Browsing Tag

bhubaneswar news

ଖଣ୍ଡା ଓ ଭୁଜାଲି ଦେଖାଇ ଆତଙ୍କ ଖେଳାଇଲେ ଦୃର୍ବୁତ୍ତ

ଭୁବନେଶ୍ୱର : କିଛି ଅଣ ଛାତ୍ର ଆସି ଖଣ୍ଡା ଓ ଭୁଜାଲି ଦେଖାଇ ଆତଙ୍କ ଖେଳାଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବାଣୀବିହାର ପରିସରରେ କିଛି ଅଣଛାତ୍ର ଖଣ୍ଡା ଓ ଭୁଜାଲି ଦେଖାଇ ଛାତ୍ର ଛାତ୍ରୀଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ । ଭୟରେ ଛାତ୍ର ଛାତ୍ରୀମାନେ ମଟର ସାଇକେଲ ଓ ସ୍କୁଟର
Read More...

ଭାରତୀୟ ଷ୍ଟେଟ ବ୍ୟାଙ୍କ ପରିବାର ତରଫରୁ ରାଷ୍ଟ୍ରପତି ପ୍ରାର୍ଥିନୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହିତ ସୌଜନ୍ୟମୂଳକ…

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ର ଶେଖର ଶର୍ମା ଭାରତର ରାଷ୍ଟ୍ରପତି ପ୍ରାର୍ଥିନୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହିତ ଭୁବନେଶ୍ବର ସ୍ଥିତ ଏମସିଏଲ ଗେସ୍ଟ ହାଉସରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଭାରତୀୟ ଷ୍ଟେଟ
Read More...

ସାହିତ୍ୟ ଅକାଡେମୀ ଅନୁବାଦ ପୁରସ୍କାର ପାଇଁ ଓଡ଼ିଶାରୁ ଗୌରହରି, ଦମୟନ୍ତୀ ମନୋନୀତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାହିତ୍ୟ ଅକାଡେମୀ ଅନୁବାଦ ପୁରସ୍କାର ପାଇଁ ଓଡ଼ିଶାରୁ ବିଶିଷ୍ଟ କଥାକାର ଡ. ଗୌରହରି ଦାସ ଓ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରାଙ୍କୁ ୨୦୨୧ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମି ପୁରସ୍କାର ପ୍ରଦାନ କରାଯିବ । ଅନୁବାଦ ନିମନ୍ତେ ଓଡ଼ିଶାରୁ ଦୁଇ ସାରସ୍ବତ
Read More...

ଡିଆରଡିଓ ଏବଂ ଭାରତୀୟ ନୌସେନା ଦ୍ୱାରା ଓଡ଼ିଶା ଉପକୂଳରୁ ଭିଏଲ-ଏସଆର ସାମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଭୁବନେଶ୍ୱର, (ପିଆଇବି) : ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀ (ଆଇଟିଆର) ଠାରେ ଭୂପୃଷ୍ଠରୁ ଆକାଶକୁ ମାଡ଼ କରାଯାଇପାରୁଥିବା ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (ଭିଏଲ-ଏସଆର ସାମ୍)ର ଭୂଲମ୍ବ ଉତକ୍ଷେପଣ କରାଯାଇଛି । ୨୪ ଜୁନ୍‌ ୨୦୨୨ରେ ପ୍ରତିରକ୍ଷା ଗବେଷଣା ଓ ବିକାଶ
Read More...

ଜୀବନ ହାରିଲେ ଓଲିଉଡ ଅଭିନେତା ରାଇମୋହନ ପରିଡ଼ା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଜୀବନ ହାରିଲେ ଓଲିଉଡ ଅଭିନେତା ରାଇମୋହନ ପରିଡ଼ା । ଭୁବନେଶ୍ୱର ମଞ୍ଚେଶ୍ୱର ସ୍ଥିତ ପ୍ରାଚୀ ବିହାର ଘରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଥିବା ବେଳେ ସେ ହଠାତ୍‌ କାହିଁକି ଏପରି ଚରମ ପଦକ୍ଷେପ ଉଠାଇଲେ ତାହାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୯୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ
Read More...

ଡେଙ୍ଗୁ ଦମନ ପାଇଁ ଆରମ୍ଭ ହେଲା ବିଏମ୍‌ସିର ଡ୍ରାଏ ଡେ ଅଭିଯାନ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଡେଙ୍ଗୁ ଦମନ ପାଇଁ ଆରମ୍ଭ ହେଲା ବିଏମ୍‌ସିର ଡ୍ରାଏ ଡେ ଅଭିଯାନ । ନିଷ୍ପତ୍ତି ଅନୁସାରେ ପ୍ରତି ଗୁରୁବାର ଓ ରବିବାର ହେବ ଡ୍ରାଏ ଡେ । ଘର ଆଖପାଖରେ ପାଣି ଜମୁଥିବା ପାତ୍ର, କୁଣ୍ଡ ଏହି ଦୁଇଦିନ ଓଲଟାଇ ରଖିବାକୁ ନିବେଦନ କଲା ବିଏମ୍‌ସି । ଡ୍ରାଏ ଡେ ଅବସରରେ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋମ୍ ଗସ୍ତରେ ଯାଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ ମହାତ୍ମାଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ ଆଦର୍ଶ ଏବଂ ସିଦ୍ଧାନ୍ତରେ ସେ ସର୍ବଦା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪ ଜଣ
Read More...

ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବିବିଧ ଯୋଜନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବିବିଧ ଯୋଜନା ସେମାନଙ୍କ ସାମାଜିକ ସୁରକ୍ଷା ସୁନିଶ୍ଚିତ କରୁଛି । କାର୍ଯ୍ୟ ଉପକରଣ ସହାୟତାଠାରୁ ଆରମ୍ଭ କରି ଶିକ୍ଷାବୃତ୍ତି ଏବଂ ଦକ୍ଷତା ଅଭିବୃଦ୍ଧି ସହାୟତା ବ୍ୟବସ୍ଥା ଦ୍ୱାରା ନିର୍ମାଣ ଶ୍ରମିକମାନେ
Read More...