Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ
Read More...

୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ଓ ରାଜଧାନୀ ମହୋତ୍ସବ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସୋମବାର କ୍ୟାପିଟାଲ ହାଇସ୍କୁଲ୍‌-ୟୁନିଟ୍-୩ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଉତ୍ସବ କମିଟିର ଅଧ୍ୟକ୍ଷ ତଥା ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ ମହାପାତ୍ରଙ୍କ ଅଧ୍ୟକ୍ଷତାରେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ
Read More...

ଭିନ୍ନକ୍ଷମ ଲୁକାୟିତ ପ୍ରତିଭାଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ପାଇଁ ଉଦ୍ୟମ ଆରମ୍ଭ କରିଛି ଜଜବା : ୨୦ ଜଣ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭିନ୍ନକ୍ଷମ ହେଲେ ବି ଆମେ ସକ୍ଷମ । ଏଭଳି କିଛି ଭିନ୍ନକ୍ଷମ ଅଛନ୍ତି ଯେଉଁମାନେ ସମାଜରେ ମୁଖ୍ୟ ସ୍ରୋତରେ ଏବେ ସାମିଲ ହୋଇ ନିଜର ପ୍ରତିଭାକୁ ବିକଶିତ କରିପାରିଛନ୍ତି । ଏଭଳି ପ୍ରତିଭାଙ୍କୁ ଆହୁରି ଆଗକୁ ନେବା ଓ ତାଙ୍କ ମୁହଁରେ ହସ ଫୁଟାଇବା ସହ ଅଧିକ
Read More...

୨୦୨୧-୨୨ ଆର୍ଥିକ ବର୍ଷରେ ରାଜସ୍ୱ ସଂଗ୍ରହରେ ୨୭% ସାମଗ୍ରିକ ଅଭିବୃଦ୍ଧି ରେକର୍ଡ କଲା କେନ୍ଦ୍ରୀୟ ଜିଏସଟି, କେନ୍ଦ୍ରୀୟ…

ଭୁବନେଶ୍ୱର, (ପିଆଇବି) : ୨୦୨୧-୨୨ ଆର୍ଥିକ ବର୍ଷରେ ରାଜସ୍ୱ ସଂଗ୍ରହ କ୍ଷେତ୍ରରେ ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ଜିଏସ୍‌ଟି, କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ ଜୋନ୍ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି । ମାର୍ଚ୍ଚ ୨୦୨୨ ସୁଦ୍ଧା ମୋଟ୍ ରାଜସ୍ୱ ସଂଗ୍ରହ ପରିମାଣ ୫୦,୯୭୮ କୋଟି ଟଙ୍କା
Read More...

ବ୍ରାଉନସୁଗାର ପାଇଁ ଦୁଇ ସାଙ୍ଗକୁ ଜାଳିଦେଲା ନିଶାସକ୍ତ ସାଙ୍ଗ

ଭୁବନେଶ୍ୱର/ବାରଙ୍ଗ : ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ବଙ୍ଗାଳି ସାହିରେ ବ୍ରାଉନସୁଗର ପାଇଁ ତୁମୁଳ କାଣ୍ଡ ଘଟାଇଛନ୍ତି ଜଣେ ନିଶାସକ୍ତ ଯୁବକ । ଦୁଇ ଜଣ ସାଙ୍ଗକୁ ପେଟ୍ରୋଲ ପକାଇ ଜାଳି ଦେଇଥିବା ଅଭିଯୋଗ । ଦୁଇ ଜଣ ପେଟ୍ରୋଲ ନିଆଁରେ ପୋଡି ହୋଇ ଗୁରୁତର ହୋଇଥିବା ବେଳେ ଉଭୟଙ୍କୁ ଚିକିତ୍ସା ପାଇଁ
Read More...

ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର କଳାଭୂମି ପରିସରରେ ନିର୍ମିତ ଶ୍ରୀଜଗନ୍ନାଥ ସଂସ୍କୃତି କଳାକୃତି ଗ୍ୟାଲେରୀର ଲୋକାର୍ପଣ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ
Read More...

ଏପ୍ରିଲ୍ ୨ରୁ ସକାଳୁଆ ସ୍କୁଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ୍ ୨ରୁ ସକାଳୁଆ ସ୍କୁଲ୍ ଖୋଲାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପ୍ରଥମରୁ ୮ମ ଶ୍ରେଣୀ ପିଲାଙ୍କ ପାଠପଢା ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ଏବଂ ୯ମ ଓ ୧୦ମ ଶ୍ରେଣୀ ପିଲାଙ୍କ
Read More...

ଚାଷ ଓ ଚାଷୀଙ୍କ ଉନ୍ନତିକୁ ପ୍ରାଥମିକତା ଦେଇ ଚଳିତ କୃଷି ବଜେଟରେ ୨୦,୩୪୪ କୋଟି ଆବଣ୍ଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚାଷ ଓ ଚାଷୀଙ୍କ ଉନ୍ନତିକୁ ପ୍ରାଥମିକତା ଦେଇ ଚଳିତ କୃଷି ବଜେଟରେ ରାଜ୍ୟ ସରକାର ଗତ ବର୍ଷ ତୁଳନାରେ ୧୭% ଅଧିକ ମୋଟ ୨୦,୩୪୪ କୋଟି ଆବଣ୍ଟିତ କରିଛନ୍ତି । ଏଥିରେ ପ୍ରମୁଖ କ୍ଷେତ୍ର ଭାବେ ‘କାଳିଆ’ ଯୋଜନା ପାଇଁ ୧,୮୭୪ କୋଟି ଓ ‘ଶସ୍ୟ ଉତ୍ପାଦନ ପରିଚାଳନା’
Read More...