Browsing Tag

bhubaneswar news

ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ

ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତି କରଣ ପାଇଁ ଭିତ୍ତିପ୍ରସ୍ତରଅପର ଲାନ୍ଥ ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତରପାଟଣାଗଡ ବାଇପାସ୍ ରୋଡ୍ ପାଇଁ ଭିତ୍ତିପ୍ରସ୍ତରପଟଣାଗଡ ଉପଖଣ୍ଡ ମେଡିକାଲ ଓ ଡାଏଲିସିସ୍ କେନ୍ଦ୍ର ଉଦ୍‌ଘାଟିତଟିଟଲାଗଡ ଡାଏଲିସିସ୍‌ କେନ୍ଦ୍ର ଉଦ୍‌ଘାଟିତପାଟଣାଗଡ ଓ ବେଲପଡା ବ୍ଲକ
Read More...

ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି । ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ
Read More...

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

ସୁଦୃଢ ପ୍ରାକପ୍ରସ୍ତୁତି ଏବଂ ଟିମ୍‌ ୱାର୍କ ଯୋଗୁ ବାତ୍ୟା ‘ଦାନା’ ମୁକାବିଲାରେ ‘ଶୂନ୍ୟ ଜୀବନହାନୀ’ ଲକ୍ଷ୍ୟ ହାସଲପ୍ରତି ଗାଁରେ ଗୋଟେ ଲେଖାଏଁ Response Teamଗଠନ କରାଯିବଗୋଟିଏ ଅତ୍ୟାଧୁନିକ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ନିର୍ମାଣ ହେବଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ
Read More...

ଭୁବନେଶ୍ୱରରେ ସେଣ୍ଟ୍ରାଲ ଡ୍ରଗ୍‌ସ ଟେଷ୍ଟିଙ୍ଗ ଲାବୋରେଟୋରୀର ଉଦ୍‌ଘାଟନ : ଯୋଗ ଓ ପ୍ରାକୃତିକ ଚିକିତ୍ସା ଅନୁସନ୍ଧାନ…

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀଡ୍ରଗ୍‌ସ ଟେଷ୍ଟିଙ୍ଗ ଲାବୋରେଟୋରୀ ଯୋଗୁ ଆମ ରାଜ୍ୟରେ ଉନ୍ନତମାନର ଔଷଧ ବିତରଣ ତ୍ୱରାନ୍ୱିତ ହୋଇପାରିବ- ମୁଖ୍ୟମନ୍ତ୍ରୀପ୍ରଧାନମନ୍ତ୍ରୀଙ୍କ ଯୋଗୁ ସାରା ବିଶ୍ୱରେ ‘ଯୋଗ’ର ଲୋକପ୍ରିୟତା ବଢିଛି- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର :
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା : ପୁର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେଉଛି ଅଶାନ୍ତ । କାଲି ସୁଦ୍ଧା ନେବ ଭୀଷଣ ବାତ୍ୟାର ରୂପ । ପାରାଦୀପ ରାଡାରକୁ ଆସିଲା ବାତ୍ୟାର ଚିତ୍ର । ବାତ୍ୟାର ରୂପ ନେଇଛି ଗଭୀର ଅବପାତ । ଦକ୍ଷିଣ ପୂର୍ବ ପାରାଦ୍ଵୀପରୁ ୫୬୦କିମି, ଦକ୍ଷିଣ
Read More...

୨୨ରୁ ପ୍ରବଳ ବର୍ଷା : ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼
Read More...

ଆଇଆଇଏସ ଶିକ୍ଷାନବୀସଙ୍କ ଓଡ଼ିଶାଗସ୍ତ : ପିଆଇବି ଭୁବନେଶ୍ୱର କାର୍ଯ୍ୟାଳୟ ପରିଦର୍ଶନ

ଭୁବନେଶ୍ୱର, (ପିଆଇବି) : ଭାରତୀୟ ସୂଚନାସେବା (ଆଇଆଇଏସ୍‌) ୨୦୨୨ ଓ ୨୦୨୩ ବ୍ୟାଚର ୮ ଜଣ ଶିକ୍ଷାନବୀସ ପ୍ରଶିକ୍ଷଣ ଭ୍ରମଣ କାର୍ଯ୍ୟକ୍ରମ ଅନ୍ତର୍ଗତ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେମାନେ ଭୁବନେଶ୍ୱରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଅନୁଷ୍ଠାନ
Read More...

‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ

୫ ହଜାର ଟଙ୍କା ଲେଖାଏ ପାଇଲେ ୩୫ ଲକ୍ଷରୁ ଅଧିକ ମହିଳା୧୭୫୦ କୋଟି ଟଙ୍କା ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତରପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟକୁ ମିଶାଇ ସମୁଦାୟ ୬୦ ଲକ୍ଷରୁ ଅଧିକ ମହିଳା ପାଇଲେ ‘ସୁଭଦ୍ରା’ ସହାୟତାବର୍ତ୍ତମାନ ସୁଦ୍ଧା ୩ ହଜାର କୋଟି ଟଙ୍କାର ସହାୟତାଆଜି ପର୍ଯ୍ୟନ୍ତ ୧ କୋଟି ୬୦
Read More...

ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ପିଛିଲା ଭାବେ ୨୦୨୪ ଜାନୁଆରୀ ୧ରୁ ଲାଗୁ ହେବ ଭୁବନେଶ୍ୱର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର
Read More...

ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି

ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଦାନ କରିବେ ଦ୍ଵିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିଅପଡେଟ ଖବର ପାଇଁ ଅଫିସିଆଲ ସୁଭଦ୍ରା ୱେବସାଇଟ ଓ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ବା ଟୋଲ ଫ୍ରୀ ନମ୍ବର (୧୪୬୭୮)ରେ କଲ କରନ୍ତୁ । ଭୁବନେଶ୍ୱର : ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର
Read More...