ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୨୬କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୬ ଜଣ, ବାଲେଶ୍ବର, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ,!-->…
Read More...
Read More...