ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତା ଦେଖା
ଭୁବନେଶ୍ୱର : ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ବୁଧବାର ଅର୍ଥାତ୍ ଏପ୍ରିଲ ୨ ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ । ମେ ୧୫ସୁଦ୍ଧା ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ, ଏଥିପାଇଁ!-->…
Read More...
Read More...