Browsing Tag

bhubaneswar news

ଜିଲ୍ଲାପାଳ ଓ ଏସ୍‌ପିଙ୍କ ସହ ନିର୍ବାଚନ କମିଶନଙ୍କ ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୨୪ ତାରିଖରେ ହେବାକୁ ଥିବା ପୌର ସଂସ୍ଥାଗୁଡ଼ିକର ସାଧାରଣ ନିର୍ବାଚନ ନିମନ୍ତେ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ, ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନଙ୍କ ସହ ଭିଡ଼ି କନ୍‌ଫରେନ୍ସିଂ ମାଧ୍ୟମରେ ଏକ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୦ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୪୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୪ ଜଣ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ମୃତକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୧୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ
Read More...

ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ (ଆରଓବି), ଭୁବନେଶ୍ୱର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସଭାରେ ସର୍ବପ୍ରଥମେ ଓଡ଼ିଶାର ମହିଳା ସ୍ବାଧୀନତା
Read More...

ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ତରଫରୁ ମାଗଣାରେ ଡ୍ରାଇଭିଙ୍ଗ ତାଲିମ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପରିବାରର ମଙ୍ଗ ଧରିଥିବା ମହିଳା ଏବେ ସଶକ୍ତ ହୋଇଛନ୍ତି ବିଭିନ୍ନ କ୍ଷେତ୍ରରେ । ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ମାଗଣାରେ ଡ୍ରାଇଭିଙ୍ଗ ତାଲିମ ପ୍ରଦାନ କରୁଛନ୍ତି । ଗତ ପାଞ୍ଚବର୍ଷ ମଧ୍ୟରେ ରାଜ୍ୟରେ ମହିଳା ଡ୍ରାଇଭରଙ୍କ
Read More...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୟୁକ୍ରେନରୁ ପିଲାମାନଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବନ୍ଦୋବସ୍ତ କରିଥିଲେ । ଦୁଇଟି ବସ୍‌ ଯୋଗେ ସେମାନଙ୍କୁ ଯୁଦ୍ଧ ଅଂଚଳରୁ ଉଦ୍ଧାର କରାଯାଇଥିଲା । ସେମାନଙ୍କ ପାଠପଢାରେ ଯେପରି ଅସୁବିଧା ନ ହୁଏ ସେଥିପାଇଁ ଦେଶର ମେଡିକାଲ କଲେଜରେ
Read More...

ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପିଲାମାନଙ୍କ ନିରାପଦ ଉଦ୍ଧାର ପାଇଁ ସେମାନେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ନିଜେ ବିମାନବନ୍ଦରେ ଉପସ୍ଥିତ ରହି ପିଲାମାନଙ୍କ ଭଲମନ୍ଦ ପଚାରି ବୁଝିଥିଲେ । ସେମାନେ ଆଗକୁ ଯେପରି ପାଠ ପଢିପାରିବେ, ସେଥିଲାଗି ସମସ୍ତ ପ୍ରକାର
Read More...

ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ୭୭ ଓଡିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୀର୍ଘ ୧୨ ଦିନର ଉତ୍କଣ୍ଠା ଓ ଆଶଙ୍କାର ଅନ୍ତ ଘଟିଛି । ୟୁକ୍ରେନ୍‌ରେ ପଢୁଥିବା ଓଡିଆ ଛାତ୍ରଛାତ୍ରୀଙ୍କ ପରିବାର ପାଇଁ ଆଣିଛି ଆଶ୍ୱସ୍ତି । ୟୁକ୍ରେନ୍‌ରେ ପାଠ ପଢୁଥିବା ୭୭ ଓଡିଆ ଛାତ୍ରଛାତ୍ରୀ ଗତକାଲି ରାଜ୍ୟ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥିବା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୯୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ
Read More...