Browsing Tag

bhubaneswar news

ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି ଓଡିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଗତକାଲି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକାରୀମାନଙ୍କୁ କହିଲେ ଯେ, ଓଡିଶା ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି । ୨୦୦୫ରୁ
Read More...

ନିଶାସକ୍ତ ଅବସ୍ଥାରେ ତଥା ରଙ୍ଗ୍ ରୁଟ୍‌ରେ ଗାଡି ଚାଳନା କରୁଥିବା ୧୨୨ ଜଣ ଚାଳକଙ୍କଠାରୁ ଜରିମାନା ଆଦାୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସଡକ ଦୁର୍ଘଟଣାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସଚେତନତା ସୃଷ୍ଟି କରାଯିବା ସହ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଚଢଉ କରାଯାଉଛି । ଗତ ରାତିରେ ଚଢଉ ସମୟରେ ନିଶାସକ୍ତ ଅବସ୍ଥାରେ ତଥା ରଙ୍ଗ୍ ରୁଟ୍‌ରେ ଗାଡି ଚାଳନା କରୁଥିବା ୧୨୨ ଜଣ ଚାଳକଙ୍କଠାରୁ
Read More...

ନନ୍ଦନକାନନ ବହୁତଳ କାର୍ ପାର୍କିଙ୍ଗ୍ ସୁବିଧା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନନ୍ଦନକାନନରେ ନୂତନ ଭାବେ ନିର୍ମିତ ବହୁତଳ କାର୍ ପାର୍କିଙ୍ଗ୍ ସୁବିଧାର ଶୁଭ ଉଦ୍‌ଘାଟନ କରିବେ । ନନ୍ଦନକାନନକୁ ଆସୁଥିବା ପର୍ୟ୍ୟଟକମାନଙ୍କ ଗାଡି ପାର୍କିଙ୍ଗ୍ ନିମନ୍ତେ ଏହା ସହାୟକ ହୋଇପାରିବ ବୋଲି ଆଶା କରାଯାଇଛି ।
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୋ ସରକାର ସମ୍ପର୍କରେ ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ମୋ ସରକାର ସମ୍ପର୍କରେ ସମୀକ୍ଷା କରି ଅଧିକାରୀମାନଙ୍କୁ ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚିବାକୁ ପରାମର୍ଶ ଦେଇଛନ୍ତି । ଅର୍ଥ ବିଭାଗ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗ ମୋ ସରକାରରେ ସାମିଲ ହୋଇଛନ୍ତି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ
Read More...

ମିନାକ୍ଷୀ ଧରଙ୍କ ଶ୍ରଦ୍ଧାଞ୍ଜଳି ସମାରୋହ ଅନୁଷ୍ଠିତ

ମିନାକ୍ଷୀ ଥିଲେ ମହିଳା ସଶକ୍ତିକରଣର ପ୍ରତୀକ : ସୌମ୍ୟରଂଜନ ଭୁବନେଶ୍ୱର, (ସସ୍ମିତା ପ୍ରଧାନ) : ମିନାକ୍ଷୀ ଧର ଫାଉଣ୍ଡେସନ ଓ ୱାଇଏମ୍‌ଏଫ୍‌ଆଇର ମିଳିତ ଆନୁକୂଲ୍ୟରେ ସ୍ୱର୍ଗତା ମିନାକ୍ଷୀଙ୍କ ପ୍ରଥମ ସ୍ମୃତିଚାରଣ ସଭା ସ୍ଥାନୀୟ ସୂଚନା ଭବନ ସ୍ଥିତ ଗୀତ ଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ
Read More...

ଆଇଟିଏଫ୍ ଟାଇକୋଣ୍ଡୋରେ ଓଡ଼ିଶାକୁ ସଫଳତା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଚଳିତ ମାସ ୨୧ - ୨୨ ଦୁଇ ଦିନ ଧରି ଟାଇକୋଣ୍ଡୋ ଆସୋସିଏସନ୍‌ ଅଫ୍‌ ଇଣ୍ଡିଆ ଅନୁକୂଲ୍ୟରେ ୩୧ତମ ଉତ୍ତର ଓ ପୂର୍ବ କ୍ଷେତ୍ରୀୟ ଟାଇକୋଣ୍ଡୋ ପ୍ରତିଯୋଗିତା ହିମାଚଳ ପ୍ରଦେଶର ଡଲହାଉସୀ ୟୁଥ୍ ହଷ୍ଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ନ୍ୟାୟାଧୀଶ ଜଗନ ଠାକୁର ଓ
Read More...

ବଦଳିଲେ ୨ ଆଇଏଏସ୍‌ ଅଫିସର : ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର : ବଦଳିଛନ୍ତି ୨ ଆଇଏଏସ୍‌ ଅଫିସର ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ରାଜ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ଓଡ଼ିଶା ଉଚ୍ଚ
Read More...

ଓଡ଼ିଆ ଅଭିନେତା ବିରାଜ ଦାଶଙ୍କ ପରଲୋକ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡ଼ିଆ ଅଭିନେତା ବିରାଜ ଦାଶ( ୬୩)ଙ୍କର ପରଲୋକ ଘଟିଥିବା ଜଣାପଡିଛି । ତେବେ ସେ କର୍କଟ ରୋଗରେ ପୀଡିତ ହୋଇ ୪ ମାସ ହେବ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ସାନ ପୁଅ ଅର୍ଣ୍ଣବ ଦାସ ସୂଚନା ଦେଇଛନ୍ତି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...