧୧ ଜଣିଆ ପ୍ରତିନିଧି…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ସରକାର କ୍ରୀଡ଼ା ଭିତ୍ତିଭୂମିର ଉନ୍ନତିକରଣ ସହ ଅନେକ ଜାତୀୟ ଏବଂ ଆନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟ ଆୟୋଜନ କରି ସମଗ୍ର ବିଶ୍ୱରେ ପ୍ରଶଂସା ସାଉଣ୍ଟି ପାରିଛନ୍ତି । ଗତ କିଛି ବର୍ଷ ଧରି ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ
Read More...