Browsing Tag

bhubaneswar news

ଡିଜେ ଗାଡ଼ିରେ କରେଣ୍ଟ ଲାଗି ଜୀବନ ହାରିଥିଲେ ୨ ଜଣ, ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର : ଗତ ୧୪ ତାରିଖରେ ତିହିଡ଼ି ଥାନା ହାଟୁଆରୀ ଗ୍ରାମରେ ପାଟୁଆ ଶୋଭାଯାତ୍ରା ସମୟରେ ଘଟିଥିଲା ଅଘଟଣ । ଡିଜେ ଗାଡ଼ିରେ ୧୧ କେଭି ତାର ଲାଗି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ୨ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଦୁଇ ଜଣ ଯୁବକ ହାଟୁଆରୀ ଗ୍ରାମର ବୋଲି ସୂଚନା ମିଳିଛି…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ…

ସର୍ବନିମ୍ନ ମାସିକ ପାରିଶ୍ରମିକ ୩୦ ହଜାରରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ଭୁବନେଶ୍ୱର : ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି । ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର…
Read More...

ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଗତ ୧୪ ତାରିଖରୁ ହୋଇଥିଲେ ନିଖୋଜ । ରାସ୍ତା କଡ ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ । ମୃତକ ବସ୍ତମପୁର ଗ୍ରାମର ଭାରତ କହଁର ବୋଲି ଜଣାପଡ଼ିଛି । ତାଙ୍କୁ କେହି ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ…
Read More...

ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼

ଭୁବନେଶ୍ୱର : ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼ । ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ । ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅନ୍ତର୍ଗତ କାଁପଡ଼ା ଗାଁରେ ଏଭଳି ଘଟଣା…
Read More...

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ : ଗଣଶିକ୍ଷା ବିଭାଗରୁ ପ୍ରକାଶ

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ…

୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ପାଇଁ ସୁଧ ଦେବାକୁ ପଡିବ ନାହିଁ ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ…
Read More...

ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ । ଭୁବନେଶ୍ୱର ପଟିଆ ସବରବନ୍‌ ଇଣ୍ଡଷ୍ଟ୍ରିରେ ଲାଗିଛି ନିଆଁ । ଏହି ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି । ଖବର ଅନୁଯାୟୀ, ସୋମବାର ଦିନ ସକାଳ ସମୟରେ ପଟିଆ ସ୍ଥିତ ସବରବନ୍‌ ଇଣ୍ଡଷ୍ଟ୍ରିରେ ହଠାତ୍‌…
Read More...

ଅପ୍ରେଲ ୧୫ରୁ ଆରମ୍ଭ ହେଉଛି ଚିନ୍ତା ଓ ଚେତନାର ୪୮ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ

ଭୁବନେଶ୍ୱର, (କେପିଏନ୍‌ଏନ୍‌) : ରାଜ୍ୟର ପୁରାତନ ସାଂସ୍କୃତିକ ଓ ସମାଜସେବା ଅନୁଷ୍ଠାନ ଚିନ୍ତା ଓ ଚେତନା ଏବଂ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ମିଳିତ ଆନୁକୂଲ୍ୟରେ ଓଡ଼ିଆ ନବବର୍ଷ ପାଳନ ମହୋତ୍ସବର ଅନନ୍ୟ ମହକ ୪୮ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ୨୦୨୫, ରବିନ୍ଦ୍ର ମଣ୍ଡପଠାରେ ଅପ୍ରେଲ ୧୫ରୁ…
Read More...

ଗଛ ପଡି ଫାଟିଲା ନାବାଳକର ମୁଣ୍ଡ

ଭୁବନେଶ୍ୱର : ରାତିରେ ଶୋଇଥିବା ଅବସ୍ଥାରେ ତାଣ୍ଡବ ରଚିଲା କାଳବୈଶାଖୀ । ଘର ଉପରେ ଭାଙ୍ଗି ପଡ଼ିଲା ବିରାଟ ଗଛ । ଘର ଭିତରେ ଶୋଇଥିବା ନାବାଳକ ଗୁରୁତର ଆହତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ପରିବାର ଲୋକେ । କପ୍ତିପଦା ଥାନା କୁଲାସାହି ଅଞ୍ଚଳରେ ଏବଳି ଘଟଣା ଘଟିଛି । ସୂଚନା ମୁତାବକ,…
Read More...

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା

ଭୁବନେଶ୍ୱର : ରାଜ୍ୟରେ 'ଆୟୁଷ୍ମାନ ଭାରତ' ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ । କଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । ରାଜ୍ୟର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା ସୁବିଧା । ଦେଶର ୨୯…
Read More...