ପୌର ନିର୍ବାଚନ ପାଇଁ ମତଦାନ : ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ, ଜାରି ରହିଛି ମତଦାନ
ଭୁବନେଶ୍ଵର, (କେପିଏନ୍ଏସ୍) : ଆଜି ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି । ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ ହୋଇଛି । ବେଶ୍ ସୁରୁଖୁରୁ ଓ ଶାନ୍ତିଶୃଙ୍ଖଳା ସହ ମତଦାନ ଜାରି ରହିଛି । ଏସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ୟ୍ୟାଳୟରୁ ସୂଚନା ଦିଆଯାଇଛି ।
Read More...
Read More...