Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୫୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୬ ଜଣ
Read More...

ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀରେ ବିଧାନସଭା ଘେରାଉ

ଭୁବନେଶ୍ୱର, (କେପିଏନଏସ୍‌) : ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀରେ ବିଧାନସଭା ଘେରାଉ । ସହସ୍ରାଧିକ କୋଶଲବାଦୀ କର୍ମୀ ଏକତ୍ରିତ ହୋଇ ଆଜି ଭୁବନେଶ୍ୱରରେ ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀ କରିଛନ୍ତି । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରୁ କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ଆହ୍ୱାନ କ୍ରମେ ପୂର୍ବ
Read More...

ଦୁର୍ଘଟଣାଗ୍ରସ୍ତ ହୋଇ ଜଳିଗଲା ବସ୍

ଭୁବନେଶ୍ୱର : ସୋମବାର ସକାଳ ପ୍ରାୟ ୫ଟା ବେଳେ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସର୍ଭିସ୍ ରୋଡ୍‌ରେ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଳି ଯାଇଛି। ବସ୍‌ ଚାଳକ ଭାରସାମ୍ୟ ହରାଇ ଏକ କଲଭର୍ଟରେ ଧକ୍କା ଦେବାରୁ ବସ୍‌ରେ ନିଆଁ ଲାଗି ଯାଇଥିଲା । ଏହି ଅଘଟଣରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଲକ୍ଷାଧିକ
Read More...

ଏସିଆନ ଟ୍ରାକ୍‌ ସାଇକେଲିଂ ଚମ୍ପିଅନ୍‌ସିିପ୍‌ରେ ବ୍ରୋଞ୍ଜପଦକ ବିଜୟୀ ସ୍ୱସ୍ତି ସିଂ ଏବଂ ଦିନେଶ କୁମାରଙ୍କୁ କ୍ରୀଡା ଓ…

ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ଆର୍ଥିକ ପ୍ରୋତ୍ସାହନ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏସିଆନ ଟ୍ରାକ୍‌ ସାଇକେଲିଂ ଚମ୍ପିଅନ୍‌ସିିପ୍‌- ୨୦୨୨ରେ ବ୍ରୋଞ୍ଜପଦକ ହାସଲ କରିଥିବା ଓଡିଶାର ସ୍ୱସ୍ତି ସିଂ ଏବଂ ଦିନେଶ କୁମାରଙ୍କୁ ଗତକାଲି ଇଲେଟ୍ରୋନିକ୍ସ, ସୂଚନା
Read More...

ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭଜନ ସମାରୋହର ଆୟୋଜନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଗଂମଚରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରଥଯାତ୍ରା ଉପଲକ୍ଷେ ପ୍ରତିଦିନ ସନ୍ଧ୍ୟାରେ ଭଜନ ଆୟୋଜନ ହେଉଛି । ଗତକାଲି ବିଶିଷ୍ଟ କଣ୍ଠଶିଳ୍ପୀ ଆଶା ମୁକୁଲ ବାରିକ ଓ ସାଥୀମାନଙ୍କ ଦ୍ୱାରା ଭଜନ ପରିବେଷଣ
Read More...

ରଥଯାତ୍ରା ଉପଲକ୍ଷେ ବୟନଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା ଉପଲକ୍ଷେ ବୟନଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଭୁବନେଶ୍ୱର ଏକାମ୍ର ହାଟ ପରିସରରେ ଆୟୋଜିତ ହୋଇଯାଇଛି । ଓଡିଶା ଏଚ୍‌ଟିଏଚ୍‌ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଏହାର ଉଦ୍‌ଘାଟନ କରିଛନ୍ତି । ଏଥିରେ ବିଭିନ୍ନ ଜିଲ୍ଲାର
Read More...

ଜୟ କୋଶଲ ନାରାରେ ଉଠୁଛି ପଡୁଛି ଭୁବନେଶ୍ୱର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୟ କୋଶଲ ନାରାରେ ଆଜି ଉଠୁଛି ପଡୁଛି ଭୁବନେଶ୍ୱର ସହର । ପଶ୍ଚିମାଞ୍ଚଳର ହଜାର ହଜାର ଯୁବକ ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବୀ ନେଇ ବିଧାନସଭା ଘେରାଉ ନିମନ୍ତେ ଭୁବନେଶ୍ୱର ପହଞ୍ଚିଛନ୍ତି । କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ଆହ୍ୱାନ କ୍ରମେ ଆଜି ବିଧାନସଭା ଘେରାଉ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୯୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୫ ଜଣ
Read More...

ରାଜ୍ୟ ପ୍ରାଥମିକ ଶିକ୍ଷକ ମହାସଂଘ ସହିତ ରାଜ୍ୟର ସମସ୍ତ ଗଣଶିକ୍ଷକ ସଂଘର ମିଶ୍ରଣ ସଭା

ଭୁବନେଶ୍ୱର, (ମମତା ମହାକୁର) : ଭୁବନେଶ୍ୱର ସ୍ଥିତ ଶିକ୍ଷକ ଭବନଠାରେ ସୋମବାର ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସକ୍ୟାଡ଼ର) ମହାସଂଘ ସହିତ ରାଜ୍ୟର ସମସ୍ତ ଗଣଶିକ୍ଷକ ସଂଘର ମିଶ୍ରଣ ହୋଇଯାଇଛି । ବିଭିନ୍ନ ଗଣଶିକ୍ଷକ ସଂଘର ସଭାପତି, ସଂପାଦକ ଓ କାର୍ଯ୍ୟକର୍ତ୍ତା ସୁଧାଂଶୁ ଶେଖର ବଡୁ, ରାଜକିଶୋର
Read More...

ପବିତ୍ର ପାଣିଗ୍ରାହୀଙ୍କୁ କାଦମ୍ବିନୀ ଗଳ୍ପ ସମ୍ମାନ

ଧାମନଗର : ଧାମନଗର ମହାବିଦ୍ୟାଳୟର ଅଧ୍ୟକ୍ଷ ବିଶିଷ୍ଟ କଥାକାର ପବିତ୍ର ପାଣିଗ୍ରାହୀଙ୍କୁ କାଦମ୍ବିନୀର ୨୩ତମ ବାର୍ଷିକ ଉତ୍ସବରେ ୨୦୨୦ ମସିହା ପାଇଁ ସମ୍ମାନଜନକ କାଦମ୍ବିନୀ ଗଳ୍ପ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ପ୍ରଫେସର
Read More...