Browsing Tag

bhubaneswar news

ନାବାଳିକାଙ୍କୁ ବ୍ଲାକ୍‌ମେଲ୍‌ କରି ଦୁଷ୍କର୍ମ ଅଭିଯୋଗ : ଅଭିଯୁକ୍ତ ଫେରାର୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିବାହ ପ୍ରତିଶ୍ରୁତି ଦେଇ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଭରତପୁର ଥାନାରେ ଅଭିଯୋଗ ହୋଇଛି । ସେପଟେ ଅଭିଯୋଗ କଥା ଶୁଣି ଅଭିଯୁକ୍ତଜଣକ ଫେରାର୍‌ ହୋଇଯାଇଛି । ପୁଲିସ ତା' ଘରେ ଚଢ଼ଉ କରି ଖାଲି ହାତରେ ଫେରିଛି । ସୂଚନା ଅନୁାରେ ନାବାଳିକା ଘର
Read More...

ରଥଯାତ୍ରା ୨୦୨୨ ନିମନ୍ତେ ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା ୨୦୨୨ ନିମନ୍ତେ ନସାଧାରଣଙ୍କ ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ମାର୍ଗଦର୍ଶିକା ଜାରି କରିଛନ୍ତି । ଜ୍ୱର, ଥଣ୍ଡାକାଶ ଆଦି ହେଉଥିବା ବ୍ୟକ୍ତି ଆଦୌ ଜନଗହଳିକୁ ଯାଆନ୍ତୁ ନାହିଁ । ମାସ୍କ ପିନ୍ଧିବା, ହାତ ଭଲଭାବରେ ସାବୁନରେ ଧୋଇବା ଭଳି କୋଭିଡ୍ ନିୟମ
Read More...

ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟସର ଚାଷ ଏବଂ ଏ ସମ୍ପର୍କିତ ବିବିଧ ଜ୍ଞାନକୌଶଳର ପ୍ରସାର ତଥା ଭାରତ ସରକାରଙ୍କ "ସିଲ୍‌କ୍ ସମଗ୍ର-୨" ଯୋଜନାର ଶୁଭାରମ୍ଭ ନେଇ ଏକ ରାଜ୍ୟସ୍ତରୀୟ କର୍ମଶାଳା ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ଟସର ଚାଷର ବିକାଶ ଦ୍ୱାରା ଟସର ଚାଷୀଙ୍କ ଉନ୍ନତି
Read More...

ଜୁଲାଇ ୨ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୁଲାଇ ୨ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହି ପରିପ୍ରେକ୍ଷୀରେ ଗତକାଲି ପୂର୍ବାହ୍ନରେ ବାଚସ୍ପତି ବିକ୍ରମ ଆରୁଖଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିବ । ସମସ୍ତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୧ ଜଣ
Read More...

୭ ଯୋଡ଼ା ଟ୍ରେନ୍‌ର ପୁନଃ ପ୍ରଚଳନ ପାଇଁ ଘୋଷଣା କଲେ ରେଳମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲକ୍‌ଡାଉନ ସମୟରେ ବାତିଲ ହୋଇଥିବା କିଛି ଟ୍ରେନ୍‌ ପୁନଃ ପ୍ରଚଳନ ପାଇଁ ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବତଟ ରେଳପଥର ୪ ଯୋଡ଼ା ଟ୍ରେନ୍‌ ପୁନଃ ପ୍ରଚଳନ କରିବାକୁ ଘୋଷଣା କରିଥିଲେ । ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି
Read More...

ଆସନ୍ତା ଜୁଲାଇ ୩ରେ ଶ୍ରୀମନ୍ଦିରର ଅନୁଧ୍ୟାନ କରିବେ ବିଶେଷଜ୍ଞ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶ୍ରୀମନ୍ଦିର ସ୍ଥିତି ଅନୁଧ୍ୟାନ କରିବେ ବିଶେଷଜ୍ଞ ଟିମ୍‌ । ଆସନ୍ତା ଜୁଲାଇ ୩ରେ ପୂର୍ତ୍ତ ଓ ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା (ଏଏସ୍‌ଆଇ)ର ମିଳିତ ବିଶେଷଜ୍ଞ ଟିମ୍‌ ଶ୍ରୀମନ୍ଦିରର ଅନୁଧ୍ୟାନ କରିବେ । ଗର୍ଭଗୃହ ଓ ନାଟମଣ୍ଡପର ସ୍ଥିତି ଦେଖିବେ । ୩ ତାରିଖ
Read More...

କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସମନ୍ୱିତ କୃଷି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ସହାୟତା ଯୋଗାଇ ଦେବା ପାଇଁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସମନ୍ୱିତ କୃଷି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ସହାୟତା ଯୋଗାଇ ଦେବା ନିମନ୍ତେ କୃଷି ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୃଷି ଭବନଠାରେ ମନ୍ତ୍ରୀ ଶ୍ରୀ
Read More...

ସାରା ବିଶ୍ୱ ଦେଖିଛି ଓଡ଼ିଶାର ବିକାଶ ଯାତ୍ରା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରୋମ୍ ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟାଳୟରେ ସାରା ବିଶ୍ୱ ଦେଖିଛି ଓଡ଼ିଶାର ବିକାଶ ଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦକ୍ଷନୀତି ଯୋଗୁଁ ବିପର୍ଯ୍ୟୟ ପରିଚାଳନାଠୁ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ବିଶ୍ୱରେ ଆଦର୍ଶ ସାଜିଛି ।
Read More...

ପୁରୀ ରଥଯାତ୍ରାରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜନଗହଳିପୂର୍ଣ୍ଣ ସ୍ଥାନରେ କୋଭିଡ୍ ସଂକ୍ରମଣର ଆଶଙ୍କା ଅଧିକ ରହୁଥିବା ଯୋଗୁଁ ଏଭଳି ସ୍ଥାନକୁ ଯାଉଥିଲେ ମାସ୍କ ପିନ୍ଧିବା ସୁନିଶ୍ଚିତ କରନ୍ତୁ । ଅତ୍ୟଧିକ ଭିଡକୁ ଦୃଷ୍ଟିରେ ରଖି ପୁରୀ ରଥଯାତ୍ରାରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି । ସତର୍କ
Read More...