Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ନାବାଳିକା ପ୍ରେମିକାଙ୍କୁ ବ୍ଲାକମେଲ କରି ବନ୍ଧାହେଲା ପ୍ରେମିକ

ଭୁବନେଶ୍ୱର, (ଶୁଶାନ୍ତ ସାହୁ) : ନାବାଳିକା ପ୍ରେମିକାଙ୍କୁ ବ୍ଲାକମେଲ କରି ବନ୍ଧାହେଲା ପ୍ରେମିକ । ଭୁବନେଶ୍ୱର ନୟାପଲ୍ଲୀ ଥାନା ପୋଲିସ ପ୍ରେମିକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତର ନାଁ ଆଶିଷ୍ ଜେନା । ସୂଚନା ମୁତାବକ, ନୟାପଲ୍ଲୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୩ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୪ ମଇ ୨୦୨୨ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାର
Read More...

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଅଂଶୁଘାତ ପ୍ରତି ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିପ୍ରେକ୍ଷୀରେ ଅଂଶୁଘାତ ପ୍ରତି ସଚେତନ ରୁହନ୍ତୁ । ଅଂଶୁଘାତରେ ପୀଡିତ ବ୍ୟକ୍ତିଙ୍କୁ ଛାଇ ଜାଗାରେ ଶୁଆଇ ରଖନ୍ତୁ । ଓଦା କନା କିମ୍ବା ଗାମୁଛାରେ ପୋଛିବା ସହ ଆବଶ୍ୟକ ସ୍ଥଳେ ମୁଣ୍ଡରେ ଥଣ୍ଡା ପାଣି ଢାଳନ୍ତୁ । ଓଆର୍‌ଏସ,
Read More...

ଆଜାଦୀ କା ଅମୃତ ମହୋତ୍ସବର ଅଂଶବିଶେଷ ଭାବେ ଓଡିଶାରେ ଆରଇସି ଦ୍ୱାରା ‘ବିଜୁଳି ଉତ୍ସବ’ ପାଳିତ

ଭୁବନେଶ୍ୱର, (ପିଆଇବି) : ସ୍ୱାଧୀନତାର ୭୫ତମ ବାର୍ଷିକ ଅବସରରେ ପାଳିତ ହେଉଥିବା ଆଜାଦି କି ଅମୃତ ମହୋତ୍ସବର ଅଂଶ ସ୍ୱରୂପ ଓଡିଶାରେ ଆର୍‌ଇସି ଲିମିଟେଡ ପକ୍ଷରୁ ‘ବିଜୁଳି ଉତ୍ସବ’ ଆୟୋଜିତ ହୋଇଯାଇଛି । ଆର୍‌ଇସି ଏକ ରାଷ୍ଟ୍ରାୟତ୍ତ କମ୍ପାନୀ ଏବଂ ଏହା ଶକ୍ତି ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ ରୁ ୧୮ ବର୍ଷ ମଧ୍ୟରେ ୧ ଜଣ ଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

୫ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ଜଳସେଚନ ପ୍ରକଳ୍ପ ଓ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା

ଭୁବେନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗ ଏବଂ ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବହୁମୁଖୀ ଜଳସେଚନ ପ୍ରକଳ୍ପ ଓ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି
Read More...

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ପୂର୍ବାହ୍ନରେ ରାଜଭବନ ଛକ ସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯିବ । ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ
Read More...

ପ୍ରସିଦ୍ଧ କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରସିଦ୍ଧ କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି । ଏଥି ନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ।
Read More...