Browsing Tag

bhubaneswar news

ଆଜି ଦ୍ରୌପଦୀ ମୁର୍ମୁଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ଆଜି ଦିଲ୍ଲୀ ଯିବେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ସକାଳେ ଦିଲ୍ଲୀ ଯାତ୍ରା କରିଥିବା ସୂଚନା ମିଳିଛି । ଦ୍ରୌପଦୀଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ କରିଥିବା ବେଳେ ଦ୍ରୌପଦୀଙ୍କୁ ନେଇ ସାରା ରାଜ୍ୟରେ ଖୁସିର ମାହୋଲ ଦେଖିବାକୁ
Read More...

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ : ପ୍ରତ୍ୟେକ ବାଟାଲିଅନ ପାଇଁ ୨୨୧ ପଦବୀ…

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଞ୍ଜୁରୀ । ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି । ଆହୁରି ୧୩୨ଟି ପଦବୀ ଆଉଟ୍‌ ସୋର୍‌ସିଂ ଜରିଆରେ ମଧ୍ୟ
Read More...

ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଓଡ଼ିଶାର ଝିଅଙ୍କୁ ସମର୍ଥନ କରନ୍ତୁ : ନବୀନ

ଭୁବନେଶ୍ୱର : ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମର୍ଥନ ପାଇଁ ନିବେଦନ କରିଛନ୍ତି । ଆଜି ଟ୍ୱିଟ୍ ଜରିଆରେ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବାକୁ ନବୀନ ନିବେଦନ କରିଛନ୍ତି । ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ
Read More...

ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ସମର୍ଥନ କରିବ । ଏ ନେଇ ବିଜେଡି ପକ୍ଷରୁ ଘୋଷଣା କରାଯାଇଛି ।
Read More...

ଆଜି ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ଭୁବନେଶ୍ୱର : ଆଜି ୧୩ ଜିଲାରେ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼,
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି କାର୍ଯ୍ୟକ୍ରମ ସରକାରୀ ସେବାକୁ ଆହୁରି ଲୋକାଭିମୁଖୀ କରିଛି । ଏବେ ବିଭିନ୍ନ କାର୍ଯ୍ୟ ପାଇଁ ଆଉ ସରକାରୀ କାର୍ଯ୍ୟାଳୟକୁ ନ ଆସି ପଞ୍ଚାୟତସ୍ତରରେ ସ୍ଥାପନ ହେଉଥିବା 'ମୋ ସେବା କେନ୍ଦ୍ର' ଜରିଆରେ ଲୋକମାନେ ଘର ପାଖରେ
Read More...

ସଂଜୟ କୁମାର ସିଂଙ୍କ ପ୍ରଦୀପ କୁମାର ଅମାତଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ପ୍ରଶାସକ ସଂଜୟ କୁମାର ସିଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଗତକାଲି ପୂର୍ବାହ୍ନରେ ବିଭାଗୀୟ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କୁ ଲୋକସେବା ଭବନ ସ୍ଥିତ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସୌଜନ୍ୟମୂଳକ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୧୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ
Read More...

ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ରଥଯାତ୍ରା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଦାୟିତ୍ୱ ଗ୍ରହଣ କରି ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ଯେପରି ସୂଚାରୁ ରୂପେ ଅନୁଷ୍ଠିତ ହେବ ଏବଂ ଆଞ୍ଚଳିକ ସମେତ ଜାତୀୟ ସ୍ତରର ଆଧ୍ୟାତ୍ମିକ ଟିଭି ଚ୍ୟାନେଲଗୁଡିକରେ ଏହାର ସିଧାପ୍ରସାରଣ ପୂର୍ବକ ସାରା ଦେଶର
Read More...

ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଗତକାଲି ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରୀ ସିଂଙ୍କୁ ସ୍ୱାଗତ କରିଥିଲେ । ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ
Read More...