Browsing Tag

bhubaneswar news

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୭ମ ବେତନ କମିଶନ ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ । ୭ମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦
Read More...

‘ସମଲେଇ’ ଯୋଜନା ପାଇଁ ଖର୍ଚ୍ଚ ଆବଣ୍ଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମା’ ସମଲେଶ୍ଵରୀ ମନ୍ଦିର କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟ ବୈଠକରେ ୧୧୪.୨୦ କୋଟି ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପରେ ପର୍ୟ୍ୟଟକଙ୍କ ପାଇଁ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ସହ ମନ୍ଦିର ପରିସରର ଭିତ୍ତିଭୂମି ଓ ବିଭିନ୍ନ
Read More...

ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପଗୁଡିକର ପୁନରୁଦ୍ଧାର ଓ ଆଧୁନିକୀକରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପଗୁଡିକର ଆଧୁନିକୀକରଣ କରି ୪୨୬୫୮ ହେକ୍ଟର ସେଚାଞ୍ଚଳ ପୁନରୁଦ୍ଧାର ଓ ୭୪୪୨ ହେକ୍ଟର ଚାଷ ଜମିକୁ ଜଳସେଚନ ପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି । ଏଥିପାଇଁ ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାରେ ୮୨୩.୪୫ କୋଟିର
Read More...

ଭବାନୀପାଟଣାଠାରେ ସ୍ଥାପନ ହେବ ସରକାରୀ ଭେଷଜ ଚିକିତ୍ସାଳୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବାକୁ ଭବାନୀପାଟଣାଠାରେ ୬୫୦ ଶଯ୍ୟା ବିଶିଷ୍ଟ ସରକାରୀ ଭେଷଜ ଚିକିତ୍ସାଳୟ ସ୍ଥାପନ ପାଇଁ କ୍ୟାବିନେଟ ବୈଠକରେ ୧୬୧.୧୫ କୋଟିର ଖର୍ଚ୍ଚ ଅଟକଳ ଅନୁମୋଦିତ ହୋଇଛି। ଭେଷଜ ଶିକ୍ଷାର ପ୍ରସାର ସହ ଡାକ୍ତରୀ ଛାତ୍ରଙ୍କ
Read More...

ରାଜ୍ୟ କ୍ୟାବିନେଟ ବୈଠକରେ କୃଷି ସମୃଦ୍ଧି ପାଇଁ ୨୫୫ କୋଟି ଖର୍ଚ୍ଚ ଅଟକଳକୁ ଅନୁମୋଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚାଷ ଜମିରେ ଜଳ ବ୍ୟବହାର କ୍ଷମତା ଓ ଉତ୍ପାଦନ ବୃଦ୍ଧି ସହ ଚାଷୀଙ୍କ ଆୟ ବଢାଇବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ରାଜ୍ୟ କ୍ୟାବିନେଟ ବୈଠକରେ ୨୫୫ କୋଟି ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି । ଏହା ମାଧ୍ୟମରେ ଚାଷୀମାନଙ୍କୁ ‘ପ୍ରଧାନମନ୍ତ୍ରୀ କୃଷି
Read More...

ରାଜ୍ୟରେ ଗତ ୩୭ ଘଂଟା ମଧ୍ୟରେ ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ
Read More...

ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଶ୍ରାଦ୍ଧ ଦିବସ ଅବସରରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଶହୀଦ ଲକ୍ଷ୍ମଣ ନାଏକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ଅବସରରେ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ
Read More...

ରାଜଧାନୀରେ ଭାରତ ବନ୍ଦର ପ୍ରଭାବ

ଭୁବନେଶ୍ଵର, (ସୁଶାନ୍ତ ସାହୁ) : ରାଜଧାନୀରେ ଭାରତ ବନ୍ଦର ପ୍ରଭାବ । ଫସି ରହିଲା ଆମ୍ଵୁଲାନ୍ସ । ଜୟଦେବ ବିହାର ନିକଟରେ ଆଗକୁ ଯାଇପାରିଲାନି ଆମ୍ବୁଲାନ୍ସ । ଶେଷରେ ରାସ୍ତା ନଛାଡିବାରୁ ଫେରିଗଲା ଆମ୍ବୁଲାନ୍ସ । ସୂଚନା ଅନୁଯାୟୀ, ସୋମବାରଠୁ ୨ ଦିନିଆ ଭାରତ ବନ୍ଦ ଡାକରା ଦେଇଛି ଟ୍ରେଡ୍
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୯କୁ ବୃଦ୍ଧି ପାଇଛି । ମୃତକ ଜଣକ ପୁରୀ ଜିଲ୍ଲା ବୋଲି ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ
Read More...

ରାଜ୍ୟରେ ଗତ ୪୩ ଘଂଟା ମଧ୍ୟରେ ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୧୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ
Read More...