Browsing Tag

bhubaneswar news

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା

ଭୁବନେଶ୍ୱର : ରାଜ୍ୟରେ 'ଆୟୁଷ୍ମାନ ଭାରତ' ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । କଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । ରାଜ୍ୟର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା ସୁବିଧା । ଦେଶର ୨୯
Read More...

ଓଡ଼ିଶାରେ ଆଜିଠୁ ଆୟୁଷ୍ମାନ ଭାରତ ଯୋଜନା : କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ ପି…

ଭୁବନେଶ୍ୱର : ଓଡ଼ିଶାରେ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ଯୋଜନା । ଏହା ସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଜିଜେଏୱାଇ) ଏବଂ ଆୟୁଷ୍ମାନ ବୟୋ ବନ୍ଦନାର ମଧ୍ୟ ଶୁଭାରମ୍ଭ ହେବ । ରାଜ୍ୟର ସାଢ଼େ ୩ କୋଟି ଲୋକ ପାଇବେ ମାଗଣା ସ୍ୱାସ୍ଥ୍ୟସେବା । କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏଥିପାଇଁ ମେଗା
Read More...

ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମୃତ

ଭୁବନେଶ୍ୱର : ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବରମୁଣ୍ଡା ବ୍ରିଜ୍‌ ଉପରେ ଘଟିଛି ସିରିଜ୍‌ ଦୁର୍ଘଟଣା । ଯେଉଁଥିରେ ଏକାଧିକ ଗାଡ଼ି ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ ଉଦ୍ଧାର
Read More...

ଏପ୍ରିଲ୍‌ରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା : ଠିକ୍ ସମୟରେ ଆସିବ ମୌସୁମୀ

ଭୁବନେଶ୍ୱର : ଏପ୍ରିଲରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ମେ ଓ ଜୁନ୍‌ ମାସରେ ମଧ୍ୟ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଜୁଲାଇରେ ସ୍ୱାଭାବିକଠାରୁ କମ୍‌ ବର୍ଷା ହୋଇପାରେ । ଜୁନ୍‌ ମାସରେ ଠିକ୍‌ ସମୟରେ ମୌସୁମୀ ଆସିବାର ସମ୍ଭାବନା ଅଛି । ବର୍ଷାର
Read More...

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ : ୧୭ ଯାଏ ସ୍ୱଳ୍ପ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୧୦ରୁ ୧୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ୧୩ ରୁ ୧୫ ତାରିଖ ମଧ୍ୟମ ବର୍ଷା ସମ୍ଭାବନା ରହିଛି । ୧୬ ଓ ୧୭ରେ ୫ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ । ବରିଷ୍ଠ ପାଣିପାଗ ବିଶେଷଜ୍ଞ
Read More...

ବସ୍‌ ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର

ଭୁବନେଶ୍ୱର : କଟକ ତିଗିରିଆ ଥାନା ଅନ୍ତର୍ଗତ ୬୫ ନମ୍ବର ରାଜ୍ୟ ରାଜପଥର ପାଞ୍ଚଗାଁ ନିକଟରେ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍‌ ସହ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଅଟୋରେ ଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ତିଗିରିଆ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ
Read More...

ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ, ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ୱର : ବିଜେପିର ପ୍ରତିଷ୍ଠା ଦିବସରେ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟ ସଭାପତି ମନମୋହନ ସାମଲ । ୪୬ ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କଠୁ ନେଇ ତୃଣମୂଳସ୍ତରରେ ଆମର କର୍ମକର୍ତ୍ତାଙ୍କ ଭିତରେ ଉତ୍ସାହିତ ଅଛନ୍ତି । ୪୬ ବର୍ଷରେ ଜମ୍ମୁ କାଶ୍ମୀରଠାରୁ ଆରମ୍ଭ କରି
Read More...

ପବିତ୍ର ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ସତ୍ୟ, ଧର୍ମ, ନ୍ୟାୟ ଓ ଆଦର୍ଶକୁ ପାଥେୟ କରି ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବାକୁ ସମସ୍ତଙ୍କୁ
Read More...

ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର : ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ
Read More...

ଏପ୍ରିଲକୁ ଗ୍ରାହକ ସେବା ମାସ ଭାବେ ଘୋଷଣା କଲା ବିଏସ୍‌ଏନ୍‌ଏଲ୍‌

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରାୟତ୍ତ ଟେଲିକମ୍ ପ୍ରଦାନକାରୀ ସଂସ୍ଥା - ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍‌ଏନ୍‌ଏଲ୍‌) ଏପ୍ରିଲ ୨୦୨୫କୁ ‘‘ଗ୍ରାହକ ସେବା ମାସ’’ ଭାବେ ଘୋଷଣା କରିଛି । ଏହା ଏକ ଦେଶବ୍ୟାପୀ ପଦକ୍ଷେପ, ଯାହା ଗ୍ରାହକଙ୍କ ଅଭିଜ୍ଞତାକୁ ବୃଦ୍ଧି କରିବା ଏବଂ ବ୍ୟବହାରୀଙ୍କ
Read More...