Browsing Tag

bhubaneswar news

ଜାଲ୍ ଦିବ୍ୟାଙ୍ଗ ସାର୍ଟିଫିକେଟ ଦେଇ କଲେଜରେ ଆଡମିଶନ ଅଭିଯୋଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ବରରେ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇ କଲେଜରେ ଆଡମିସନ୍ ଘଟଣା ପଦାକୁ ଆସିଛି । ଗତ ତିନି ବର୍ଷର ତଥ୍ୟ ଯାଞ୍ଚ କରିବା ପରେ ବିଜେବି କଲେଜରେ ୮ଜଣ ଛାତ୍ରଛାତ୍ରୀ ଜାଲ୍ ସାର୍ଟିଫିକେଟ ଦେଇ ଆଡମିସନ୍ କରିଥିବା କର୍ତ୍ତୃପକ୍ଷ ଜାଣିବାକୁ ପାଇଛନ୍ତି ।
Read More...

ଜେଇଇ ମେନ୍‌ ପଞ୍ଜୀକରଣ ଆଜି ଅନ୍ତିମ ଦିନରେ : ଏପ୍ରିଲ୍‌ ୨୧ରୁ ସେସନ୍‌-୧ ଜେଇଇ ମେନ୍‌ ପରୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୨ ପାଇଁ ପଞ୍ଜୀକରଣ ଶେଷ ହେବ । ନ୍ୟାସ୍‌ନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ କରାଯାଉଥିବା ଏହି ପରୀକ୍ଷାରେ ଚଳିତଥର ନେଗେଟିଭ୍‌ ମାର୍କିଂ ରହିବ । ଛାତ୍ରଛାତ୍ରୀ ଇଂରାଜୀ, ହିନ୍ଦୀ, ଗୁଜରାଟୀ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ
Read More...

ଏପ୍ରିଲ ୧୬, ୧୭ ଓ ୧୮ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ରାଷ୍ଟ୍ରୀୟ ଅଧିବେଶନ : ରବି ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ୨୧ତମ ରାଷ୍ଟ୍ରୀୟ ଅଧିବେଶନ ଆସନ୍ତା ଏପ୍ରିଲ ୧୬, ୧୭ ଓ ୧୮ ତିନିଦିନ ଧରି କୋରାପୁଟର ଜୟପୁର ସ୍ଥିତ ଏମଏସ୍‌ ସ୍ୱାମୀନାଥନ କୃଷି ଗବେଷଣା କେନ୍ଦ୍ର ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସଂଗଠନର ସଭାପତି ରବି
Read More...

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

ଏହି ଦିବସକୁ ପୂର୍ଣ୍ଣ ମର୍ଯ୍ୟାଦାର ସହ ପାଳନ କରିବାକୁ ଉନ୍ନୟନ କମିଶନରଙ୍କ ନିର୍ଦ୍ଦେଶବିଧାନସଭା ସୌଧ ସମ୍ମୁଖରେ ହେବ ସାମୁହିକ ପ୍ୟାରେଡ୍ଉତ୍କଳ ମଣ୍ଡପରେ ଆୟୋଜିତ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଏପ୍ରିଲ ୧୩ ତାରିଖ ଦିନ ରାଜଧାନୀ
Read More...

ଓଡ଼ିଶା ଉଠା ଜଳସେଚନ ନିଗମକୁ ଜାତୀୟସ୍ତରରେ ‘ୱାଟର୍ ଡାଇଜେଷ୍ଟ ୱାଟର୍ ଆୱାର୍ଡ୍ସ’ରେ ସମ୍ମାନିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶ୍ରେଷ୍ଠ ଗୋଷ୍ଠୀ ଉଠା ଜଳସେଚନ ପ୍ରକଳ୍ପ ପାଇଁ ଓଡ଼ିଶା ଉଠା ଜଳସେଚନ ନିଗମକୁ ଜାତୀୟସ୍ତରରେ 'ୱାଟର୍ ଡାଇଜେଷ୍ଟ ୱାଟର୍ ଆୱାର୍ଡ୍ସ'ରେ ସମ୍ମାନିତ କରାଯାଇଛି । ସ୍ୱଳ୍ପ ବ୍ୟୟରେ ପ୍ରକଳ୍ପର ସଫଳ କାର୍ଯ୍ୟାନ୍ଵୟନ ଦ୍ୱାରା ଚାଷୀଙ୍କ ଉତ୍ପାଦନ ବୃଦ୍ଧି ସହ
Read More...

ସ୍ୱାଧୀନତା ସଂଗ୍ରାମୀ ତଥା ବିପ୍ଲବୀ ରଘୁ-ଦିବାକର ଶହୀଦ୍ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ବିପ୍ଲବୀ ରଘୁ-ଦିବାକର ଶହୀଦ୍ ଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶହୀଦ୍ ଦିବସ ପାଳନ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ
Read More...

ଜମି ବିବାଦକୁ ନେଇ ଗୁଳିକାଣ୍ଡ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ଧଉଳି ଥାନା ଅଧୀନରେ ଜମି ବିବାଦକୁ ନେଇ ଗୁଳିମାଡ଼ । ଜମି ବିବାଦକୁ ନେଇ ଗଣ୍ଡଗୋଳ ହୋଇ ଗୁଳିମାଡ଼ ହୋଇଛି । ଗୁଳି ମାଡ଼ରୁ ଶିଶୁପାଳଗଡ଼ର ରବି ପାତ୍ର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଗୁଳିମାଡ଼ କରିଥିବା ସୁଶାନ୍ତ ଚମ୍ପତିଙ୍କୁ ପୋଲିସ ଗିରଫ କରି
Read More...

ପ୍ରକାଶ ପାଇଲା ଆଦର୍ଶ ବିଦ୍ୟାଳୟ ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀ ନାମଲେଖା ଲାଗି ପ୍ରବେଶିକା ପରୀକ୍ଷାଫଳ ଗତକାଲି ସନ୍ଧ୍ୟାରେ ପ୍ରକାଶ ପାଇଛି । ଛାତ୍ରଛାତ୍ରୀ ଗତ ମାର୍ଚ୍ଚ ୫ରେ ପ୍ରବେଶିକା ପରୀକ୍ଷା ଦେଇଥିଲେ । ଛାତ୍ରଛାତ୍ରୀ ସେମାନଙ୍କ ରେଜଲ୍ଟ ସହ ନାମଲେଖା
Read More...