Browsing Tag

bhubaneswar news

୬ ପରେ ତାତିରେ ଲାଗିପାରେ ବ୍ରେକ

ଭୁବନେଶ୍ୱର : ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଲାଗି ରହିଛି । ଆଗାମୀ ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି । ଗତକାଲି ୪୫ଡ଼ିଗ୍ରୀ ସହ ବଲାଙ୍ଗିର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା ।
Read More...

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର : ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ । ଖଣ୍ଡପଡ଼ା ବିଧାନସଭା ଆସନରୁ ଟିକେଟ୍ ଆଶାୟୀ ଥିଲେ ଅନୁଭବ । ତେବେ ଦଳ ତାଙ୍କୁ ଟିକେଟ୍ ନ ଦେଇ ସାବିତ୍ରୀ ପ୍ରଧାନଙ୍କୁ ଟିକେଟ୍‌ ଦେଇଛି । ଯାହାଫଳରେ ଅସନ୍ତୋଷ ପ୍ରକାଶ କରି ଦଳରୁ ଇସ୍ତଫା ଦେଇଛନ୍ତି
Read More...

ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର ପାରଦ ୩୭ ଡିଗ୍ରୀ ପାର୍‌

ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ରାଜ୍ୟବାସୀ ଅସ୍ତବ୍ୟସ୍ତ । ଗତ ୧୫ ଦିନ ହେଲାଣି କଲବଲ କରୁଛି ତାତି । ଆସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର ଗକୁ ଆହୁରି ତିନି ଦିନ ଆକାଶରୁ ବର୍ଷିବ ନିଆଁ ହୁଳା । ଗୁଳୁଗୁଳି ଯୋଗୁଁ ଅସହ୍ୟ ହେଉଛି ସ୍ଥିତି । ସକାଳ ସାଢ଼େ ୮ଟା ସୁଦ୍ଧା ତାଳଚେରର ପାରଦ
Read More...

ଜାରି ରହିବ ମୁଣ୍ଡଫଟା ଖରା

ଭୁବନେଶ୍ୱର : ଭୀଷଣ ହେଉଛି ଗ୍ରୀଷ୍ମକୋପ । ଆକାଶରୁ ହେଉଛି ଅଗ୍ନିବର୍ଷା । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେ ସବୁ ହେଲା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ,
Read More...

ରାଜଧାନୀରୁ ୭୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର : ରାଜଧାନୀରୁ ବିପୁଳ ଟଙ୍କା ଜବତ । ଗୋଟିଏ ଦିନରେ ଭୁବନେଶ୍ୱରରୁ ଜବତ ହେଲା ୭୫ ଲକ୍ଷର ନଗଦ ଟଙ୍କା । ଏତେ ପରିମାଣର ଟଙ୍କା ଜବତ ପରେ ତଦନ୍ତ କରୁଛି ଆୟକର ବିଭାଗ । ମଙ୍ଗଳବାର ଦିନ ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ ହୋଇଛି ପୁଳା ପୁଳା ଟଙ୍କା । ଦୁଇ ଜଣ ବ୍ୟକ୍ତିଙ୍କ ଲଗେଜରୁ ଏହି
Read More...

ଆକାଶରୁ ବର୍ଷୁଛି ନିଆଁ : ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର : ଆଜିଠୁ ଆହୁରି ଅସମ୍ଭାଳ ହେବ ଗ୍ରୀଷ୍ମପ୍ରବାହ । ସାରା ଓଡ଼ିଶାରେ ଆଜି ବି ଉପରମୁହାଁ ହୋଇ ରହିବ ତାପମାତ୍ରା । ଗତକାଲି ରାଜ୍ୟର ୪ ସହରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିବାବେଳେ, ୪୪.୮ ଡିଗ୍ରୀ ସହ ବାରିପଦା ଥିଲା ସର୍ବାଧିକ ଉତ୍ତପ୍ତ ସହର । ଏଥିସହ ଅନୁଗୁଳରେ ୪୪.୩, ବୌଦ୍ଧରେ
Read More...

ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ : ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର : ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ । ପ୍ରଚଣ୍ଡ ହେଲାଣି ତାତି । ଗତକାଲି ରାଜ୍ୟର ୩୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀକୁ ଟପିଥିବାବେଳେ ତା’ମଧ୍ୟରୁ ୪ଟି ସହରର ପାରଦ ୪୪ ପାର୍ କରିଥିଲା । ୪୪.୬ ଡିଗ୍ରୀ ସହ ଅନୁଗୁଳରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ତା ପଛକୁ ବୌଦ୍ଧରେ
Read More...

ଆହୁରି ବଢିବ ତାତି : ୪-୬ ଡିଗ୍ରୀ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର : ଆହୁରି ବଢିବ ତାତି । ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଏଥିସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିବାର ସମ୍ଭାବନା ରହିଛି । କାଳବୈଶାଖୀ ପାଇଁ ତାତିରୁ ଦୁଇ ଦିନ ହେଲା ସାମାନ୍ୟ ଆଶ୍ୱସ୍ତି
Read More...

ରାଜଧାନୀ ପାଲଟିଲା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର : ସାରା ରାଜ୍ୟରେ ଅସହ୍ୟ ତାତି । ତାତିରେ ଆଉଟୁ ପାଉଟୁ ସାରା ଓଡ଼ିଶା । ତେବେ ସବୁଠୁ ଅଧିକ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର । ତେବେ ୪୩.୮ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ୱର ।
Read More...

ଆସନ୍ତା ଦୁଇଦିନ ଗୁଳୁଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ

ଭୁବନେଶ୍ୱର : ତାତିରୁ ମିଳିବନି ତ୍ରାହି । ଆଜି ବି ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । ତେବେ ଆସନ୍ତା ୨ ଦିନ ଅର୍ଥାତ୍ ୨୩ ଓ ୨୪ ତାରିଖରେ ହିଟୱେଭ୍ ନରହିଲେ ବି ଖରା ଓ ଗୁଳୁଗୁଳି ଜୀବନଯାତ୍ରାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । ସମସ୍ତ ଉପକୂଳବର୍ତ୍ତୀ ଓ ଆଖପାଖ ଜିଲ୍ଲାରେ
Read More...