Browsing Tag

bhubaneswar news

ପରଲୋକରେ ବରିଷ୍ଠ ଅଭିନେତା ମନୋଜ କୁମାର

ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାର । ୮୭ ବର୍ଷ ବୟସରେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ଦେଶ ପ୍ରେମପୂର୍ଣ୍ଣ
Read More...

୮ରୁ ବର୍ଷା ସମ୍ଭାବନା କାଳବୈଶାଖୀ ବର୍ଷାକୁ ନେଇ ୨୦ଜିଲ୍ଲା ପାଇଁ ସତର୍କତା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ପବନର ବେଗ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ରହିବ । ଏନେଇ ୨୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼,
Read More...

ବିଧାନସଭାରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ : ଏକ୍ସରେ ପୋଷ୍ଟ କରି ସ୍ୱାଗତ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର : ରାତି ସାରା ଆଲୋଚନା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୪ ବିଲ୍ ଗୃହୀତ ହୋଇଛି । ଯାହାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ୍ସରେ ପୋଷ୍ଟ କରି ସ୍ୱାଗତ ଜଣାଇଛନ୍ତି ।
Read More...

ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ କଂଗ୍ରେସର ଆହ୍ୱାନ : ଏପ୍ରିଲ୍ ୧୫ରୁ ମଶାଲ ୨୧ରେ ଜିଲ୍ଲାପାଳ ଅଫିସ୍ ଘେରାଉ

ଭୁବନେଶ୍ୱର : ଆଗାମୀ ଦିନରେ ନିଆରା ପ୍ରତିବାଦ କରିବ କଂଗ୍ରେସ । ନାରୀ ନିର୍ଯ୍ୟାତନା ପ୍ରସଙ୍ଗରେ ଯଦି ସରକାର ଗୃହ କମିଟି ନକଲେ ଆଗାମୀ ଦିନରେ ଗାଁ ଗାଁ ବୁଲିବ କଂଗ୍ରେସ । ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ୱାନ ଦେଇଛନ୍ତି । ନାରୀ ସୁରକ୍ଷା ନେଇ ଗାଁ ଗାଁରେ
Read More...

ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିପଡ଼ିଲା ଗୋଟିଏ ବଗି

ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଷ୍ଟେସନ୍‌ ନିକଟରେ ବୁଧବାର ୧୧ଟା ୪୦ ମିନିଟ୍‌ରେ ନାନ୍ଦେଡ-ସମ୍ବଲପୁର ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି । ଯେଉଁଥିରେ ନାଗାବଳୀ ଏକ୍ସପ୍ରେସ୍‌ର ଶେଷରେ ଥିବା ଜେନେରାଲ୍ ବଗି ଲାଇନଚ୍ୟୁତ ହୋଇଛି । ବର୍ତ୍ତମାନ ଯାଏଁ କୌଣସି ମୃତାହତ ହୋଇନଥିବା
Read More...

କୋଶଳୀ ଭାଷାକୁ ରାଜ୍ୟ ଭାଷା ସ୍ଵୀକୃତି ଦେବାକୁ ଶୂନ୍ୟକାଳରେ ଦାବି ଉଠାଇଲେ ବିରୋଧୀ ଦଳ ଉପନେତା

ଭୁବନେଶ୍ୱର : କୋଶଳୀ ଭାଷାକୁ ରାଜ୍ୟ ଭାଷାର ସ୍ଵୀକୃତି ଦେବାକୁ ଶୂନ୍ୟକାଳରେ ଦାବି ଉଠାଇଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ପ୍ରସନ୍ନ ଆଚାର୍ଯ୍ୟ କହିଥିଲେ ସଂକଳ୍ପକୁ ଦିବସରେ ପାଳନ କଲେ ହେବନି । ଓଡ଼ିଶା କହିଲେ ସମଗ୍ର ଅଞ୍ଚଳ । ଭାଷା ଓ ଭୂଷଣକୁ ଛାଡି ଜାତି ବଞ୍ଚି ପାରିବନି ।
Read More...

୩ ଦିନ ପରେ ସରଗରମ ହୋଇପାରେ ବିଧାନସଭା

ଭୁବନେଶ୍ୱର : ତିନି ଦିନର ଛୁଟି ପରେ ପୁଣି ସରଗରମ ହେବ ବିଧାନସଭା । ଆଜି ବିଧାନସଭାରେ କୃଷି ଓ କୃଷକ ସଶକ୍ତି କରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ବିଜ୍ଞାନ ଓ
Read More...

୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ଆଜିଠାରୁ ଅଧା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ଜୋର୍‌ରେ ପବନ ବହିବ । ୩ ଓ ୪ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହି ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବୁଧବାର ମୟୂରଭଞ୍ଜ, କେନ୍ଦୁଝର,
Read More...

୨ ସପ୍ତାହ ଭିତରେ ଲାଗୁ ହେବ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର : ବଡ଼ ଖବର, ବଡ଼ ସୂଚନା ୨ ସପ୍ତାହ ଭିତରେ ଲାଗୁ ହେବ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା’ । ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମାର ସୁଫଳ ପାଇବେ । ରାଜ୍ୟ ଭିତରେ ଓ ବାହାର ମେଡିକାଲ୍‌ରେ ମିଳିବ ଚିକିତ୍ସା ସୁବିଧା । ସତ୍ୟଭାମାପୁର କାର୍ଯ୍ୟକ୍ରମରେ
Read More...

୩୩ତମ ଏକଲବ୍ୟ ପୁରସ୍କାର ୨୦୨୫ ପାଇଁ ଦରଖାସ୍ତ ଆହ୍ୱାନ

ଭୁବନେଶ୍ୱର : ଇମ୍ଫା ଗ୍ରୁପ ଦ୍ୱାରା ପରିଚାଳିତ ‘ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବୁଲ୍ ଟ୍ରଷ୍ଟ’ ତରଫରୁ ସମ୍ମାନଜନକ ୩୩ତମ ‘ଏକଲବ୍ୟ ପୁରସ୍କାର ୨୦୨୫’ ଲାଗି ନାମାଙ୍କନ ଆହ୍ୱାନ କରାଯାଉଛି । ‘ଏକଲବ୍ୟ ପୁରସ୍କାର’ ହେଉଛି ଓଡ଼ିଶାର ଶ୍ରେଷ୍ଠ ଯୁବ କ୍ରୀଡ଼ାବିତଙ୍କ ପାଇଁ ଉଦ୍ଦିଷ୍ଟ ବାର୍ଷିକ
Read More...