Browsing Tag

bhubaneswar news

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ରାଜନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ
Read More...

ଚିଲିକାରେ ବଣ ବିରାଡ଼ି ଗଣତି ଆରମ୍ଭ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚିଲିକା ଓ ଏହାର ଆଖପାଖ ଅଞ୍ଚଳରେ ବାସ କରୁଥିବା ବଣୁଆ ମାଛରଙ୍କା ବିରାଡ଼ିଙ୍କ ସଂଖ୍ୟା ଗଣତି ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ ଗଣତିରେ ୧୧୯ ବଣ ବିରାଡ଼ି ଦେଖିବାକୁ ମିଳିଥିଲେ । ଚଳିତ ମାସ ଦ୍ୱିତୀୟ ସପ୍ତାହ ଠାରୁ ଦ୍ୱିତୀୟ ପର୍ଯ୍ୟାୟ ଗଣତି ଆରମ୍ଭ ହେବ
Read More...

ୟୁକ୍ରେନ୍‌ରୁ ଫେରିଲେ ୬୫ ଜଣ ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର : ୟୁକ୍ରେନ୍‌ରୁ ଓଡ଼ିଶାକୁ ଫେରିଛନ୍ତି ୬୫ ଜଣ ଓଡ଼ିଆ ଛାତ୍ରଛାତ୍ରୀ । ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନିଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର
Read More...

ବେସରକାରୀ ବିଦ୍ୟାଳୟ ଗୁଡିକରେ ଗରିବ, ଆର୍ଥିକ ଅନଗ୍ରସର ଶ୍ରେଣୀ ସୁବିଧାରୁ ବଞ୍ଚିତ ୩ରୁ ୬ବର୍ଷ ୬ମାସ ପିଲାଙ୍କ ପାଇଁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିକ୍ଷା ଅଧିକାର ଆଇନ ଅଧିନରେ ନିକଟସ୍ଥ ବେସରକାରୀ ବିଦ୍ୟାଳୟ ଗୁଡିକରେ ଗରିବ, ଆର୍ଥିକ ଅନଗ୍ରସର ଶ୍ରେଣୀ ସୁବିଧାରୁ ବଞ୍ଚିତ ୩ରୁ ୬ବର୍ଷ ୬ମାସ ପିଲାଙ୍କ ପାଇଁ ନିଃଶୁଳ୍କ ନାମ ଲେଖାର ସୁବିଧା ଅଛି । ଅଧିକ ଜାଣିବା ପାଇଁ ୧୮୦୦ ୩୪୫ ୬୭୨୨ ନମ୍ବରରେ ଯୋଗାଯୋଗ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ, ଖୋର୍ଦ୍ଧ, କଟକ ଓ ମାଲକାନଗିରି ଜିଲ୍ଲାରୁ
Read More...

ପରିବହନ ବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩ ହଜାର କିମି ରାସ୍ତା ନିମନ୍ତେ ସଡକ-ସଙ୍କେତ ବା ସାଇନେଜ ବ୍ୟବସ୍ଥାର ଅଡିଟ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ଶତପ୍ରତିଶତ ସଡକ ସଙ୍କେତ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ପରିବହନ ବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩ ହଜାର କିମି ରାସ୍ତା ନିମନ୍ତେ ସଡକ-ସଙ୍କେତ ବା ସାଇନେଜ ବ୍ୟବସ୍ଥାର ଅଡିଟ୍ କରାଯିବ । ଏହା ପରେ ଆବଶ୍ୟକ ମୁତାବକ ସୂଚନା ସଙ୍କେତ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୧୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୩ ଜଣ
Read More...

ନିଜକୁ ସିବିଆଇ ଅଫିସର କହି ଲୋକଙ୍କୁ ଠକୁଥିଲା : କାବୁ କଲା ପୋଲିସ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ନିଜକୁ ସିବିଆଇ ଅଫିସର କହି ଲୋକଙ୍କୁ ଠକୁଥିବା ନକଲି ସିବିଆଇ ଅଫିସରକୁ ପୋଲିସ କାବୁ କରିଥିବା ଜଣାପଡିଛି । ସିବଆଇ ଅଫିସରର ମିଥ୍ୟା ପରିଚୟ ଦେଇ ଲୋକଙ୍କୁ ଠକିବା ଅଭିଯୋଗରେ ତମାଣ୍ଡୋ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପହିଛି । ଗିରଫ ହୋଇଥିବା
Read More...

ପିପିଲି ବିଡ଼ିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ପକ୍ଷରୁ ବିକ୍ଷୋଭ ଓ ଧାରଣା

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୋଟ ଗଣତିରେ ଅନିୟମିତତା ଅଭିଯୋଗ କରି ପିପିଲି ବିଡ଼ିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତକାଲି ଧାରଣା ଦେଲେ ବିଜେପି କର୍ମୀ । ସୂଚନା ଅନୁସାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବେଳେ ବୀର ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ସଭ୍ୟ ପଦ ପାଇଁ ୧୨ ନମ୍ବର
Read More...

ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ମନୋନୟନ ପ୍ରକ୍ରିୟା ଆରମ୍ଭ

ପ୍ରଥମ ଦିନରେ କର୍ପୋରେଟର ପଦବୀ ପାଇଁ ୧୯୪ ଏବଂ ମେୟର ପାଇଁ ୫ଟି ଫର୍ମ ନେଲେ ଆଶାୟୀ ପ୍ରାର୍ଥୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଆଜିଠାରୁ ଭୁବନେଶ୍ୱର ମହାନଗର ନିଗମ ସାଧାରଣ ନିର୍ବାଚନ-୨୦୨୨ ପାଇଁ ମନୋନୟନ ପ୍ରକ୍ରିୟା ଆରମ୍ଭ
Read More...