ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ : ୧୨୫୪ ପଞ୍ଚାୟତରେ ଚାଲିଛି ଭୋଟିଂ
ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି । ଏହି ପର୍ଯ୍ୟାୟରେ ୨୭ଟି ଜିଲ୍ଲାର ୬୪ଟି ବ୍ଲକ ଅନ୍ତର୍ଗତ ୧୬୩ଟି ଜିଲ୍ଲା ପରିଷଦ ଜୋନ ପାଇଁ ଭୋଟିଂ ହେବାକୁ ଥିବା ବେଳେ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ମଇଦାନରେ ଅଛନ୍ତି!-->…
Read More...
Read More...