Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ ଜଣ ରହିଛନ୍ତି । ଆଉ
Read More...

ଗ୍ୟାସ୍ ଟାଙ୍କି ଫାଟିଲା, ଅଗ୍ନିକାଣ୍ଡରେ ଯୁବକ ଗୁରୁତର

ଭୁବନେଶ୍ଵର : ଭୁବନେଶ୍ୱର ସିଆର୍‌ପି ଛକ ନିକଟ ନୀଳକଣ୍ଠ ନଗରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଆଜି ସିଆର୍‌ପି ଛକ ନିକଟରେ ଥିବା ନୀଳକଣ୍ଠ ନଗରର ଗ୍ୟାସ୍ ଟାଙ୍କି ଫାଟି ଯାଇଥିଲା । ଫଳରେ ଏହି ଅଗ୍ନିକାଣ୍ଡରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି ।
Read More...

ଦୀର୍ଘ ଦୁଇବର୍ଷ ପରେ ଆଜି ରାଜ୍ୟରେ ଖୋଲିଲା ପ୍ରାଥମିକ ସ୍କୁଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୀର୍ଘ ଦୁଇବର୍ଷ ପରେ ଆଜି ରାଜ୍ୟରେ ପ୍ରାଥମିକ ସ୍କୁଲ୍ ଖୋଲୁଛି । ଏଥି ପାଇଁ @SMEOdisha ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ବେଲୁନ୍ ଓ ଫୁଲମାଳ ସହ ସଜା ଯାଇଛି ସ୍କୁଲା । ଏଥି ପୂର୍ବରୁ ଅଧିକାରୀମାନେ ଶିକ୍ଷାନୁଷ୍ଠାନ ଗସ୍ତ କରି ସ୍ଥିତି ସମୀକ୍ଷା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୪ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୧୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮ ଜଣ
Read More...

ଗୌତମ ନଗର ଠାରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ଗୌତମ ନଗର ଠାରେ ଗତକାଲି ଅଷ୍ଟପ୍ରହର ନାମଯଜ୍ଞ ମହାସମାରୋହରେ କୋଭିଡ୍‌ କଟକଣା ଅନୁପାଳନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ନାମଯଜ୍ଞ ୩ ଦିନ ଧରି ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ନାମଯଜ୍ଞର କାର୍ଯ୍ୟସୂଚୀ ଅନୁଯାୟୀ ତା. ୨୬/୦୨/୨୨ରିଖ ଶନିବାର
Read More...

ହାତୀ ଦାନ୍ତ ଚୋରା ଚାଲାଣକାରୀକୁ ଗିରଫ କଲା ଏସ୍‌ଟିଏଫ୍‌ : ୨ଟି ହାତୀ ଦାନ୍ତ ଜବତ

ଭୁବନେଶ୍ଵର : ହାତୀ ଦାନ୍ତ ଚୋରା ଚାଲାଣକାରୀକୁ ଗିରଫ କରିଛି ଏସ୍‌ଟିଏଫ୍‌ ଟିମ୍‌ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା କରଞ୍ଜିଆ ବନ ବିଭାଗ ସହାୟତାରେ କରଞ୍ଜିଆ ରାସ୍ତାର ପତୁଙ୍ଗ ଗାଁ ରାସ୍ତା କଡରେ ଡିଲ୍ ବେଳେ ରମାକାନ୍ତ ପ୍ରଧାନକୁ ଗିରଫ କରିଛି ଏସ୍‌ଟିଏଫ୍‌ ଟିମ୍ । ୫
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୬୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ,
Read More...

ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟ୍ରାଫିକ୍ ଛକରେ ମୋବାଇଲ୍‌ରେ କଥା ହେବା, ଭିଡିଓ ଦେଖିବା ତଥା ଚାଟିଙ୍ଗ୍ କରିବା ଇତ୍ୟାଦି ବାରଣ କରାଯାଇଛି । ସେହିପରି ଇଅରଫୋନ୍ ଲଗାଇ ଡ୍ରାଇଭିଙ୍ଗ କରିବା ମଧ୍ୟ ନିଷେଧ କରାଯାଇଛି । ଦୁର୍ଘଟଣା ରୋକିବା ପାଇଁ ଏହିଭଳି କଟକଣା ଜାରି କରାଯାଇଛି । ଏନେଇ ରାଜ୍ୟ
Read More...

କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କ ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କ ସମେତ ଏକ ପ୍ରତିନିଧିଦଳ ଗତକାଲି ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରି ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ଖୁସି ବ୍ୟକ୍ତ କରିଛନ୍ତି । ରାଷ୍ଟ୍ରୀୟ ଖଣିଜ ନିଗମ ସିଏମ୍‌ଡି ସୁମିତ୍ ଦେବ୍ ଏବଂ ସିଇଓ
Read More...

ଆଚାର୍ଯ୍ୟ ହରିହର ଦାସଙ୍କ ୧୪୪ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସତ୍ୟବାଦୀ ଯୁଗର ଅନ୍ୟତମ ଶ୍ରେଷ୍ଠ ସାଧକ, ସମାଜ ସଂସ୍କାରକ, ପୂଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ୧୪୪ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।
Read More...