Browsing Tag

bhubaneswar news

ଦୁର୍ଘଟଣାଗ୍ରସ୍ତ ହୋଇ ବସ୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୋମବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ରାସ୍ତା ଉପରେ ଜଳିଯାଇଛି । ବସ୍‌ଟି ବ୍ରହ୍ମପୁରରୁ ଭୁବନେଶ୍ୱର ଆସୁଥିବା ବେଳେ ବରମୁଣ୍ଡା ନିକଟରେ ନାଳ ବ୍ରିଜ ବାଡ଼ରେ ପିଟି ହୋଇ ଜଳି ଯାଇଥିଲା । ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି । ଦମକଳ ବାହିନୀ କର୍ମଚାରୀ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୧୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨ ଜଣ
Read More...

ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ କରିଛନ୍ତି ।
Read More...

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡକ ଦୁର୍ଘଟଣାରେ ଅକାଳ ବିୟୋଗ ହୋଇଥିବା ଖବର ପାଇ ରାଜ୍ୟ ସୂଚନା ଓ ଲୋକ ସମ୍‌ପର୍କ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କର ଅକାଳ ବିୟୋଗ ସାମ୍ୱାଦିକ ଜଗତ ପାଇଁ ଏକ ଅପୁରଣୀୟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୩୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୫ ଜଣ
Read More...

ରଥଯାତ୍ରା ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ଏବଂ ‘୮ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ’ ପ୍ରଦର୍ଶନୀ ଉଦଘାଟିତ

● ପୁରୀ ଠାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ● ରଥଯାତ୍ରାରେ ଶିକ୍ଷା ମନ୍ତ୍ରୀଙ୍କ ସହିତ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ ବିଶ୍ବେଶ୍ବର ଟୁଡୁ ଭୁବନେଶ୍ୱର/ପୁରୀ,
Read More...

ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିବା ପୂର୍ବରୁ ଟ୍ୱିଟ୍‌ ଯୋଗେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ
Read More...

ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟପାଳଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରସିଦ୍ଧ ରଥଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ ବୋଲି ସେ ପ୍ରାର୍ଥନା କରିଛନ୍ତି ।
Read More...

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ପୁରୀ ନିକଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ମାନ୍ୟବର ରାଜ୍ୟପାଳ ଦୁଃଖ ପ୍ରକାଶ କରି ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
Read More...