Browsing Tag

bhubaneswar news

ରାଜ୍ୟ ଯୋଜନା ଓ ସଂଯୋଜନ ମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ରାଜେନ୍ଦ୍ର ଢୋଲକିଆଙ୍କୁ ନେଇ ବିଭାଗୀୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଭାଗ ତରଫରୁ ସର୍ବପ୍ରଥମେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର
Read More...

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା : ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଦେଖାଯିବ ବୋଲି ଆଜି ଏନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୧୬
Read More...

ଶ୍ରୀମନ୍ଦିର ପରିଚାଳନା କମିଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ : ସ୍ନାନ ମଣ୍ଡପରେ ୩ ଘଣ୍ଟା ଦର୍ଶନ ସୁଯୋଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶ୍ରୀମନ୍ଦିର ପରିଚାଳନା କମିଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ରଥଯାତ୍ର ଓ ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ ବ୍ୟବସ୍ଥାବଳିରେ ମୋହର ଲାଗିଥିବା ବେଳେ ହାତୀବେଶ ଦର୍ଶନ ନିମନ୍ତେ ଭକ୍ତମାନଙ୍କୁ ସୁଯୋଗ ମିଳିବ । ମଙ୍ଗଳ ଆଳତି ପରେ ସ୍ନାନ
Read More...

କୃଷି ଋଣରେ ମିଳିବ ୨ ପ୍ରତିଶତ ରିହାତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ଋଣରେ ମିଳିବ ୨ ପ୍ରତିଶତ ରିହାତି । କୃଷକଙ୍କ ପାଇଁ ରାଜ୍ୟ ସରକାର ଆଜି ଏକ ବଡ଼ ଘୋଷଣା କରିଛନ୍ତି । କୃଷକଙ୍କୁ ସମବାୟ ବ୍ୟାଙ୍କ ଋଣରେ ୨ ପ୍ରତିଶତ ରିହାତି ମିଳିବ । ଏଥିରେ ରାଜ୍ୟରେ ଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ । ଏ ନେଇ ମୁଖ୍ୟ
Read More...

ଚିଲିକାରେ ହାଉସ୍‌ ବୋଟ୍‌କୁ ଜୁନ ୯ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଚିଲିକାରେ ଆସନ୍ତା ଜୁନ ୯ ତାରିଖରୁ ହାଉସ୍‌ ବୋଟ୍‌ ଚାଲିବ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ । ଏ ନେଇ ଏହାର ପରିଚାଳନା ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥା ବିକାଶ ଇକୋ ରିସୋର୍ଟସ ପକ୍ଷରୁ ସୂଚନା
Read More...

୫ଟି ଜିଲ୍ଲାର ୪୯୦ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ଅନ୍ତର୍ଗତ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୯୦ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକର ୧୩୫ଟି, କଳାହାଣ୍ଡିର ୧୦୦ଟି, ଝାରସୁଗୁଡାର ୭୦ଟି ଓ
Read More...

ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ଶିଳ୍ପ ବିଭାଗ ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିଳ୍ପ ଓ ଏମ୍‌ଏସ୍ଏମ୍ଇ, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଗତକାଲି ପୂର୍ବାହ୍ନରେ ଖାରବେଳ ଭବନ ସ୍ଥିତ ଶିଳ୍ପ ବିଭାଗ ପରିଦର୍ଶନରେ ଆସି ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ପ୍ରମୁଖ ଶାସନ ସଚିବ ହେମନ୍ତ
Read More...

ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତି ବିଦ୍ୟାର ସହାୟତାରେ ବିଭିନ୍ନ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତି ବିଦ୍ୟାର ସହାୟତାରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିତାଧିକାରୀ ଭିତ୍ତିକ ଯୋଜନା ମାଧ୍ୟମରେ ନୂତନ ଭାବେ ସ୍ଥାପିତ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ରହିଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରାଜ୍ୟସଭା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିର୍ଦ୍ଵନ୍ଦରେ ନିର୍ବାଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲି ହୋଇଥିବା ରାଜ୍ୟସଭା ଆସନର ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ଭାବେ ନିରଞ୍ଜନ ନାମାଙ୍କନପତ୍ର ଦାଖଲ କରିଥିଲେ । ଏହି
Read More...