Browsing Tag

bhubaneswar news

୨୨ କୁଇଣ୍ଟାଲ ଗଞ୍ଜେଇ ଜବତ ସହ୨ ଗିରଫ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଭୁବନେଶ୍ଵରରୁ ୨୨ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଥିବା ଖବର ମିଳିଛି । ଏହା ସହ ୨ ଜଣଙ୍କୁ ଏସଟିଏଫ୍ ଗିରଫ କରିଥିବା ଜଣାପଡିଛି । ସୂଚନାନୁଯାୟୀ, ଏକ ହାଇୱା ଗାଡିର ସିକ୍ରେଟ୍ ଚାମ୍ଵରରେ ଗଞ୍ଜେଇ ଭର୍ତ୍ତି ହୋଇ ଚୋରା ଚାଲାଣ ହେଉଥିବା ନେଇ ଏସଟିଏଫ୍‌କୁ ଖବର
Read More...

୪ କେଜି ୫୦୦ ଗ୍ରାମର ଦୁଇଟି ହାତୀଦାନ୍ତ ଜବତ

ଭୁବନେଶ୍ବର, (କେପିଏନ୍‌ଏସ୍‌) : ଅନୁଗୁଳ ପୁରୁଣାକୋଟ ଅଞ୍ଚଳରୁ ୨ଟି ହାତୀ ଦାନ୍ତ ଜବତ କରିଛି ଏସ୍‌ଟିଏଫ୍‌। ଏଥିସହ ଜଣେ ହାତୀ ଦାନ୍ତ ବେପାରୀକୁ ଏସ୍‌ଟିଏଫ୍‌ ଗିରଫ କରିଛି । ଗିରଫ ବେପାରୀ ଜଣକ ହେଲେ ପୁରୁଣାକୋଟ ଅଞ୍ଚଳର ଦୁଯ୍ୟୋଧନ ପ୍ରଧାନ। ତାଙ୍କ ନିକଟରୁ ୪ କେଜି ୫୦୦ ଗ୍ରାମ ଓଜନର ଦୁଇଟି
Read More...

୫ଟି ଜିଲ୍ଲାର ୫୩୧ ଗୋଟି ରୂପାନ୍ତରିତ ହାଇସ୍କୁଲ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦ୍ୱିତୀୟ ପର୍ଯ୍ୟାୟ ହାଇସ୍କୁଲ ରୂପାନ୍ତରଣ ପର୍ବରେ ଆଜି ଯୋଡି ହେବ ୫ଟି ଜିଲ୍ଲାର ୫୩୧ ଗୋଟି ରୂପାନ୍ତରିତ ହାଇସ୍କୁଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ । ଏଥିରେ ଢେଙ୍କାନାଳ ଜିଲ୍ଲାର ୧୦୫, ଗଞ୍ଜାମର ୨୩୦, କନ୍ଧମାଳର ୭୩,
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...

ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଞ୍ଚାୟତିରାଜ ପାଇଁ ନିର୍ବାଚିତ ଜନପ୍ରତିନିଧିଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...

ସିରିଜ୍ ଦୁର୍ଘଟଣା, ୫ଟି କାର୍‌କୁ ପିଟିଲା ଟ୍ରକ୍

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଭୁବନେଶ୍ଵର ରସୁଲଗଡ଼ ବ୍ରିଜ୍ ନିକଟରେ ସିରିଜ୍ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନାନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ଵର ରସୁଲଗଡ଼ ବ୍ରିଜ୍ ନିକଟରେ ସିରିଜ୍ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ୫ଟି କାର୍‌କୁ ଏକ ଟ୍ରକ୍ ଧକ୍କା ଦେଇଛି । ଏହି
Read More...

ଜେଇଇ ମେନ୍‌ ପରୀକ୍ଷା ପାଇଁ ଆରମ୍ଭ ହେଲା ଆବେଦନ : ଶେଷ ତାରିଖ ଜୁନ୍‌ ୩୦

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜେଇଇ ମେନ୍‌ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆବେଦନ ପ୍ରକ୍ରିୟାର ଶେଷ ତାରିଖ ଜୁନ୍‌ ୩୦ ତାରିଖ ରହିଛି । ଜୁଲାଇ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ୩୦ ତାରିଖ ଯାଏଁ ହେବ । ଶିକ୍ଷାର୍ଥୀମାନେ ଚୟନ କରିଥିବା ପରୀକ୍ଷା
Read More...

ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ଖାତା ଦେଖା

ଭୁବନେଶ୍ୱର : ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତଥା ସିଏଚ୍‌ଏସ୍‌ଇର ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ତେବେ ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବାକୁ ଥିବା ବେଳେ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ୍‌ ୨ରୁ ୧୨ ଏବଂ
Read More...

୨ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨ୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଗତକାଲି ଠାରୁ ଆରମ୍ଭ ହୋଇଯାଇଛି । ୧ମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲ ରୂପାନ୍ତର ହୋଇଥିବା ବେଳେ ୨ୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଜି ଖୋର୍ଦ୍ଧା, ବୌଦ, ମାଲକାନଗିରି,
Read More...