Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୨୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ
Read More...

ଅଧ୍ୟାପକ ଡ. ଶୁଭ୍ରାଂଶୁ ପଟ୍ଟନାୟକଙ୍କ ରଚିତ ପୁସ୍ତକ ”ଦି ଆଇଡେଣ୍ଟିଟି ଅଫ୍ ଓଡ଼ିଶା’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜଭବନରେ ଅଧ୍ୟାପକ ଡ. ଶୁଭ୍ରାଂଶୁ ପଟ୍ଟନାୟକଙ୍କ ରଚିତ ପୁସ୍ତକ ''ଦି ଆଇଡେଣ୍ଟିଟି ଅଫ୍ ଓଡ଼ିଶା (୧୯୦୦-୫୬)'' ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ପୁସ୍ତକରେ ଓଡ଼ିଶାର ବୀର ଏବଂ ଓଡ଼ିଶାର ଆର୍ଥିକ, ଶିକ୍ଷା, ସଂସ୍କାର
Read More...

କର୍ମଚାରୀ ରାଜ୍ୟ ବୀମା ନିଗମର ୭୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କର୍ମଚାରୀ ରାଜ୍ୟ ବୀମା ନିଗମ ପକ୍ଷରୁ ୭୦ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ନିର୍ଦ୍ଦେଶକ ପାର୍ଥସାରଥୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ଅତିଥି ଭାବେ
Read More...

ଆଜିଠୁ ପଞ୍ଚାୟତ ଭୋଟ୍‌ ଗଣତି ଆରମ୍ଭ : ପ୍ରଥମ ଦିନ ୩୧୫ ଜିଲ୍ଲା ପରିଷଦ ଜୋନ୍‌ ଗଣନା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠୁ ୩ ଦିନ ଧରି ଚାଲିବ ଭୋଟ୍‌ ଗଣତି । ୨୬, ୨୭ ଓ ୨୮ ତାରିଖ ତିନିଦିନ ଧରି ଗଣତି ପ୍ରକ୍ରିୟା ଚାଲିବ । ବ୍ଲକ୍‌ସ୍ତରରେ ଗୋଟିଏ ଗୋଟିଏ ୱାର୍ଡର କାଉଣ୍ଟିଂ ସରିବା ପରେ ମାଇକ୍‌ ମାଧ୍ୟମରେ ଫଳାଫଳ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ଏନେଇ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୭୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ
Read More...

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀ ଦାସ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ
Read More...

ୟୁକ୍ରେନରେ ଫସି ରହିଥିବା ଓଡିଆ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ…

ଭୁବନେଶ୍ୱର : ୟୁକ୍ରେନ ଉପରେ ରୁଷର ସାମରିକ ଆକ୍ରମଣ ପରେ ସେଠାରେ ଫସି ରହିଥିବା ଓଡିଆ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ପୂର୍ବରୁ ସ୍ୱରାଷ୍ଟ୍ର ମନ୍ତ୍ରୀ
Read More...

ଓଏସ୍‌ଏପି ସପ୍ତମ ବାଟାଲିୟନ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶାହା ଚାରିଟେବୁଲ ଟ୍ରଷ୍ଟ ସୌଜନ୍ୟରେ ଓଏସଏପି ସପ୍ତମ ବାଟାଲିୟନ ପରିସରରେ ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଯାଇଛି । ସପ୍ତମ ବାଟାଲିୟନ, ଭୁବନେଶ୍ୱର କ୍ୟାମ୍ପସ ପରିସରରେ ସମସ୍ତ ସିପାହୀ ଏହି ଚାରାରୋପଣ କାର୍ଯ୍ୟକ୍ରମରେ
Read More...

୬୪ କିଲୋ ଗଞ୍ଜେଇ ଜବତ ସହ ୧ ଗିରଫ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭୁବନେଶ୍ୱର ରେଳ ଷ୍ଟେସନରୁ ରେଳବାଇ ଥାନା ପୁଲିସ ୬୪ କିଲୋ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତଙ୍କ ନାମ ରୋହିତ ସେ ଦିଲ୍ଲୀ ବାସିନ୍ଦା ବୋଲି ଜଣାପଡିଛି । ସେ ରାଜସ୍ଥାନର ଜୟପୁରକୁ ଗଞ୍ଜେଇ ଚାଲାଣ
Read More...