Browsing Tag

bhubaneswar news

ପଞ୍ଚାୟତ ନିର୍ବାଚନର ଆଜି ଶେଷ ଲଢ଼େଇ : ମତାଧିକାର ସାବ୍ୟସ୍ତ କରିବେ ୪୧ ଲକ୍ଷ ୮୮ ହଜାର ୩୮୨ ମତଦାତା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ମତଦାନ ଅନୁଷ୍ଠିତ ହେବ ୨୫ଟି ଜିଲ୍ଲାର ୪୮ଟି ବ୍ଲକ ଅନ୍ତର୍ଗତ ୯୭୫ଟି ପଞ୍ଚାୟତରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ୧୩୧ ଜିଲ୍ଲା ପରିଷଦ ଜୋନରେ ୫୨୦ ପ୍ରାର୍ଥୀଙ୍କ ଭାଗ୍ୟ ବି ସିଲ୍‌ ହେବ ଭୋଟ ବାକ୍ସ ଭିତରେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୩୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୮୬୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ ଜଣ
Read More...

ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ପବିତ୍ର ମହାଶିବରାତ୍ରୀ ପର୍ବ ନିମନ୍ତେ ସମନ୍ୱୟ ବୈଠକ

ରାତି ୧୦ଟାରେ ଉଠିବ ମହାଦୀପକୋଭିଡ୍ କଟକଣା ଅନୁପାଳନ ମଧ୍ୟରେ ହେବ ପର୍ବଆଡକାଠ ନିକଟରେ ଶ୍ରୀ ଜୀଉଙ୍କୁ ଦର୍ଶନ କରିପାରିବେ ଭକ୍ତ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ମାର୍ଚ୍ଚ ୧ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରୀ ପର୍ବ ପାଳନ
Read More...

ଭୋଟର ତାଲିକାରେ ନାଁ ନଥିବାରୁ ବିଡିଓଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ସରକାରୀ ଅଧିକାରୀମାନଙ୍କ ଉପରେ ଆକ୍ରମଣ ମାମଲା ବଢିଚାଲିଛି । ଆଜି ଗଞ୍ଜାମ ଜିଲ୍ଲା ପାତ୍ରପୁର ବିଡ଼ିଓ ପ୍ରକାଶ ଦାସଙ୍କୁ କେତେକ ଗ୍ରାମବାସୀ ଆକ୍ରମଣ କରିବା ସହ ଅଟକ ରଖିଥିବା ସୂଚନା ମିଳିଛି । ସୂଚନା ଅନୁସାରେ
Read More...

୨୫ରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ୨୫ରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୫ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଓ ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, କଟକ
Read More...

ଆଉ ଜଣେ ବ୍ରାଉନ ସୁଗାର ମାଫିଆ ଗିରଫ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଗତକାଲି ମୋଷ୍ଟ ୱାଣ୍ଟେଡ ବ୍ରାଉନ ସୁଗାର ମାଫିଆ ଶିବ ପ୍ରସାଦ ଦାସ ଓରଫ ଶିବୁକୁ ପାହଳ ଅଞ୍ଚଳରୁ ଗିରଫ କରିଥିବା ବେଳେ ଆଜି ତା'ର ଜଣେ ସହଯୋଗୀ ପୁରୀ ଜିଲ୍ଲା ଡେଲାଙ୍ଗ ଅଞ୍ଚଳର ଏମ୍‌ଡି ରାଜାଙ୍କୁ ଗିରଫ କରାଯାଇଥିବା
Read More...

ଷ୍ଟ୍ରଙ୍ଗରୁମ୍‌ ସୁରକ୍ଷା ସଂପର୍କରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ପ୍ରତ୍ୟେକ ବ୍ଲକ୍‌ ମୁଖ୍ୟାଳୟଠାରେ ୨୬, ୨୭ ଓ ୨୮ ତାରିଖ ତିନିଦିନ ଧରି ଭୋଟଗଣତି କରାଯିବ । ଏଥି ନିମନ୍ତେ ସେଠାରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଭୋଟବାକ୍ସ ରଖିବା ପାଇଁ ଷ୍ଟ୍ରଙ୍ଗରୁମ୍‌ କରାଯାଇଛି ଓ କଡ଼ା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୪୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୩୨୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ
Read More...

ଦେବେନ୍ଦ୍ର ମିଶ୍ରଙ୍କ ଏକାଦଶାହ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ ନିମନ୍ତେ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ପ୍ରଥମ ଇଲେକ୍ସନ କମିଶନ୍ ଦେବେନ୍ଦ୍ର ମିଶ୍ରଙ୍କ ଏକାଦଶାହ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ ନିମନ୍ତେ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହା ୱିନର ଆସୋସିଏସନ୍‌ର ମୁଖ୍ୟ ଉପଦେଷ୍ଟା ଉମାନାଥ ମିଶ୍ରଙ୍କ ନେତୃତ୍ୱ ତଥା ଓଡ଼ିଶା ମୋ ପରିବାରର ମିଳିତ
Read More...