Browsing Tag

bhubaneswar news

ବାହାରିନ୍‌ ପାରାବ୍ୟାଡମିଣ୍ଟନ୍‌ ଖେଳିବେ ୩ ଓଡିଆ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୋମବାରଠାରୁ ଆରମ୍ଭ ହୋଇଥିବା ବାହାରିନ୍‌ ଆନ୍ତର୍ଜାତୀୟ ପାରାବ୍ୟାଡମିଣ୍ଟନ୍‌ରେ ୩ ଜଣ ଓଡିଆ ଖେଳାଳି ଖେଳିବେ । ସେମାନେ ହେଲେ ଅଲମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜୟୀ ପ୍ରମୋଦ ଭଗତ, ଦିଲେଶ୍ୱର ରାଓ ଏବଂ ଦୀପରଞ୍ଜନ ବିଶୋଇ । ମାନାମା ସହରରେ ୨୧ ତାରିଖ ପର୍ଯ୍ୟନ୍ତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ମେ’ ୧୬ ଓ ୩୦ରେ ସ୍କୁଲ୍‌ ଛୁଟି

ଭୁବନେଶ୍ୱର,(କେପିଏନ୍‌ଏସ୍‌) : ମେ’ ୧୬ ଓ ୩୦ ତାରିଖରେ ସ୍କୁଲ୍‌ ଛୁଟି ରହିବ । ପିଲାଙ୍କ ପାଠପଢା ହେବନି । ବୁଦ୍ଧ ପୂର୍ଣ୍ଣିମା ଓ ସାବିତ୍ରୀ ଅମାବାସ୍ୟାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ସୂଚନାଯୋଗ୍ୟ ଯେ, ଗ୍ରୀଷ୍ମ ଛୁଟି ବାତିଲ୍‌
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୪ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଧାନ ସଂଗ୍ରହ ମଣ୍ଡିର ଭିତ୍ତିଭୂମିର ବିକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ମଣ୍ଡିଗୁଡିକରେ ଧାନ ସଂଗ୍ରହ ପ୍ରକ୍ରିୟା ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ମଣ୍ଡିଗୁଡିକର ଭିତ୍ତିଭୂମିକୁ ଅଧିକ ସୁଦୃଢ କରାଯିବ। ମଣ୍ଡିଗୁଡିକରେ ଅଦିନିଆ ବର୍ଷା, ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଧାନ ସୁରକ୍ଷିତ ରଖିବା ପାଇଁ ଅଧିକ ବ୍ୟବସ୍ଥା
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି । ଶ୍ରୀ ମହାପାତ୍ର କୋପସିଙ୍ଗାଠାରେ ନିର୍ମାଣାଧୀନ ବ୍ୟାରେଜ ପରିଦର୍ଶନ କରିବା ସହ ସୁନ୍ଦରଗଡ଼
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧୩ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଅଧିକ ନିଶା ଥିବା କଫ୍‌ ସିରପ୍‌ ପେଟି ଜବତ ସହ ଜଣେ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚୋରାଚାଲାଣ ହେଉଥିବା ବେଳେ ଅଧିକ ନିଶା ଥିବା ୪ ପେଟି କଫ ସିରପ୍ ଏସଟିଏଫ୍‌ ଓ ଭରତପୁର ଥାନା ପୁଲିସ ଜବତ କରିଥିବା ଜଣାପଡିଛି । । ଏହି ମାମଲାରେ ଜଣେ ଯୁବକ ଗିରଫ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଶୁକ୍ରବାର ପୋଖରୀପୁଟ ଠାରେ ଥିବା ପଦ୍ମନାଭ ବେହେରା
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଥିବା ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହେବ । କଟକ ମେୟର ଭାବେ ନିର୍ବାଚିତ ହେବା ପରେ ଇସ୍ତଫା ଦେଇଥିଲେ ସୁବାସ । ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬
Read More...