Browsing Tag

bhubaneswar news

କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକର ସମସ୍ୟାକୁ ଲୋକସଭା ଓ ବିଧାନସଭାରେ ଉପସ୍ଥାପିତ କରାଯିବ

ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରର ୨୧ତମ ଅଧିବେଶନରେ ସାଂସଦ ଉଲାକା ଓ ବିଧାୟକ ବାହିନୀପତିଙ୍କ ଦୃଢେ଼ାକ୍ତି ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଇ ଆସୁଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକ ଯେଉଁଭଳି ଆର୍ଥିକ ଅନାଟନର ସମ୍ମୁଖୀନ
Read More...

‘ଗୋ ସୁଗମ’ ଜରିଆରେ ସୁବିଧାରେ ସରକାରୀ ସହାୟତା ପାଇପାରିବେ ଚାଷୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚାଷୀମାନଙ୍କ ପାଇଁ ବିଭିନ୍ନ କୃଷି ଭିତ୍ତିକ କାର୍ଯ୍ୟକୁ ଆହୁରି ସହଜ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ଗୋ ସୁଗମ' ପୋର୍ଟାଲ୍ ଲୋକାର୍ପଣ କରିବାକୁ ଯାଉଛନ୍ତି । ଏହି ପୋର୍ଟାଲ୍ ଜରିଆରେ କୃଷି ଓ ଆନୁସଙ୍ଗିକ ବିଭାଗର ବିଭିନ୍ନ ଯୋଜନାର ଲାଭ
Read More...

କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ଚାଷୀ ଆମ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ
Read More...

ରାଜ୍ୟର କୃଷକମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହା ଦ୍ୱାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ
Read More...

ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ପବିତ୍ର ଅକ୍ଷୟ ତୃତୀୟାରେ ପୂରୀରେ ଅନୁକୂଳ ହୋଇଛି ରଥ ନିର୍ମାଣ କାର୍ୟ୍ୟ । ଆଜ୍ଞାମାଳ ବିଜେ ହେବା ପରେ ପାରମ୍ପରିକ ରୀତିରେ ପୂଜାକର୍ମ ସମ୍ପନ୍ନ ସହ ଆରମ୍ଭ ହୋଇଛି ପବିତ୍ର ରଥ ନିର୍ମାଣ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୨ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଏ ପି ଶୁଭକାନ୍ତଙ୍କ ଇଂରାଜୀ ପୁସ୍ତକ ‘ପର୍ସନାଲିଟିଜ୍ ଅଫ୍‌ ଓଡ଼ିଶା’ ଉନ୍ମୋଚିତ

ଭୁବନେଶ୍ବର, (କେପିଏନ୍‌ଏସ୍‌) : ଓଡ଼ିଶାର ମହାପୁରୁଷଙ୍କୁ ନେଇ ଏ ପି ଶୁଭକାନ୍ତଙ୍କ ଇଂରାଜୀ ପୁସ୍ତକ ‘ପର୍ସନାଲିଟିଜ୍ ଅଫ୍‌ ଓଡ଼ିଶା’ ହବେଲୀ କ୍ୟାଫେ ପରିସରରେ ଉନ୍ମୋଚିତ ହୋଇଛି । ଲେଖକ ଏପି ଶୁଭକାନ୍ତ ପୁସ୍ତକ ସମ୍ପର୍କରେ ସୂଚନା ଦେଇ କହିଲେ, ଏହି ପୁସ୍ତକଟି ଓଡ଼ିଶାର ୨୧ଜଣ ବିଶିଷ୍ଟ
Read More...

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି । ସେ କହିଛନ୍ତି ଯେ, ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ
Read More...

ଅକ୍ଷୟ ତୃତୀୟା ଅବସରରେ କୃଷି ତଥା କୃଷକ ସଶକ୍ତିକରଣ ନିମନ୍ତେ ଏକାଧିକ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୃଷି ତଥା କୃଷକ ସଶକ୍ତିକରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକାଧିକ ଯୋଜନାର ଶୁଭାରମ୍ଭ କରୁଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...