Browsing Tag

bhubaneswar news

ଜୟନ୍ତୀ ଅବସରରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଜୁଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ଓଡ଼ିଶା ଏବେ ବିକାଶ ପଥରେ ଅଗ୍ରସର ହେଉଛି ବୋଲି ସେ ଟ୍ୱିଟ କରି କହିଛନ୍ତି । ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ
Read More...

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ମହାନ୍ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ବିଭାଗର ସମ୍ମିଳନୀ କକ୍ଷରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଏନେଇ ରାଜ୍ୟ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ବିଜେଡ଼ି ମେୟର ପ୍ରାର୍ଥୀଙ୍କୁ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବିଜେଡ଼ି ମେୟର ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଆଜି ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି ଯେ, ବିଜୁ ଜନତା ଦଳ
Read More...

ବ୍ରହ୍ମପୁର ମହାନଗର ପାଇଁ ବିଜେଡି ମେୟର ପ୍ରାର୍ଥୀ ହେଲେ ସଂଘମିତ୍ରା ଦଳେଇ

ତିନି ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷିତ କଲା ବିଜେଡି ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଜୁବାବୁଙ୍କ ଜନ୍ମଦିବସ ଅବସରରେ ବହୁ ଆଶାୟୀ ପ୍ରାର୍ଥୀଙ୍କ ମଧ୍ୟରେ ଏକ ସିଦ୍ଧାନ୍ତ ନେଇ ବିଜୁଜନତା ଦଳ ବ୍ରହ୍ମପୁର, ଭୁବନେଶ୍ୱର ଓ କଟକ ମହାନଗର ନିଗମ ନିମନ୍ତେ ମେୟର ପଦବୀ ପାଇଁ
Read More...

ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ବିକାଶର ବିସ୍ତୃତ ନକ୍ସା ଆଙ୍କିଥିଲେ ଏବଂ ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ
Read More...

ବିଜେଡି କାର୍ଯ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱରରେ ଥିବା ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର, ସଞ୍ଜୟ ଦାସ ବର୍ମା, ଅଶୋକ ପଣ୍ଡା, ପ୍ରସନ୍ନ ପାଟଶାଣୀଙ୍କ ସମେତ ବହୁ ବିଧାୟକ ଯୋଗ ଦେଇଥିଲେ । ଠିକ୍
Read More...

ଭଣ୍ଡ ବାବାର କଳା କାରନାମା : ଥାନାରେ ମାମଲା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭୁବନେଶ୍ୱରରେ ଜଣେ ଭଣ୍ଡ ବାବାର କଳା କାରନାମା ଲୋକ ଲୋଚନକୁ ଆସିଛି । । ଥାନାରେ ମାମଲା ପହଞ୍ଚିଛି । ସୂଚନା ଅନୁସାରେ ଖଣ୍ଡଗିରି ଡୁମୁଡୁମାର ରଘୁନାଥନଗରରେ ଏକ ମଠ ଚଳାଇବା ନାଁରେ ସରକାରୀ ଜମି ମାଡି ବସିଛନ୍ତି । ଏମିତିକି ତାଙ୍କ ନାଁରେ ମହିଳା ଓ ଶିଶୁ ଯୌନ
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ବିଜେଡି ଶିବିରରେ ପାଳନ କରାଯାଉଥିବା ଦେଖାଯାଉଛି । ତେବେ 'ଟଲ ମ୍ୟାନ'ଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଳୁକା ଶିଳ୍ପୀ ସୁଦର୍ଶନ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, କଟକ, କନ୍ଧମାଳ,
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୭ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୪ ଜଣ
Read More...