Browsing Tag

bhubaneswar news

ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌

ଭୁବନେଶ୍ୱର : ୧୨ବର୍ଷର ଛାତ୍ର ଉପରେ ଚଢ଼ିଗଲା ମାଲ୍ ବୋଝେଇ ଟ୍ରକ୍‌ । ଛାତ୍ର ଜଣକ ଗୋପ ବସ୍ତି ଅଞ୍ଚଳର ମହମଦ ଜୁନେଦ (ନବମ ଶ୍ରେଣୀର ଛାତ୍ର) ବୋଲି ଜଣାପଡ଼ିଛି । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଉତ୍ୟକ୍ତ ଲୋକେ ଗୋପ ଚାରିଛକଠାରେ ରାସ୍ତାରୋକ କରିଛନ୍ତି ।
Read More...

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ

୧୦୪୦ ନୂତନ ପଦବୀ ସୃଷ୍ଟି ଭୁବନେଶ୍ୱର : ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି
Read More...

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷା ବର୍ଷର ପ୍ରଥମ ଅଭିଭାବକ ଶିକ୍ଷକ ବୈଠକ ସାରା ରାଜ୍ୟରେ…

ଭୁବନେଶ୍ୱର : ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ପ୍ରଥମ ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଦ୍ୟାଳୟ ଶିକ୍ଷା ଏବଂ ଛାତ୍ରଛାତ୍ରୀମାନଙ୍କର ଗୁଣାତ୍ମକ ଶିକ୍ଷାର ବିଭିନ୍ନ
Read More...

ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପ୍ରତ୍ୟୁଷରେ ପରଲୋକ ଘଟିଛି । କିଛି ଦିନ ଧରି ସେ ଆସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ଚିକିତ୍ସାରତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ବିଭିନ୍ନ ଆଞ୍ଚଳିକ
Read More...

ମାଲେସିଆ ଗସ୍ତରେ ଗଲେ ଓଡ଼ିଶାର କୃଷକ ଓ ଅଧିକାରୀ : ୨୮ ଜଣ ନେବେ ଉଚ୍ଚତର କୃଷିଭିତ୍ତିକ ପ୍ରଶିକ୍ଷଣ

ବିଦେଶକୁ ଫଳ ଓ ପନିପରିବା ରପ୍ତାନୀରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟ- ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଏଫସିଆଇକୁ ଚାଉଳ ଯୋଗାଇବାରେ ଓଡ଼ିଶା ୪ର୍ଥ ସ୍ଥାନରେ ଭୁବନେଶ୍ୱର : ଓଡ଼ିଶା ଜଳବାୟୁ ସହନଶୀଳ କୃଷି ପାଇଁ ସମନ୍ୱିତ ଜଳସେଚନ ପ୍ରକଳ୍ପ (OIIPCRA) ଅଧୀନରେ ୨୮ ଜଣିଆ କୃଷକ ଏବଂ
Read More...

୪ ହଜାର ୧୭୩ କୋଟି ଟଙ୍କା ବ୍ୟୟରେ ପ୍ରାୟ ୧୫୪ କିଲୋମିଟର ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ସଡ଼କ…

୮୪୫ କୋଟିରେ ଦୁଇଟି ସଡ଼କ ପ୍ରକଳ୍ପର ଲୋକାର୍ପଣ, ୩୩୩୨ କୋଟି ଟଙ୍କା ବ୍ୟୟ ଅଟକଳ ସହିତ ୧୭ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଭୂମିପୂଜନଡବଲ୍‍ ଇଞ୍ଜିନ ସରକାରର ଡବଲ କମାଲ୍‍, ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଲେ, କେନ୍ଦ୍ରମନ୍ତ୍ରୀ ଗଡକରୀ ମଞ୍ଜୁର କଲେଓଡ଼ିଶା ପାଇଁ ୯୦୨୩ କୋଟି ଟଙ୍କାର ୧୩ ଟି
Read More...

ଓଡ଼ିଶାରେ ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା

• ‘ପୂର୍ବୋଦୟ’ ଯୋଜନାରେ ଓଡ଼ିଶାର ଯୋଗାଯୋଗ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ- ଧର୍ମେନ୍ଦ୍ର ପ୍ରଧାନ• ଓଡ଼ିଶା ପାଇଁ ପ୍ରାୟ ୪,୧୩୭ କୋଟି ଟଙ୍କାର ୧୯ଟି ଏନ୍‌ଏଚ୍‌ ପ୍ରକଳ୍ପ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ
Read More...

ଡିଜେ ଗାଡ଼ିରେ କରେଣ୍ଟ ଲାଗି ଜୀବନ ହାରିଥିଲେ ୨ ଜଣ, ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର : ଗତ ୧୪ ତାରିଖରେ ତିହିଡ଼ି ଥାନା ହାଟୁଆରୀ ଗ୍ରାମରେ ପାଟୁଆ ଶୋଭାଯାତ୍ରା ସମୟରେ ଘଟିଥିଲା ଅଘଟଣ । ଡିଜେ ଗାଡ଼ିରେ ୧୧ କେଭି ତାର ଲାଗି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ୨ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଦୁଇ ଜଣ ଯୁବକ ହାଟୁଆରୀ ଗ୍ରାମର ବୋଲି ସୂଚନା ମିଳିଛି
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ…

ସର୍ବନିମ୍ନ ମାସିକ ପାରିଶ୍ରମିକ ୩୦ ହଜାରରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ଭୁବନେଶ୍ୱର : ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି । ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର
Read More...

ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଗତ ୧୪ ତାରିଖରୁ ହୋଇଥିଲେ ନିଖୋଜ । ରାସ୍ତା କଡ ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ । ମୃତକ ବସ୍ତମପୁର ଗ୍ରାମର ଭାରତ କହଁର ବୋଲି ଜଣାପଡ଼ିଛି । ତାଙ୍କୁ କେହି ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ
Read More...