Browsing Tag

bhubaneswar news

ହାତୀ ଦାନ୍ତ ଚୋରା ଚାଲାଣକାରୀକୁ ଗିରଫ କଲା ଏସ୍‌ଟିଏଫ୍‌ : ୨ଟି ହାତୀ ଦାନ୍ତ ଜବତ

ଭୁବନେଶ୍ଵର : ହାତୀ ଦାନ୍ତ ଚୋରା ଚାଲାଣକାରୀକୁ ଗିରଫ କରିଛି ଏସ୍‌ଟିଏଫ୍‌ ଟିମ୍‌ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା କରଞ୍ଜିଆ ବନ ବିଭାଗ ସହାୟତାରେ କରଞ୍ଜିଆ ରାସ୍ତାର ପତୁଙ୍ଗ ଗାଁ ରାସ୍ତା କଡରେ ଡିଲ୍ ବେଳେ ରମାକାନ୍ତ ପ୍ରଧାନକୁ ଗିରଫ କରିଛି ଏସ୍‌ଟିଏଫ୍‌ ଟିମ୍ । ୫…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୬୪ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ,…
Read More...

ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟ୍ରାଫିକ୍ ଛକରେ ମୋବାଇଲ୍‌ରେ କଥା ହେବା, ଭିଡିଓ ଦେଖିବା ତଥା ଚାଟିଙ୍ଗ୍ କରିବା ଇତ୍ୟାଦି ବାରଣ କରାଯାଇଛି । ସେହିପରି ଇଅରଫୋନ୍ ଲଗାଇ ଡ୍ରାଇଭିଙ୍ଗ କରିବା ମଧ୍ୟ ନିଷେଧ କରାଯାଇଛି । ଦୁର୍ଘଟଣା ରୋକିବା ପାଇଁ ଏହିଭଳି କଟକଣା ଜାରି କରାଯାଇଛି । ଏନେଇ ରାଜ୍ୟ…
Read More...

କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କ ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କ ସମେତ ଏକ ପ୍ରତିନିଧିଦଳ ଗତକାଲି ୱାର୍ଲ୍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରି ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ଖୁସି ବ୍ୟକ୍ତ କରିଛନ୍ତି । ରାଷ୍ଟ୍ରୀୟ ଖଣିଜ ନିଗମ ସିଏମ୍‌ଡି ସୁମିତ୍ ଦେବ୍ ଏବଂ ସିଇଓ…
Read More...

ଆଚାର୍ଯ୍ୟ ହରିହର ଦାସଙ୍କ ୧୪୪ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସତ୍ୟବାଦୀ ଯୁଗର ଅନ୍ୟତମ ଶ୍ରେଷ୍ଠ ସାଧକ, ସମାଜ ସଂସ୍କାରକ, ପୂଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ୧୪୪ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୨୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ…
Read More...

ଅଧ୍ୟାପକ ଡ. ଶୁଭ୍ରାଂଶୁ ପଟ୍ଟନାୟକଙ୍କ ରଚିତ ପୁସ୍ତକ ”ଦି ଆଇଡେଣ୍ଟିଟି ଅଫ୍ ଓଡ଼ିଶା’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜଭବନରେ ଅଧ୍ୟାପକ ଡ. ଶୁଭ୍ରାଂଶୁ ପଟ୍ଟନାୟକଙ୍କ ରଚିତ ପୁସ୍ତକ ''ଦି ଆଇଡେଣ୍ଟିଟି ଅଫ୍ ଓଡ଼ିଶା (୧୯୦୦-୫୬)'' ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ପୁସ୍ତକରେ ଓଡ଼ିଶାର ବୀର ଏବଂ ଓଡ଼ିଶାର ଆର୍ଥିକ, ଶିକ୍ଷା, ସଂସ୍କାର…
Read More...

କର୍ମଚାରୀ ରାଜ୍ୟ ବୀମା ନିଗମର ୭୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କର୍ମଚାରୀ ରାଜ୍ୟ ବୀମା ନିଗମ ପକ୍ଷରୁ ୭୦ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ନିର୍ଦ୍ଦେଶକ ପାର୍ଥସାରଥୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ଅତିଥି ଭାବେ…
Read More...

ଆଜିଠୁ ପଞ୍ଚାୟତ ଭୋଟ୍‌ ଗଣତି ଆରମ୍ଭ : ପ୍ରଥମ ଦିନ ୩୧୫ ଜିଲ୍ଲା ପରିଷଦ ଜୋନ୍‌ ଗଣନା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠୁ ୩ ଦିନ ଧରି ଚାଲିବ ଭୋଟ୍‌ ଗଣତି । ୨୬, ୨୭ ଓ ୨୮ ତାରିଖ ତିନିଦିନ ଧରି ଗଣତି ପ୍ରକ୍ରିୟା ଚାଲିବ । ବ୍ଲକ୍‌ସ୍ତରରେ ଗୋଟିଏ ଗୋଟିଏ ୱାର୍ଡର କାଉଣ୍ଟିଂ ସରିବା ପରେ ମାଇକ୍‌ ମାଧ୍ୟମରେ ଫଳାଫଳ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି । ଏନେଇ…
Read More...