Browsing Tag

bhubaneswar news

ଭଣ୍ଡ ବାବାର କଳା କାରନାମା : ଥାନାରେ ମାମଲା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭୁବନେଶ୍ୱରରେ ଜଣେ ଭଣ୍ଡ ବାବାର କଳା କାରନାମା ଲୋକ ଲୋଚନକୁ ଆସିଛି । । ଥାନାରେ ମାମଲା ପହଞ୍ଚିଛି । ସୂଚନା ଅନୁସାରେ ଖଣ୍ଡଗିରି ଡୁମୁଡୁମାର ରଘୁନାଥନଗରରେ ଏକ ମଠ ଚଳାଇବା ନାଁରେ ସରକାରୀ ଜମି ମାଡି ବସିଛନ୍ତି । ଏମିତିକି ତାଙ୍କ ନାଁରେ ମହିଳା ଓ ଶିଶୁ ଯୌନ…
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ବିଜେଡି ଶିବିରରେ ପାଳନ କରାଯାଉଥିବା ଦେଖାଯାଉଛି । ତେବେ 'ଟଲ ମ୍ୟାନ'ଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଳୁକା ଶିଳ୍ପୀ ସୁଦର୍ଶନ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, କଟକ, କନ୍ଧମାଳ,…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୭ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୪ ଜଣ…
Read More...

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ରାଜନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ…
Read More...

ଚିଲିକାରେ ବଣ ବିରାଡ଼ି ଗଣତି ଆରମ୍ଭ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚିଲିକା ଓ ଏହାର ଆଖପାଖ ଅଞ୍ଚଳରେ ବାସ କରୁଥିବା ବଣୁଆ ମାଛରଙ୍କା ବିରାଡ଼ିଙ୍କ ସଂଖ୍ୟା ଗଣତି ଆରମ୍ଭ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ ଗଣତିରେ ୧୧୯ ବଣ ବିରାଡ଼ି ଦେଖିବାକୁ ମିଳିଥିଲେ । ଚଳିତ ମାସ ଦ୍ୱିତୀୟ ସପ୍ତାହ ଠାରୁ ଦ୍ୱିତୀୟ ପର୍ଯ୍ୟାୟ ଗଣତି ଆରମ୍ଭ ହେବ…
Read More...

ୟୁକ୍ରେନ୍‌ରୁ ଫେରିଲେ ୬୫ ଜଣ ଓଡ଼ିଆ ଛାତ୍ରଛାତ୍ରୀ

ଭୁବନେଶ୍ୱର : ୟୁକ୍ରେନ୍‌ରୁ ଓଡ଼ିଶାକୁ ଫେରିଛନ୍ତି ୬୫ ଜଣ ଓଡ଼ିଆ ଛାତ୍ରଛାତ୍ରୀ । ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନିଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର…
Read More...

ବେସରକାରୀ ବିଦ୍ୟାଳୟ ଗୁଡିକରେ ଗରିବ, ଆର୍ଥିକ ଅନଗ୍ରସର ଶ୍ରେଣୀ ସୁବିଧାରୁ ବଞ୍ଚିତ ୩ରୁ ୬ବର୍ଷ ୬ମାସ ପିଲାଙ୍କ ପାଇଁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିକ୍ଷା ଅଧିକାର ଆଇନ ଅଧିନରେ ନିକଟସ୍ଥ ବେସରକାରୀ ବିଦ୍ୟାଳୟ ଗୁଡିକରେ ଗରିବ, ଆର୍ଥିକ ଅନଗ୍ରସର ଶ୍ରେଣୀ ସୁବିଧାରୁ ବଞ୍ଚିତ ୩ରୁ ୬ବର୍ଷ ୬ମାସ ପିଲାଙ୍କ ପାଇଁ ନିଃଶୁଳ୍କ ନାମ ଲେଖାର ସୁବିଧା ଅଛି । ଅଧିକ ଜାଣିବା ପାଇଁ ୧୮୦୦ ୩୪୫ ୬୭୨୨ ନମ୍ବରରେ ଯୋଗାଯୋଗ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ, ଖୋର୍ଦ୍ଧ, କଟକ ଓ ମାଲକାନଗିରି ଜିଲ୍ଲାରୁ…
Read More...

ପରିବହନ ବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩ ହଜାର କିମି ରାସ୍ତା ନିମନ୍ତେ ସଡକ-ସଙ୍କେତ ବା ସାଇନେଜ ବ୍ୟବସ୍ଥାର ଅଡିଟ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ଶତପ୍ରତିଶତ ସଡକ ସଙ୍କେତ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ପରିବହନ ବିଭାଗ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩ ହଜାର କିମି ରାସ୍ତା ନିମନ୍ତେ ସଡକ-ସଙ୍କେତ ବା ସାଇନେଜ ବ୍ୟବସ୍ଥାର ଅଡିଟ୍ କରାଯିବ । ଏହା ପରେ ଆବଶ୍ୟକ ମୁତାବକ ସୂଚନା ସଙ୍କେତ…
Read More...