ସମ୍ରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ
ଭୁବନେଶ୍ୱର, (ଶୁଶାନ୍ତ ସାହୁ) : ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି । କୋଭିଡ୍ ସମୟରେ ଦେଶରେ ଯକ୍ଷ୍ମା ରୋଗୀଙ୍କ ସଂଖ୍ୟା ଆକଳନ କରି ତାଲିକାଭୁକ୍ତ କରିବା ସହ ରୋଗର ନିରାକରଣ କରିବା ଏକ ଆହ୍ୱାନ ହୋଇଛି ।!-->…
Read More...
Read More...