Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ରହିଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ
Read More...

ଫକୀରମୋହନଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଫକୀରମୋହନଙ୍କ ଶ୍ରାଦ୍ଧବାର୍ଷିକୀ ପାଳନୋତ୍ସବ କାର୍ଯ୍ୟକ୍ରମ ୨୧୭, ବସନ୍ତ ନିବାସ, କେଦାର ଗୌରୀ ରୋଡରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଫକୀରମୋହନ ସେନାପତିଙ୍କ ଅଣନାତୁଣୀ ତଥା ଫାଉଣ୍ଡେସନର ପ୍ରତିଷ୍ଠାତ୍ରୀ ମ୍ୟାନେଜିଂ ଟ୍ରଷ୍ଟି ଡ.ମନିକା ଦାସ
Read More...

୧୧୬୭ ଚାଳକଙ୍କ ଠାରୁ ୫ ଲକ୍ଷ ୮୪ ହଜାର ଟଙ୍କା ଜୋରିମାନା ଆଦାୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀରେ ମଦ୍ୟପାନ କରି ଗାଡି ଚାଳନା କରୁଥିବା ଚାଳକଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଅଭିଯାନକୁ ଆହୁରି ତ୍ବରାନ୍ବିତ କରିଛି । ଗତ ୧୦ ଦିନ ମଧ୍ୟରେ ୧୧୬୭ ଚାଳକଙ୍କ ଠାରୁ ୫ ଲକ୍ଷ ୮୪ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । କେବଳ ୧୩ ତାରିଖ ରାତିରେ ୧୩୫
Read More...

ଇ-ଗଭର୍ଣ୍ଣାସ୍ ସେବା ପ୍ରଦାନରେ ଓଡ଼ିଶା ଏକ ନମ୍ବର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶର ଏକାଧିକ ରାଜ୍ୟକୁ ପଛରେ ପକାଇ ଇ-ଗଭର୍ଣ୍ଣାସ୍ ସେବା ପ୍ରଦାନରେ ଓଡ଼ିଶା ଏକ ନମ୍ବର ସ୍ଥାନ ହାସଲ କରିଛି । ନିକଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ଜାତୀୟ ଇ-ଗଭର୍ଣ୍ଣାସ୍ ସେବା ପ୍ରଦାନ ନିରୀକ୍ଷଣ-୨୦୨୧ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି ।
Read More...

ତାତିରୁ ମିଳିବ ତ୍ରାହି : ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର : ଅସଂଭାଳ ତାତିରୁ ମିଳିବ ତ୍ରାହି । ବର୍ଷାରେ ଛୁଇଁବ ଓଡ଼ିଶା । ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ରହିଛି ବୋଲି କୁହାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧ ଜଣ ରହିଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ
Read More...

ଆଜି ପହିଲି ରଜ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପହିଲି ରଜ । ରଜ ଗୀତରେ କମ୍ପୁଛି ରାଜଧାନୀ । ଘରେ ଘରେ ମହକିବ ପିଠା । ସକାଳୁ ଚକୁଳି, ଇଟିଲି, ସୁଜି କାକରା, ମଣ୍ଡା ଆଉ ପୋଡ଼ ପିଠାର ମଜା ନେବେ ସଭିଏଁ । ନୂଆ ପୋଷାକ ପିନ୍ଧି ଝିଅମାନେ ଦୋଳି ଖେଳିବେ । ନାଚଗୀତ କରିବା ସହ ରଜ ପାନ ଖାଇ ଉତ୍ସବକୁ ବେଶ୍‌
Read More...

ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରାର ସିଧାପ୍ରସାରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରାର ସିଧାପ୍ରସାରଣ ଶ୍ରଦ୍ଧାଳୁମାନେ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମ ତଥା ସାମାଜିକ ଗଣମାଧ୍ୟମରେ ଦେଖି ପାରିବେ । ଏଥି ପାଇଁ ଦୂରଦର୍ଶନ ସହାୟତାରେ କମନ୍‌ଫିଡ୍ ପ୍ରଦାନ କରାଯିବା ଲାଗି ସୂଚନା ଓ
Read More...

ବସ୍‌ରେ ନିର୍ମିତ ସ୍ୱତନ୍ତ୍ର ଖୋଲା ପାଠାଗାର ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମୀ ପରିସରରେ ଏକ ବସ୍‌ରେ ନିର୍ମିତ ସ୍ୱତନ୍ତ୍ର ଖୋଲା ପାଠାଗାର ଉଦ୍‌ଘାଟିତ ହୋଇଛି । ଏଥିରେ ୪ ହଜାରରୁ ଅଧିକ ଉପାଦେୟ ଓଡିଆ ତଥା ଇଂରାଜୀ ପୁସ୍ତକ ରହିଛି । ଏହି ବସ୍‌ର ବାହ୍ୟ ଅଂଶକୁ ଓଡ଼ିଶାର ପରମ୍ପରା ଓ ପଶୁପକ୍ଷୀଙ୍କ
Read More...

ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ସଂକ୍ରାନ୍ତରେ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗତ ୩ ବର୍ଷ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ
Read More...