Browsing Tag

bhubaneswar news

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷା ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ଓଡ଼ିଆଙ୍କ ଭାବାବେଗର ମହାନ ପର୍ବ । ଏହି
Read More...

ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ଫଟୋ ଖବରଦାତା ଅଶୋକ ପଣ୍ଡା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଫଟୋ ଖବରଦାତା ଅଶୋକ କୁମାର ପଣ୍ଡାଙ୍କର ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି । ସେ ଦୈନିକ ଖବର କାଗଜ 'ସମୟ' ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ । ତେବେ ଆଜି ଅଶୋକ ରଥଯାତ୍ରା ଅବସରରେ ଫଟୋ ସଂଗ୍ରହ ପାଇଁ ବାଇକ୍‌ ଯୋଗେ ପୁରୀ
Read More...

ଓଏଏସ୍‌ ସ୍ତରରେ ଅଦଳବଦଳ : ବଦଳିଲେ ୮ ଓଏଏସ୍‌ ଅଧିକାରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୮ ଜଣ ଓଡ଼ିଶା ପ୍ରାଶାସନିକ ସେବା (ଓଏଏସ୍‌) ଅଧିକାରୀଙ୍କର ବଦଳି କରାଯାଇଛି । ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତି ଭୂଷଣ ମିଶ୍ରଙ୍କୁ କଟକ ସ୍ଥିତ ଆର୍‌ଡିସି କାର୍ୟ୍ୟାଳୟରେ ଅତିରିକ୍ତ ବନ୍ଦୋବସ୍ତ କମିଶନର ଭାବେ
Read More...

ରଥଯାତ୍ରା ସମୟରେ ଚାରିଚକିଆ ଯାନ ଚଳାଚଳ ପାଇଁ ଟ୍ରାଫିକ୍ ପ୍ଲାନ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରାରେ ଭୁବନେଶ୍ୱରରୁ ପୁରୀ ଯିବାକୁ ଥିବା ଚାରି ଚକିଆ ଯାନଗୁଡିକ ପାଇଁ ରୁଟ୍ ପ୍ଲାନ୍ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରଥଯାତ୍ରା ସମୟରେ ଦୁଇଚକିଆ ଯାନ ଚଳାଚଳ ପାଇଁ ଟ୍ରାଫିକ୍ ପ୍ଲାନ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ରଥଯାତ୍ରା ସମୟରେ ରଥଯାତ୍ରା, ବାହୁଡା ଏବଂ ସୁନାବେଶ ଦିନ ଦୁଇଚକିଆ ଯାନ ଚଳାଚଳ ପାଇଁ ଟ୍ରାଫିକ୍ ପ୍ଲାନ୍ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ପୁରୀରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଛି । ଗୁଣ୍ଡିଚା ମନ୍ଦିର ନିକଟରେ ପଲ୍ଲିଶ୍ରୀ ମେଳା ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀକୁ ବିଭାଗୀୟ ମନ୍ତ୍ରୀ
Read More...

ବୈଦ୍ୟୁତିକ ଗଣମାଧ୍ୟମରେ ପବିତ୍ର ରଥଯାତ୍ରାର ସିଧାପ୍ରସାରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମରେ ପବିତ୍ର ରଥଯାତ୍ରାର ସିଧାପ୍ରସାରଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୂରଦର୍ଶନ ସହାୟତାରେ ବ୍ୟବସ୍ଥା କରାଯାଇଛି । ଏଥିସହିତ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ଡିଡି ଓଡିଆର ୟୁଟ୍ୟୁବ୍ ଚାନେଲ ଏବଂ ଏସ୍‌ଜେଟିଏ
Read More...

ଶ୍ରଦ୍ଧାଳୁମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ପୁରୀରେ ସୂଚନା କେନ୍ଦ୍ରର ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା ସମୟରେ ଶ୍ରଦ୍ଧାଳୁମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ପୁରୀରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ୧୧ଟି ସ୍ଥାନରେ ସୂଚନା କେନ୍ଦ୍ର ଖୋଲାଯାଇଛି । ସେହିପରି ଓଡିଶା ଟୁରିଜିମ୍‌ ପକ୍ଷରୁ ୫ଟି ସ୍ଥାନରେ ପର୍ଯ୍ୟଟକଙ୍କ ପାଇଁ ସୂଚନାକେନ୍ଦ୍ର
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୭୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ
Read More...

ଜୁଲାଇ ୪ରୁ ଓଜେଇଇ, ୮ ତାରିଖ ଯାଏଁ ଚାଲିବ : ୱେବସାଇଟ୍‌ରେ ଜାରି ହେଲା ଆଡମିଟ୍‌ କାର୍ଡ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୪ ତାରିଖରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଅନୁଷ୍ଠିତ ହେବ । ଯାହା ୮ ତାରିଖରେ ସରିବ । ୭ ତାରିଖରେ ଗୋଟିଏ ସିଟିଂ ପରୀକ୍ଷା ହେବାକୁ ଥିବା ବେଳେ ଅନ୍ୟ ସମସ୍ତ ଦିନ ୩ଟି ସିଟିଂରେ ପରୀକ୍ଷା ହେବ । ପ୍ରଥମ ସିଟିଂ ସକାଳ ୯ରୁ ୧୧,
Read More...