ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୟାଗଡ଼, ଦେବଗଡ଼, ବରଗଡ଼!-->…
Read More...
Read More...