Browsing Tag

bhubaneswar news

ଲୋକ ସଂପର୍କ ବିଭାଗ ସରକାର ଓ ଲୋକଙ୍କ ମଧ୍ୟରେ ଏକ ସଂଯୋଗର ସେତୁ ଭାବରେ ଭୂମିକା ନିର୍ବାହ କରିଥାଏ : ମନ୍ତ୍ରୀ ପ୍ରଦୀପ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବିଭାଗର ଦାୟିତ୍ୱ ଗ୍ରହଣ କରିବା ପରେ ଲୋକ ସଂପର୍କ ବିଭାଗ ଆସି ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଲୋକ ସଂପର୍କ ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଏବଂ ଏହା ସରକାର ଓ ଲୋକଙ୍କ ମଧ୍ୟରେ ଏକ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତକାଲି କୋରାପୁଟ ଜିଲ୍ଲାର ୯୫ଟି ହାଇସ୍କୁଲ, ଗଜପତିର ୩୧ଟି, ସମ୍ବଲପୁରର ୪୦ଟି, ବଲାଙ୍ଗିରର ୧୦୦ଟି ଓ ଯାଜପୁରର ୧୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହା ସହିତ ଦ୍ଵିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୩ ଜଣ ରହିଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ
Read More...

ବନ୍ଦେ ଉତ୍କଳ ଲୋକକଳା ଓ ଲୋକ ସଂସ୍କୃତି ମହାସଂଘର ସାଧାରଣ ସଭା ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରର ଅଶୋକ ନଗର ସ୍ଥିତ ସିଟି ରେସିଡେନ୍‌ସିଠାରେ ବନ୍ଦେ ଉତ୍କଳ ଲୋକକଳା ଓ ଲୋକ ସଂସ୍କୃତି ମହାସଂଘର ସାଧାରଣ ସଭା ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ସଭାର ମୁଖ୍ୟ ଅତିଥି ମୂରଲୀଧର ସେଠୀ ଓ ସମ୍ପାଦକ ବିଜୟ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ
Read More...

ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏଥର ୨୪ ଦିନ ଧରି ଚାଲିବ ମୌସୁମୀ ଅଧିବେଶନ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ଅଧିବେଶନ କାଳରେ ଗୃହରେ ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ । ପ୍ରଥମ ଦିନରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ
Read More...

ଚାକିରିରୁ ବହିଷ୍କାର ହେଲେ ଭିଜିଲାନ୍ସ ଇନ୍‌ପେକ୍ଟର

ଭୁବନେଶ୍ୱର : ଜଣେ ବ୍ୟକ୍ତିଙ୍କଠାରୁ ୨୦ ଲକ୍ଷ ଟଙ୍କା ଦାବୀ କରି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭିଜିଲାନ୍ସ ଇନ୍‌ପେକ୍ଟର ଶ୍ରୀମତୀ ମାନସୀ ଜେନାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ଭାରତର ସମ୍ବିଧାନ ଅନୁଚ୍ଛେଦ ୩୧୧(୨)(ବି) ନିୟମ ଅନୁଯାୟୀ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ
Read More...

ବିଏମ୍‌ସିର ପ୍ରଥମ କର୍ପୋରେସନ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଭୁବନେଶ୍ୱର ମହାନଗର ନିଗମର ପ୍ରଥମ କର୍ପୋରେସନ ବୈଠକ ଅନୁଷ୍ଠିତ ହେବ । ମେୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ସମସ୍ତ ୬୭ ୱାର୍ଡର କର୍ପୋରେଟର ଯୋଗେଦେବେ । ନୂଆ ପରିଷଦ ଗଠନ ହେବା ପରେ ଏହା ପ୍ରଥମ ବୈଠକ । ଏଥିରେ ସହରର ବିଭିନ୍ନ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...

ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିବସରେ ୪୪୫ ରୂପାନ୍ତରିତ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର : ଦ୍ୱିତୀୟ ପର୍ୟ୍ୟାୟର ୫ମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ୧୩୫ ହାଇସ୍କୁଲ, ପୁରୀର ୯୫, ନୟାଗଡ଼ର ୬୦, ଜଗତସିଂହପୁରର ୭୫ ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ।
Read More...

ବାଚସ୍ପତି ନିର୍ବାଚନ ଆସନ୍ତା ଜୁନ୍‌ ୧୩ରେ, ଶୁକ୍ରବାର କରାଯିବ ପ୍ରାର୍ଥୀପତ୍ର ଦାଖଲ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବାଚସ୍ପତି ନିର୍ବାଚନ ଆସନ୍ତା ଜୁନ୍‌ ୧୩ରେ ହେବ ବୋଲି ଜଣାପଡିଛି । ଏଥିପାଇଁ ପ୍ରାର୍ଥୀପତ୍ର ଦାଖଲ ଶୁକ୍ରବାର କରାଯିବାକୁ ଥିବା ବେଳେ ବରିଷ୍ଠ ବିଧାୟକ ସୂର୍ୟ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା ପରେ ଉକ୍ତ ପଦ ଖାଲି ପଡ଼ିଛି ।
Read More...