Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ସର୍ବାଧିକ ୬ଜଣ, ଖୋର୍ଦ୍ଧାରୁ ୫ଜଣ, କଟକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ
Read More...

କୋଭିଡ୍‌- ୧୯ ନିୟମାନୁସାରେ ହେବ ଭୋଟଗ୍ରହଣ ଓ ମତଗଣନା କାର୍ଯ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଓ ମତଗଣନା କାର୍ଯ୍ୟ କୋଭିଡ଼୍‌- ୧୯ ନିୟମାବଳୀର କଡ଼ାକଡ଼ି ଅନୁପାଳନ ସହ ହେବ । ମତଦାନର ପୂର୍ବଦିନ ନିର୍ଦ୍ଧାରିତ ମତଦାନ କେନ୍ଦ୍ରକୁ ଭଲ ଭାବେ ବିଶୋଧନ କରାଯିବ ଓ ମତଦାନ କେନ୍ଦ୍ରରେ ନିୟୋଜିତ ହୋଇଥିବା
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୨୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୦୩ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୨୭୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୪୨
Read More...

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ସଂଗ୍ରାମ କେଶରୀ ମହାପାତ୍ରଙ୍କ ୨ଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ୱନାମଧନ୍ୟ ଲେଖକ ତଥା ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଲିଖିତ ୨ଟି ପୁସ୍ତକର ଶୁଭ ଉନ୍ମୋଚନ କରିଛନ୍ତି । ଏହି ପୁସ୍ତକ ଦୁଇଟି ହେଉଛି ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସାହିତ୍ୟିକ ତଥା ଜ୍ଞାନପୀଠ ବିଜେତା
Read More...

ଜାଲ ଭୋଟର ଧରାପଡ଼ିଲେ ଜେଲ୍‌ : ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ପଂଚାୟତ ଭୋଟ ପୂର୍ବରୁ ଜାଲ ଭୋଟର ମାନଙ୍କୁ ରାଜ୍ୟ ନିର୍ବାଚନ କମିଶନର ସତର୍କ କରାଇ ଦେଇଛନ୍ତି ଯେ, ଯଦି କୌଣସି ବ୍ୟକ୍ତି ଅନ୍ୟ କାହା ନାମରେ ଭୋଟ ଦେଇ ଧରାପଡ଼ନ୍ତି ତେବେ ତାଙ୍କୁ ଗିରଫ କରାଯିବ । ନିର୍ବାଚନରେ ଭୋଟ ଦେବା ପାଇଁ ଭୋଟରଙ୍କ ନାମ ଭୋଟର ତାଲିକାରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟ ସଂଖ୍ୟା ୮୯୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୭୨ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୩୨୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୩
Read More...

ସାମାଜିକ ଅନୁଷ୍ଠାନ ଅସ୍ତିତ୍ୱ ଏବଂ ପ୍ରଶାନ୍ତି ଏଯୁକେସନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ବିଶ୍ୱ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ରେଡ଼ିଓ ଦିସବ ୨୦୧୨ରୁ ଓଡ଼ିଶାରେ ପାଳିତ କରାଯାଉଛି । ବିଶ୍ୱ ରେଡ଼ିଓ ଦିବସର ୧୦ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ସ୍ଥିତ ଦୁଇଟି ସାମାଜିକ ଅନୁଷ୍ଠାନ ଅସ୍ତିତ୍ୱ ଏବଂ ପ୍ରଶାନ୍ତି ଏଯୁକେସନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ୟୁନିଟ
Read More...

ପଞ୍ଚାୟତ ନିର୍ବାଚନ ଭୋଟଗଣନା ନିୟମାବଳୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିର୍ବାଚନ ପ୍ରକ୍ରିୟାରେ ଭୋଟଗଣନା ଏକ ମୁଖ୍ୟ କାର୍ଯ୍ୟ ଅଟେ । ଅସାବଧାନ ଭୋଟଗଣତି ଯୋଗୁଁ ସଂପୂର୍ଣ୍ଣ ନିର୍ବାଚନ ଫଳାପଲ ଭୁଲ ହୋଇପାରେ । ଏହି ପରିପ୍ରେକ୍ଷୀରେ ନିର୍ବାଚନ ଅଧିକାରୀମାନଙ୍କର ଗୁରୁଦାୟିତ୍ୱ ରହିଛି । ଭୋଟଗଣତି କେନ୍ଦ୍ର ଉପରେ ନିର୍ବାଚନ
Read More...

ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଓଡ଼ିଶାରେ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସମ୍ପାଦକ ମହାସଂଘର ରାଷ୍ଟ୍ରୀୟ ଅଧିବେଶନ

ଭାରତ ବର୍ଷର ବିଭିନ୍ନ ପ୍ରାନ୍ତରୁ ୨୦୦ ସମ୍ପାଦକ ଯୋଗଦେବେ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ୨୧ତମ ରାଷ୍ଟ୍ରୀୟ ଅଧିବେଶନ ଓ ୧୦ମ ରାଜ୍ୟ ଅଧିବେଶନ ପାଇଁ ବ୍ୟାପକ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ଅଧିବେଶନ ମାର୍ଚ୍ଚ
Read More...