Browsing Tag

bhubaneswar news

କୁଆଖାଇ ନଦୀରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

ଭୁବନେଶ୍ଵର, (ସୁଶାନ୍ତ ସାହୁ) : ଭୁବନେଶ୍ଵର କୁଆଖାଇ ନଦୀରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିବା ଜଣାପଡିଛି । ତେବେ ଯୁବକ ଜଣକ କିଏ ? ତାଙ୍କ ପରିଚୟ ମିଳି ନଥିବା ବେଳେ ମୃତ୍ୟୁର କାରଣ ମଧ୍ୟ
Read More...

କୋହଳ ହେଲା କୋଭିଡ଼୍‌ କଟକଣା : ଉଠିଲା ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର : କ୍ରମାଗତ ଭାବେ କୋଭିଡ଼ ସଂକ୍ରମଣ ରାଜ୍ୟରେ ହ୍ରାସ ପାଉଥିବା ଯୋଗୁଁ କୋଭିଡ଼୍‌ କଟକଣା କୋହଳ ହୋଇଛି । ପୂର୍ବରୁ ଆସନ୍ତା ୨୮ ଫେବୃୟାରୀ ଯାଏଁ ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତି ୧୦ଟାରୁ ଭୋର୍‌ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରଯାଇଥିବା ବେଳେ ଆଜି ଠାରୁ ନାଇଟ
Read More...

ଭାରସାମ୍ୟ ହରାଇ ଫ୍ଲାଏଓଭର ବ୍ରିଜ୍‌ରୁ ଖସିପଡିଲେ ଯୁବକ

ଭୁବନେଶ୍ୱର, (ଶୁଶାନ୍ତ ସାହୁ) : ଜୟଦେବବିହାର ଫ୍ଲାଏଓଭର ବ୍ରିଜରେ ଯାଉଥିବା ଜଣେ ବାଇକ୍ ଚାଳକ ଭାରସାମ୍ୟ ହରାଇ ଗତକାଲି ପୂର୍ବାହ୍ନ ପ୍ରାୟ ୧୦ଟା ବେଳେ ତଳକୁ ଖସି ପଡ଼ିଥିବା ଜଣାପଡିଛି । ସୂଚନା ପାଇ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି କ୍ୟାପିଟାଲ୍ ହସ୍ପିଟାଲରେ
Read More...

ପୌର ନିର୍ବାଚନ ପାଇଁ ଚୂଡ଼ାନ୍ତ ବୁଥ୍‌ ତାଲିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତ ପୌର ନିର୍ବାଚନ ପାଇଁ ୱାର୍ଡ ଓ ବୁଥ୍‌ ତାଲିକା ପ୍ରକାଶ ପାଇଛି ଓ ଏହାକୁ ରାଜ୍ୟ ନିର୍ବାଚନ କମିଶନ ଅନୁମୋଦନ କରିଛନ୍ତି । ସମୁଦାୟ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ସଂଖ୍ୟା ୪୮+୫୯ = ୧୦୭, ସମୁଦାୟ ମହାନଗର ନିଗମ-୩, ମ୍ୟୁନିସିପାଲିଟି ଓ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର,
Read More...

ଅସଦାଚରଣ ଅଭିଯୋଗରେ ଏଭିନିୟୁ ଇଭେଣ୍ଟର ମାଲିକ ଗିରଫ

ଭୁବନେଶ୍ୱର, (ଶୁଶାନ୍ତ ସାହୁ) : ଯୁବତୀଙ୍କୁ ଖରାପ ବ୍ୟବହାର କରିବା ସହ ମାଡ଼ ମାରିବା ଅଭିଯୋଗରେ ନୟାପଲ୍ଳୀ ଥାନା ପୁଲିସ୍‌ ସେଭେନ୍‌ ଏଭିନିୟୁ ଇଭେଣ୍ଟ ମାଲିକ ଆଶୁତୋଷ ପଣ୍ଡାଙ୍କୁ ଅଟକ ରଖିଥିବା ଜଣାପଡିଛି । ସୂଚନା ଅନୁସାରେ ଆଶୁତୋଷ ପଣ୍ଡାଙ୍କ ଅଫିସ୍‌ରେ କାମ କରୁଥିବା ଜଣେ ଯୁବତୀଙ୍କୁ ସେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୩୧ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୮୫୫ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୩ ଜଣ
Read More...

ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ପାଇଁ କମିଶନଙ୍କ ସୂଚନା

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା । ଦ୍ୱିତୀୟ ପର୍ଯ୍ୟାୟରେ ୨୦ ହଜାର ୪୩୬ ବୁଥରେ ହେବ ନିର୍ବାଚନ । ସେଥିରୁ ୩ ହଜାର ୬୫ ବୁଥ୍ ସମ୍ବେଦନଶୀଳ । ୪ଟି ଜିଲ୍ଲାରେ ୨୫ଟି ସ୍ଥାନରେ ପୁନଃ ମତଦାନ ପାଇଁ ପ୍ରସ୍ତାବ
Read More...

ଅଧ୍ୟକ୍ଷ/ଉପାଧ୍ୟକ୍ଷ ଓ ନାଏବ ସରପଞ୍ଚଙ୍କ ପାଇଁ ପରୋକ୍ଷ ନିର୍ବାଚନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଜାନୁଆରୀ ୧୧ ତାରିଖରେ ପ୍ରକାଶ ପାଇଥିବା ବିଜ୍ଞପ୍ତି ସଂଖ୍ୟା ୨୪୬, ୨୬୦ ଏବଂ ୨୭୪ ଅନୁସାରେ ନାଏବ ସରପଞ୍ଚ ପଞ୍ଚାୟତ ସମିତିର ଅଧ୍ୟକ୍ଷ/ଉପାଧ୍ୟକ୍ଷ ଏବଂ ଜିଲ୍ଲା ପରିଷଦର ସଭାପତି/ଉପସଭାପତି ପଦଗୁଡ଼କ ପରୋକ୍ଷ ନିର୍ବାଚନ
Read More...

ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ମାଡ ମାରି ଲୁଟ

ଭୁବନେଶ୍ୱର : ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ମାଡ ମାରି ଲୁଟ ହୋଇଥିବା ନେଇ ଅଭିଯୋଗ । ଅଭିଯୋଗ ଅନୁସାରେ ଆଜି ସକାଳ ସାଢେ ୬ଟା ସମୟରେ ମନ୍ଦିରରୁ ଘରକୁ ଫେରୁଥିବା ବେଳେ ଗୋଟିଏ ବାଇକରେ ଦୁଇଜଣ ଯୁବକ ଆସି ଳୁଟ କରିଥିବା ଜଣାପଡିଛି । ଏନେଇ ସହିଦନଗର ଥାନାରେ ମହିଳା ଜଣକ ଅଭିଯୋଗ
Read More...